ଏଥର ଆଗୁଆ ଆସିବ ମୌସୁମୀ

ଏଥର ଆଗୁଆ ଆସିବ ମୌସୁମୀ । ମେ ମାସ ଶେଷ ସପ୍ତାହରେ ଆସିପାରେ । ହେଲେ ଚଳିତ ମାସ ଶେଷ ଆଡକୁ ତାପମାତ୍ରା ହ୍ରାସ ହେବ । ଏନେଇ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ।ସେ କହିଛନ୍ତି ଯେ, ଏଥର ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା…
Read More...

୪୯୩ କୋଟି ଟଙ୍କାର ୬ଟି ଶିଳ୍ପ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ରାଜ୍ୟରେ ୪୯୩.୬୨ କୋଟି ଟଙ୍କାର ୬ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିୟରାନ୍ସ ଅଥରିଟିଙ୍କ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ଅତିରିକ୍ତ ୧୩୧୭ଜଣଙ୍କୁ କର୍ମନିଯୁକ୍ତି ମିଳିବ।…
Read More...

ସ୍ଥଳଭାଗ ଛୁଇଁବା ବେଳକୁ ଦୁର୍ବଳ ହେବ ବାତ୍ୟା; କଟକ ଓ ଭୁବନେଶ୍ୱରରେ ବାତ୍ୟାର ପ୍ରଭାବ

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଶରତ ସାହୁ ସୂଚନା ଦେଇ କହିଛନ୍ତି ଯେ ମେ' ୧୦ରେ ବାତ୍ୟା ଉପକୂଳ ନିକଟ ହେଲା ପରେ ଦିଗ ବଦଳାଇପାରେ। ଦିଗ ବଦଳାଇବାପରେ ବାତ୍ୟା ଦୁର୍ବଳ ହେବା ସମ୍ଭାବନା ରହିଛି।…
Read More...

ହେଲିକପ୍ଟରରେ ପିଲାଙ୍କୁ ବୁଲାଇଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଭୂପେଶ ବଘେଲାଙ୍କ ବଡ଼ ବଦାନ୍ୟତା। କୁନି ପିଲାଙ୍କ କଥା ରଖିବାକୁ ଯାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ହେଲିକ୍ଟରରେ ବୁଲାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ…
Read More...

ଦବଙ୍ଗ ଖାନ୍‌ଙ୍କୁ ମିଳିଲା ଆଶ୍ୱସ୍ତି

ବଲିଉଡର ଦବଙ୍ଗ ଖାନ୍‌ ସଲମାନଙ୍କ ପାଇଁ ଖୁସି ଖବର | ଅନେକ ସମୟରେ ନିଜ ବ୍ୟବହାରକୁ ନେଇ ଚର୍ଚାରେ ରହି ଆସୁଥିବା ବଲିଉଡର ଦବଙ୍ଗ ଖାନ୍‌ ସଲମାନଙ୍କୁ ମିଳିଛି ବଡ ଆଶ୍ୱସ୍ତି | ସାମ୍ବାଦିକଙ୍କ ସହ ଦୁର୍ବ୍ୟହାର କରିବା ମାମଲାରେ…
Read More...

ଜାତିସଂଘରେ ଭାରତର କଡା ବୟାନ

ମିଳିତ ଜାତିସଂଘରେ ଭାରତ ପକ୍ଷରୁ ଆଜି ନେଦରଲାଣ୍ଡ ରାଷ୍ଟ୍ରଦୂତଙ୍କ ଏକ ବୟାନ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରୁଷ-ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଭାରତର ପ୍ରତିନିଧି ଟିଏସ ତିରୁମୂର୍ତି ସ୍ପଷ୍ଟ ଭାବେ କହିଛନ୍ତି ଆପଣ…
Read More...

ଏହି ୪ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା…
Read More...

କ୍ରାଇମବ୍ରାଞ୍ଚର ନୂଆ ଏଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ବୋଥ୍ରା

ଦାୟିତ୍ୱ ନେଲେ କ୍ରାଇମବ୍ରାଞ୍ଚ ନୂଆ ଏଡିଜି ଅରୁଣ ବୋଥ୍ରା। ୧୯୯୬ ମସିହା ବ୍ୟାଚ ଆଇପିଏସ ଅଧିକାରୀ ଅରୁଣ ବୋଥ୍ରା। ଆଜି କଟକ ସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହାପରେ ପ୍ରତିକ୍ରିୟାରେ…
Read More...

ବାତ୍ୟା ମୁକାବିଲା ପାଇଁ ସଜାଗ ରହିଛି ଶକ୍ତି ବିଭାଗ, ୱାରରୁମ୍ ପ୍ରସ୍ତୁତ ଥିବା କହିଲେ ମନ୍ତ୍ରୀ

ଆଣ୍ଡାମାନ ସାଗରରେ ୮ତାରିଖ ସଂଧ୍ୟାରେ ଲଘୁଚାପ ନେଇପାରେ ବାତ୍ୟାର ରୂପ । ୧୦ ତାରିଖ ଉପକୂଳ ପହଞ୍ଚିବା ସମ୍ଭାବନା ରହିଛି। ଆଜି ଲଘୁଚାପରେ ପରିଣତ ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଲଘୁଚାପ ଅବପାତରେ ପରିଣତ ହେବ। ଏହାପରେ ୮…
Read More...

ଗିରଫ ହେଲେ କୋଟିପତି ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ। ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। କଟକ…
Read More...