National ଚାଇନିଜ୍ ସ୍ମାର୍ଟଫୋନ କମ୍ପାନୀ ସାଓମୀର ୫ ହଜାର କୋଟିରୁ ଅଧିକ ସମ୍ପତ୍ତି ସିଜ୍ କଲା ଇଡି OPA Apr 30, 2022 0 ଶନିବାର ଚୀନ କମ୍ପାନୀ ସାଓମୀ ଟେକ୍ନୋଲଜି ଇଣ୍ଡିଆ ଲିମିଟେଡର ୫,୫୫୧.୨୭ କୋଟି ଟଙ୍କାର ସମ୍ପତ୍ତିକୁ ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଦେଶୀ ମୁଦ୍ରା ପରିଚାଳନା ଆକ୍ଟ ୧୯୯୯ ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ… Read More...
Odisha ଏଥର ଶିକ୍ଷାନୁଷ୍ଠାନରେ ଓଡ଼ିଆରେ ଲେଖାଯିବ ନାମଫଳକ OPA Apr 30, 2022 0 ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ଉନ୍ନୟନ କମିଶନର ତଥା ଅତିରିକ୍ତ… Read More...
Odisha ପୁଣି ଦାନା ବାନ୍ଧିଲାଣି ବାତ୍ୟା OPA Apr 30, 2022 0 ମାଡ଼ି ଆସୁଛି ବାତ୍ୟା । ଆକଳନ ଯଦି ଠିକ୍ ରହେ, ତେବେ ଆସନ୍ତା ୧୦ ବେଳକୁ ଆସିପାରେ ବଡ଼ ଧରଣର ବାତ୍ୟା । ପ୍ରତିଥର ପ୍ରାକୃତିକ ଦୁର୍ବିପାକ ଭୋଗୁଥିବା ଉପକୂଳ ରାଜ୍ୟ ଓଡ଼ିଶା ଏବେ ଲଗାତାର ବାତ୍ୟା ଆକଳନ ଶୁଣି ରାଜ୍ୟ ବାସୀ… Read More...
Bignews ଦେଶର ନୂତନ ସେନା ମୁଖ୍ୟ ଭାବେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ OPA Apr 30, 2022 0 ଦେଶର ନୂତନ ସେନା ମୁଖ୍ୟ ଭାବରେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ । ତେବେ ସେନାମୁଖ୍ୟ ଜେନେରାଲ୍ ଏମ୍. ଏମ୍. ନରୱଣେଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ଜେନେରାଲ୍ ପାଣ୍ଡେ ସେନାର… Read More...
Odisha ଓଡିଶାରେ ନାହିଁ କୋଇଲା ସଙ୍କଟ OPA Apr 30, 2022 0 ଦେଶର ଅନେକ ରାଜ୍ୟରେ ବର୍ତ୍ତମାନ କୋଇଲା ସଙ୍କଟ ଦେଖାଦେଇଛି । ଯାହାଫଳରେ ପ୍ରତ୍ୟେକ ଦିନ ଉକ୍ତ ରାଜ୍ୟମାନଙ୍କରେ ୧୦ ରୁ ୧୨ ଘଣ୍ଟା ବିଜୁଳି କାଟ ହେଉଛି । ଏହା ମଧ୍ୟରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କୋଇଲା… Read More...
Odisha ବଢ଼ିପାରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛୁଟି ଅବଧି OPA Apr 30, 2022 0 ବଢ଼ିପାରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛୁଟି ଅବଧି । ରାଜ୍ୟରେ ଗ୍ରୀଷ୍ମଲହରୀ ଜାରି ରହିଛି । ଟାଣ ଖରାରେ ସାଧାରଣ ଲୋକ ଅସ୍ତବ୍ୟସ୍ତ ହେବାରେ ଲାଗିଛନ୍ତି । ଏହା ମଧ୍ୟରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ବଡ଼ ବୟାନ… Read More...
Bignews ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ OPA Apr 30, 2022 0 ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ । ୧୯୮୮ ବ୍ୟାଚର ଆଇପିଏସ ଅଧକାରୀ ହେଉଛନ୍ତି ସନ୍ତୋଷ ଉପାଧ୍ୟୟ। ଗତକାଲି ଅଗ୍ନିଶମ ଡିଜି ଭାବରେ ସନ୍ତୋଷ ଉପାଧ୍ୟୟଙ୍କୁ ବଦଳି କରିଥିଲେ ସରକାର। ପୂର୍ବରୁ ଅରୁଣ… Read More...
Corporate ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍ସା* OPA Apr 30, 2022 0 ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି।ମୁମ୍ବାଇ ଠାରେ ଗ୍ଲାମର ୱାର୍ଲ୍ଡ ପକ୍ଷରୁ ନିକଟରେ… Read More...
National ହନୁମାନ ଚାଳିଶା ବିବାଦ ପ୍ରସଙ୍ଗ; ଏମପି ନବନୀତ ରାଣା ଓ ସ୍ୱାମୀଙ୍କ ଆବେଦନ ଖାରଜ OPA Apr 29, 2022 0 ମୁମ୍ବାଇରେ ହନୁମାନ ଚାଳିଶା ବିବାଦ ପ୍ରସଙ୍ଗ । ଜେଲରେ ଥିବା ଅମରାବତୀ ସ୍ୱାଧୀନ ଏମପି ନବନୀତ ରାଣା ଓ ସ୍ୱାମୀ ତଥା ବିଧାୟକ ରବି ରାଣାଙ୍କ ଆବେଦନ ଖାରଜ । ଜେଲରେ ଥିବାବେଳେ ଘରେ ପ୍ରସ୍ତୁତ ଖାଦ୍ୟ ଲାଗି ଅନୁମତି ଦେବା ସକାଶେ… Read More...
Odisha ପୂର୍ବତନ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିକୁ ଜବତ କଲା ଇଡି OPA Apr 29, 2022 0 ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘନିଷ୍ଠ ତଥା ପୂର୍ବତନ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି । ରାଜ୍ୟରେ ବୃକ୍ଷରୋପଣ ଓ ବନୀକରଣ… Read More...