ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।…
Read More...

ଓଡ଼ିଶା ଆଇନଜୀବୀ ଆନ୍ଦୋଳନ: ବର୍ଷିଲେ ସୁପ୍ରିମ୍‌ କୋର୍ଟ

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ ସହ ଆଇନ୍‌ଜୀବୀମାନେ ଚଳାଇଥିବା ଆନ୍ଦୋଳନ ଘଟଣାରେ ଆଜି ତୀବ୍ର ଅସନ୍ତୋଷ ଜାହିର କରିଛନ୍ତି ଦେଶର ଶୀର୍ଷ ଅଦାଲତ ସୁପ୍ରିମ୍‌ କୋର୍ଟ। ଏ…
Read More...

ନନ୍ଦନକାନନକୁ ଆସିଲେ ୮ଟି ଆନାକୋଣ୍ଡା ସାପ

ଭୁବନେଶ୍ଵର:ନନ୍ଦନକାନନକୁ ଆସିଛି ନୂଆ ଅତିଥି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଚନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଅଣାଯାଇଛି ଆନାକୋଣ୍ଡା ସାପ। ଲୋକେ ପୂର୍ବେ ଟିଭିରେ ଏବଂ ସିନେମାରେ ଯେଉଁ ଆନାକୋଣ୍ଡା ଦେଖୁଥିଲେ ଏବେ…
Read More...

ପ୍ରିଭେନସନ ଅଫ ଆଟ୍ରୋସିଟିସ ଆକ୍ଟ ଅନୁଯାୟୀ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ ହୋମଗାର୍ଡଙ୍କୁ ସୁରକ୍ଷା ଯୋଗାଇ…

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି…
Read More...

ଭାରତ-ଋଷ ପ୍ରସ୍ତାବିତ ଯୁଗ୍ମ ପ୍ରକଳ୍ପ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଶକ୍ତିଶାଳୀ କରିବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଋଷର ପୂର୍ବାଂଚଳରେ ଅପର୍ଯ୍ୟାପ୍ତ ଖଣିଜର ସମ୍ଭାବନା ରହିଥିବା ବେଳେ ଋଷ ସରକାର ଭାରତ ସରକାରଙ୍କ ସହ କାମ କରିବାକୁ ଇଚ୍ଛୁକ ରଖିଛନ୍ତି । ଭାରତ ଓ ଋଷ ମଧ୍ୟରେ ପ୍ରସ୍ତାବିତ ଏହି ଯୁଗ୍ମ ପ୍ରକଳ୍ପ ଦୁଇ…
Read More...

୨୪ରେ ବିଜେପୁର ଉପ ନିର୍ବାଚନ ଭୋଟ୍‌ ଗଣତି

ବିଜେପୁର: ଗତକାଲି ବିଜେପୁର ଉପନିର୍ବାଚନର ମତଦାନ ଶେଷ ହୋଇ ୭୯.୧୬ ପ୍ରତିଶତ ମତଦାନ ହୋଇଥିବା ସୂଚନା ରହିଛି। ତେବେ ୨୪ ତାରିଖ ଦିନ ଭୋଟ ଗଣତି ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଗଣମାଧ୍ୟମକୁ ସୂଚନା…
Read More...

ପୁଣିଥରେ ଲଘୁଚାପ: ୧୮ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମ ତାମିଲନାଡ଼ୁ ଉପକୂଳ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇ ଉତ୍ତର…
Read More...

୨ରୁ ଅଧିକ ସନ୍ତାନ ଥିଲେ ମିଳିବନି ସରକାରୀ ଚାକିରି

ଗୁଆହାଟୀ: ଯେଉଁ ବ୍ୟକ୍ତିମାନଙ୍କର ଦୁଇରୁ ଅଧିକ ସନ୍ତାନ ଥିବା ସେମାନଙ୍କୁ ଆଉ ସରକାରୀ ଚାକିରି ମିଳିବ ନାହିଁ। ୨୦୨୧ରୁ ଆସାମ ସରକାର ଏଭଳି ନିୟମ ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ସନ୍ଧ୍ୟାରେ ଆସାମ…
Read More...

କର୍ଣ୍ଣାଟକରେ ଲାଗୁ ହେବନାହିଁ ଏନ୍‌ଆରସି

ବେଙ୍ଗାଲୁରୁ: ଆସାମ ଭଳି କର୍ଣ୍ଣାଟକରେ ଏନ୍‌ଆରସି ଲାଗୁ କରିବା ପାଇଁ କ୍ଷମତାସୀନ ବିଜେପି ଯେଉଁ ଉଦ୍ୟମ କରୁଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଖୋଦ୍‌ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦ୍ୟୁରପ୍ପା ରାଜ୍ୟରେ ଏନ୍‌ଆରସି ଲାଗୁ…
Read More...

୩ ଦିନ ଆଗରୁ ହ୍ୱାଇଟ୍‌ ହାଉସରେ ଦୀପାବଳି ପାଳିବେ ଟ୍ରମ୍ପ

ୱାଶିଂଟନ୍‌: ଆସନ୍ତା ରବିବାର ସମଗ୍ର ଭାରତ ବର୍ଷରେ ଆଲୋକର ପର୍ବ ଦୀପାବଳି ପାଳନ କରାଯିବ। ହେଲେ ଏହାର ୩ ଦିନ ପୂର୍ବରୁ ଅର୍ଥାତ ଗୁରୁବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଦୀପାବଳି ଉତ୍ସବ…
Read More...