ଷାଣ୍ମାସିକ ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ; ୧୫ ଦିନ ମଧ୍ୟରେ ତଦନ୍ତ ସାରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:ଚଳିତ ବର୍ଷ ସାରା ରାଜ୍ୟରେ ଏକକ ଷାଣ୍ମାସିକ ପରିକ୍ଷା ଅନୁଷ୍ଠିତ ହୋଇଥିଲା । କିନ୍ତୁ ଏହି ପରୀକ୍ଷାରେ ଅନେକ ତ୍ରୁଟି ପରିଲକ୍ଷିତ ହୋଇଥିଲା । କେତେକ ସ୍ଥାନରେ ପ୍ରଶ୍ନପତ୍ର ଅଭାବରୁ କଳାପଟାରେ ପ୍ରଶ୍ନ…
Read More...

ବିବାଦୀୟ ଆରସିଇପି ଚୁକ୍ତିରେ ସ୍ୱାକ୍ଷର କରିବାକୁ ମନା କଲା ଭାରତ

ନୂଆଦିଲ୍ଲୀ : ଭାରତ ଆଞ୍ଚଳିକ ସାମଗ୍ରୀକ ଆର୍ଥିକ ସହଯୋଗୀତା ବା ଆରସିଇପି ଚୁକ୍ତିରେ ସ୍ୱାକ୍ଷର କରିବାକୁ ମନା କରିଦେଇଛି । ଥାଇଲାଣ୍ଡର ବ୍ୟାଙ୍କକଠାରେ ଅନୁଷ୍ଠିତ ଆରସିଇପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More...

ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କ ସୂଚନା: ବାତ୍ୟା ନେଇ ୨ ଦିନ ମଧ୍ୟରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହା ଦୁଇ ଦିନ ଭିତରେ ଅବପାତର ରୂପ ନେବେ । ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ତେବେ ଭାରତୀୟ…
Read More...

ମହାରାଷ୍ଟ୍ର; ରାଜ୍ୟପାଳଙ୍କୁ ଭେଟିଲେ ଶିବସେନା ନେତା ସଂଜୟ ରାଉତ

ମୁମ୍ବାଇ : ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଗଠନକୁ ନେଇ ଏବେ ବି ଅନିଶ୍ଚିତତା ଜାରି ରହିଛି । ବିଜେପି ସରକାର ଗଠନ ଲାଗି ଆଶାବାଦୀ ଥିବାବେଳେ ଆଜି ଅପରାହ୍ଣ ୫ଟା ବେଳେ…
Read More...

ଦିଲ୍ଲୀ ବାୟୁ ପ୍ରଦୂଷଣ ନେଇ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମ୍‌ କୋର୍ଟ; ସମାଧାନ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସଂପ୍ରତି ଦିଲ୍ଲୀରେ ସୃଷ୍ଟି ହୋଇଥିବା ବାୟୁ ପ୍ରଦୂଷଣ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିବା ବେଳେ ଆଜି ସୁପ୍ରିମ୍‌ କୋର୍ଟ ଏହି ମାମଲାରେ ଗଭୀର ଉଦ୍‌ବେଗ ପ୍ରକାଶ କରିବା‌ ସହ ଉଭୟ କେନ୍ଦ୍ର ଓ ଦିଲ୍ଲୀ…
Read More...

ଶ୍ରୀମନ୍ଦିର ସଂସ୍କାର ପାଇଁ ସୁପ୍ରିମକୋର୍ଟ ଦେଲେ ୨୨ ନିର୍ଦ୍ଦେଶ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ନୀତି ଓ ପରିଚାଳନାରେ ସଂସ୍କାର ସହ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଓଡ଼ିଶା ସରକାର ଓ ଶ୍ରୀଜଗନ୍ନାଥ…
Read More...

ଦୁଇ ଦିନିଆ କୋରପୁଟ ଗସ୍ତରେ ନୋଡାଲ୍‌ ଅଫିସର୍‌ ଡାକ୍ତର ସୌରଭ ଗର୍ଗ

ଜୟପୁର: ନୋଡାଲ୍‌ ଅଫିସର୍‌ ଭାବେ ଦାୟିତ୍ୱରେ ଥିବା ଡାକ୍ତର ସୌରଭ ଗର୍ଗ ସୋମବାର ସକାଳେ ଦୁଇଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ଆସିଛନ୍ତି।ସ୍ୱତନ୍ତ୍ର ବିମାନ ଯୋଗେ ଆସି ସେ ଜୟପୁର ବିମାନ ବନ୍ଦରରେ ଅବତରଣ କରିଥିଲେ।…
Read More...

ଦୁର୍ନୀତିଗ୍ରସ୍ତ ୬ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କୃତ ସହ ୫ଜଣଙ୍କ ପେନସନ୍ ବନ୍ଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ । ତେଣୁ ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାର କଡା ଆଭିମୁଖ୍ୟ ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା…
Read More...

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ: ୧ମୃତ, ୨୫ଆହତ

ଶ୍ରୀନଗର:  ଜମ୍ମୁ-କଶ୍ମୀରର ଶ୍ରୀନଗରରେ ପୁଣି ଥରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଖବର ମିଳିଛି । ଶ୍ରୀନଗରରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଥିବା ବେଳେ ଏହି…
Read More...

ଅମିତ ଶାହଙ୍କୁ ଭେଟିଲେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ

ମୁମ୍ୱାଇ: ମହାରାଷ୍ଟ୍ରରେ ନୂତନ ସରକାର ଗଠନକୁ କେନ୍ଦ୍ରକରି ବିଜେପି ଓ ଶିବସେନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ନେଉ ନ ଥିବା ବେଳେ ଆଜି ସକାଳେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ କେନ୍ଦ୍ର…
Read More...