କ୍ଷମା ମାଗିଲେ ପପୁ, କହିଲେ ଦୌଡରାଣୀ

ଭୁବନେଶ୍ୱର:  ବିବାଦୀୟ ଫିଲ୍ମ ପୋଷ୍ଟର ପାଇଁ ବିବାଦ ଘେରରେ ଫସିଯାଇଛନ୍ତି ଅଭିନେତା ପପୁ ପମ୍ ପମ୍ । ଦୌଡରାଣୀ ଦୂତୀଙ୍କ ଅଭିଯୋଗ ପରେ ପୋଷ୍ଟର ନେଇ ମୁଁ ଅବଗତ ନଥିବା ଜଣାଇଥିଲେ ପପୁ । ପରେ ଦୂତୀଙ୍କ ବ୍ୟକ୍ତିଗତ ଜୀବନକୁ…
Read More...

ବାରମୂଳାରେ ଏନକାଉଣ୍ଟର: ଏସପିଓ ଶହୀଦ, ଜଣେ ଆତଙ୍କୀ ନିପାତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ବାରମୂଳାରେ ଏନକାଉଣ୍ଟର । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ପୋଲିସ ଅଧିକାରୀ (ଏସପିଓ) ଶହୀଦ ହୋଇଛନ୍ତି…
Read More...

ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ସାମାନ ଉପରେ ଲାଗିବ କଟକଣା

ନୂଆଦିଲ୍ଲୀ:ଭାରତୀୟ ରେଳ ମନ୍ତ୍ରାଳୟ ଦେଶରେ ଥିବା ସମସ୍ତ ରେଳ ଡିଭିଜନକୁ ନିର୍ଦ୍ଦେଶ ଜାରି କରି ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରିଛି । ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀଠାରୁ ୫୦ ମାଇକ୍ରୋନରୁ କମ ମୋଟ ଥିବା…
Read More...

ବିଭିନ୍ନ ସ୍ଥାନରେ ବଜ୍ରପାତ: ୬ମୃତ ୪ଗୁରୁତର

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ହୋଇପଡ଼ିଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କେନ୍ଦ୍ରାପଡ଼ା ଅଂଚଳରେ ବଜ୍ରପାତ ଘଟି ୫ଜଣ…
Read More...

ବନ୍ୟାଞ୍ଚଳକୁ ରିଲିଫ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୩ ମୃତ

ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା ଯୋଗୁ ବନ୍ୟା ସୃଷ୍ଟି ହୋଇଛି। ଏଥିରେ ୨୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ନିଖୋଜ ଅଛନ୍ତି। ଏପରି ସ୍ଥିତିରେ ବୁଧବାର ଏଠାରେ ପୁଣି ଏକ ଅଘଟଣ ଘଟିଛି।…
Read More...

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ 2ଟି ଗେଟ୍ ବନ୍ଦ କରାଯାଇଛି । ଉପରମୁଣ୍ଡରୁ ହୀରାକୁଦ ଜଳଭଣ୍ଡାରକୁ ଅପେକ୍ଷାକୃତ କମ୍‌ ବର୍ଷାଜଳ ପ୍ରବେଶ କରୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ…
Read More...

୩ ଦିନିଆ ଭାରତ ଭ୍ରମଣରେ ଜାମ୍ବିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଜାମ୍ବିଆ ରାଷ୍ଟ୍ରପତି ଏଡ଼ଗର ଲୁଙ୍ଗୁ ତିନିଦିନିଆ ଭାରତ ଗସ୍ତରେ ଆସିଛନ୍ତି | ଆଜି ତାଙ୍କୁ ରାଷ୍ଟ୍ରପତି ଭବନରେ ସ୍ୱାଗତ କରାଯାଇଥିବାବେଳେ ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ଥିଲେ |…
Read More...

ଯୋଗୀଙ୍କ କ୍ୟାବିନେଟ ବିସ୍ତାର, ଶପଥ ନେଲେ ୨୩ଜଣ ମନ୍ତ୍ରୀ

ଲକ୍ଷ୍ନୌ:ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆଜି ମନ୍ତ୍ରୀମଣ୍ଡଳ ବିସ୍ତାର ହୋଇଛି । ରାଜଭବନରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ଯୋଗୀଙ୍କ ୨୩ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏହି ୨୩ମନ୍ତ୍ରୀଙ୍କ ମଧ୍ୟରେ…
Read More...

ପୁଲିସ୍ କମିଶନର ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ୱର-କଟକର ନୂଆ ପୁଲିସ୍‌ କମିଶନର ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ସେ ହେଉଛନ୍ତି ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର୍‌। ଡକ୍ଟର ଷଡ଼ଙ୍ଗୀ ପୂର୍ବରୁ ଷ୍ଟେଟ୍‌ କ୍ରାଇମ୍‌ ରେକର୍ଡ…
Read More...

ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି, ଲୁକ୍ ଆଉଟ୍ ନୋଟିସ୍ ଜାରି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଆଜି ଆଗୁଆ ଜାମିନ୍ ପାଇଁ ଚିଦାମ୍ୱରମଙ୍କ ଆବେଦନର ଶୁଣାଣି କରିଥିବା ଜଷ୍ଟିସ ରମନା କୌଣସି ତତ୍କାଳ ଆଦେଶ ଦେଇପାରିବେ ନାହିଁ ବୋଲି କହିଛନ୍ତି। ଏଥିସହ ସେ ଜାମିନ ଆବେଦନ ମାମଲାକୁ ପ୍ରଧାନ…
Read More...