ପିଏମ୍ ଶ୍ରୀ ସ୍କୁଲ ଜାତୀୟ ଶିକ୍ଷା ନୀତିର ପ୍ରୟୋଗଶାଳା ହେବ – ଧର୍ମେନ୍ଦ୍ର ପ୍ରଧାନ

ଗାନ୍ଧୀନଗର :  ଦେଶର ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଦିଗରେ ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବ । ଏହି ଉଚ୍ଚମାନର ସ୍କୁଲ ଜାତୀୟ ଶିକ୍ଷା ନୀତି -୨୦୨୦ (ଏନଇପି)ର ପ୍ରୟୋଗଶାଳା ହେବ ବୋଲି ଗୁରୁବାର…
Read More...

ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକଙ୍କୁ ସୁରକ୍ଷା ଦିଅନ୍ତୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ପାଇଁ…
Read More...

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ, ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର…

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର…
Read More...

ସମ୍ ହସ୍ପିଟାଲ୍‌ର ପୁଣି ଏକ ସଫଳତା : ଯୁବତୀଙ୍କ ଛାତିର ୩ କେଜିର ଟ୍ୟୁମର ବାହାର କଲେ ଡାକ୍ତର 

ଭୁବନେଶ୍ୱର, : “ହସ୍ପିଟାଲ୍‌କୁ ଆସିବା ବେଳେ ମୁଁ ଆଉ ବଂଚିବି ବୋଲି ଭାବି ନଥିଲି । ଏବେ କିନ୍ତୁ ସୁସ୍ଥ ହୋଇ ଘରକୁ ଫେରୁଛି” । ଆନନ୍ଦଭରା କଣ୍ଠରେ ଏଭଳି କହିଛନ୍ତି ସମ୍ ହସ୍ପିଟାଲ୍‌ରୁ ସୋମବାର ଡିସ୍‌ଚାର୍ଜ ହୋଇ ଘରକୁ…
Read More...

ବାହାରିନରେ ଓଡ଼ିଆ କଳା ସଂସ୍କୃତିକୁ ମନେ ପକାଇ ପ୍ରବାସୀ ପାଳିଲେ ଉତ୍କଳ ଦିବସ

ମାନାମା :ବାହାରିନ ଓଡ଼ିଆ ସମାଜ (ବାଓସ) ତରଫରୁ ଉତ୍କଳ ଦିବସ – ୨୦୨୨ ମହାସମାରୋହରେ ପାଳନ କରାଯାଇଛି । ଏହି ଉପଲକ୍ଷେ ଏଠାକାର ଇଣ୍ଡିଆନ୍ କ୍ଳବ୍ ପ୍ରେକ୍ଷାଳୟରେ ଆୟୋଜିତ ଭବ୍ୟ ଉତ୍ସବରେ ବାଓସର ସଦସ୍ୟ, ସେମାନଙ୍କର…
Read More...

ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେଇଛି ମୋ ସରକାର – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି…
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଓ ଅନୁମୋଦିତ : ବିଜେଡି

ଭୁବନେଶ୍ବର :ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ…
Read More...

ଜାଗା ମିଶନ, Drink from Tap, ମୁକ୍ତା, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ଆଦି କାର୍ଯ୍ୟକ୍ରମ ଖୁବ କମ୍‌ ସମୟରେ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ…
Read More...

ବିଦ୍ୟୁତ ହେଉଛି ବିକାଶର ଜୀବନରେଖା ବିଦ୍ୟୁତ ଅପଚୟ କରନ୍ତୁ ନାହିଁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…
Read More...

ଆମ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଆଇଡ଼ିଆ, ଇନୋଭେସନ ଏବଂ ଆକାଂକ୍ଷାର ଅପୂର୍ବ ସମାହାର-ଧର୍ମେନ୍ଦ୍ର ପ୍ରଧାନ

ସିଲଙ୍ଗ୍‌ :  ଆମ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଆଇଡ଼ିଆ, ନବସୃଜନ ଏବଂ ଆକାଂକ୍ଷାର ଅପୂର୍ବ ସମାହାର ବୋଲି ଶନିବାର ମେଘାଳୟର ସିଲଙ୍ଗ୍ ସ୍ଥିତ ନର୍ଥ-ଇଷ୍ଟର୍ଣ୍ଣ ହିଲ୍ ୟୁନିଭର୍‌ସିଟିର ୨୭ତମ ସମାବର୍ତନ ସମାରୋହରେ ଯୋଗଦେଇ କହିଛନ୍ତି…
Read More...