ସକାଳୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପହଞ୍ଚି ବାତ୍ୟା ଓ ବର୍ଷାର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଶନିବାର ସକାଳୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସ୍ଥାନୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରରେ ପହଞ୍ଚି ପାଣିପାଗ କେନ୍ଦ୍ରର ମହା ନିର୍ଦେଶକଙ୍କ ସହ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ସ୍ଥିତି ଓ ସେଥିଯୋଗୁଁ…
Read More...

କରତାରପୁର କରିଡର ଉଦଘାଟନ କରିବାକୁ ପହଁଚିଲେ ମୋଦୀ

କରତାରପୁର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସୁଲତାନପୁର ଲୋଧୀରେ ପହଁଚିଛନ୍ତି। ଏଠାରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ମୋଦୀଙ୍କୁ ସ୍ଵାଗତ କରିଛନ୍ତି। ମୋଦୀ ଆଜି ସକାଳେ ସୁଲତାନପୁର ଲୋଧୀର ବେର ସାହେବର…
Read More...

ସୁପ୍ରିମ୍‌ କୋର୍ଟରେ ଅଯୋଧ୍ୟା ମାମଲାର ରାୟ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ: ନିର୍ଦ୍ଧାରିତ ସମୟ ଶନିବାର ପୂର୍ବାହ୍ନ ୧୦: ୩୦ ସମୟରେ ସୁପ୍ରିମ୍‌ କୋର୍ଟର ୧ ନମ୍ବର କୋର୍ଟରେ ରାମ ଜନ୍ମଭୂମୀ- ବାବ୍ରି ମସ୍‌ଜିଦ୍‌ ଜମି ବିବାଦର ରାୟ ଶୁଣାଣି ଆରମ୍ଭ କରିଛନ୍ତି ପ୍ରଧାନ ବିଚାରପତି ରଞ୍ଜନ…
Read More...

ଅଯୋଧ୍ୟା ମାମଲା: ସୁପ୍ରିମ୍‌ କୋର୍ଟଙ୍କ ରାୟକୁ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟ୍‌

ଭୁବନେଶ୍ୱର: ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମୀ ଓ ବାବ୍ରି ମସ୍‌ଜିଦ୍‌ ଜମି ବିବାଦ ମାମଲା ଉପରେ ମାନ୍ୟବର ସୁପ୍ରିମ୍‌ କୋର୍ଟଙ୍କ ରାୟକୁ ସମସ୍ତେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ନିବେଦନ…
Read More...

ବଢ଼ିଲା ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତିଙ୍କ ସୁରକ୍ଷା

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ଅଯୋଧ୍ୟା ମାମଲାର ରାୟ ପ୍ରକାଶ କରିବେ। ଏହା ପୂର୍ବରୁ ସୁପ୍ରିମକୋର୍ଟ ସମେତ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏଥିସହିତ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ…
Read More...

କେନ୍ଦ୍ରାପଡ଼ାରେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣାରେ ଦୁଃଖ ପ୍ରକାଶ କଲେ ଅନୁଭବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା‌ରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗକୁ ନେଇ ସୋସିଆଲ ମିଡିଆରେ ଦୁଃଖପ୍ରକାଶ କରିଛନ୍ତି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି | ସେ କହିଛନ୍ତି ଯେ ଗଣମାଧ୍ୟମ ପ୍ରତି ମୋର…
Read More...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଫଡ଼ଣବିସ

ମୁମ୍ବାଇ:ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବାର ଦୁଇ ସପ୍ତାହ ବିତି ସାରିଥିଲେ ମଧ୍ୟ ସରକାର ଗଠନ ନେଇ ରାଜ୍ୟରେ ଅଚଳାବସ୍ଥା ଜାରି ରହିଛି। ବିଜେପି ଓ ଶିବସେନା ମଧ୍ୟରେ ସରକାର ଗଠନ ନେଇ ଅଙ୍କ ନଛିଣ୍ଡିବାରୁ ନୂତନ…
Read More...

ଭାରତ ଆୟୋଜନ କରିବ ୨୦୨୩ ପୁରୁଷ ହକି ବିଶ୍ୱକପ

ନୂଆଦିଲ୍ଲୀ: ଓଡ଼ିଶା ହକି ପୁରୁଷ ବିଶ୍ୱକପ୍‌-୨୦୧୮ ସଫଳତାର ସହିତ ଆୟୋଜନ ହେବା ପରେ ଭାରତରେ ପୁଣି ଥରେ ୨୦୨୩ ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏହି ବିଶ୍ୱକପ୍‌ ୨୦୨୩ ଜାନୁଆରି ୧୩ରୁ ଆରମ୍ଭ ହେବ। ଜାନୁଆରି ୨୯ରେ ଫାଇନାଲ…
Read More...

କିନ୍ନରମାନଙ୍କ ପାଇଁ ଆଶ୍ରୟ ଗୃହ ଖୋଲିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କିନ୍ନରମାନଙ୍କ ପାଇଁ ଆଶ୍ରୟ ଗୃହ ଖୋଲିବା ପାଇଁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର। କିନ୍ନରମାନଙ୍କ ପାଇଁ ଆଶ୍ରୟ ଗୃହର ଅଭାବ ପରିଲଖିତ ହେବା ପରେ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅତି କମରେ ୧ ବର୍ଷ ଲାଗି…
Read More...

ଭୁବନେଶ୍ୱରରୁ ମୁମ୍ୱାଇ ଯାଉଥିବା ଏୟାର ଇଣ୍ଡିଆରେ ନିଆଁ

ଭୁବନେଶ୍ୱର : ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ନିଆଁ ଲାଗି ଯାଇଛି। ବିମାନର ବାମ ପାର୍ଶ୍ୱରେ ନିଆଁ ଲାଗିଥିଲା।  ଫଳରେ ବିମାନକୁ ଛତିଶଗଡ଼ର ରାୟପୁର ବିମାନ ବନ୍ଦରରେ ଜରୁରୀ ଅବତରଣ କରିବାକୁ…
Read More...