ପ୍ରକାଶ ପାଇଲା ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ସଭାପତି ଜାହାନ ଆରା ବେଗମ୍ ରେଜଲ୍ଟ ପ୍ରକାଶ କରିଛନ୍ତି। ଏଥର ପାସ୍ ହାର ୪୩.୬୨ ପ୍ରତିଶତ ରହିଛି।…
Read More...

ଓମାର ଓ ମେହବୁବାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ

ପାଟନା: ବିହାରର ଜଣେ ଆଇନଜୀବୀ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫତିଙ୍କ ସମେତ ଅନ୍ୟ ନେତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛନ୍ତି । ପଶ୍ଚିମ ଚମ୍ପାରଣର ବିତିୟା କୋର୍ଟରେ…
Read More...

ବର୍ଷା ଯୋଗୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ଜିଲ୍ଲାର ସବୁ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଆଜି ବନ୍ଦ ରହିବ। ହେଲେ…
Read More...

ରେପୋ ରେଟ୍‌ ହ୍ରାସ କଲା ରିଜର୍ଭ ବ୍ୟାଙ୍କ୍‌

ନୂଆଦିଲ୍ଲୀ: ବୁଧବାର ଦିନ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ୩୫ ବେସିସ୍‌ ପଏଣ୍ଟ୍‌ରୁ ୫. ୪୦%କୁ ହ୍ରାସ କରିଛି। ଏହା ହେଉଛି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଚତୁର୍ଥ ଥର ଲାଗି ସିଧାସଳଖ ମୂଲ୍ୟ ହ୍ରାସ ଏବଂ ଏଥି ଯୋଗୁଁ ପ୍ରମୁଖ…
Read More...

ଜମ୍ମୁକାଶ୍ମୀର ପୁନର୍ଗଠନ ବିଲକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଜମ୍ମୁକାଶ୍ମୀର ପୁନର୍ଗଠନ ବିଲକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁରୀ ଦେଇଛନ୍ତି | ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଏବେ ବିଧିବଦ୍ଧ ଭାବେ ଜମ୍ମୁକାଶ୍ମୀର ଓ ଲଦାଖ ଅଲଗା ହୋଇଯାଇଛି | ଲୋକସଭାରେ ମଙ୍ଗଳବାର…
Read More...

ସ୍ୟାଟ ଉଚ୍ଛେଦକୁ ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ

କଟକ: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍)କୁ ଉଚ୍ଛେଦ ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ । ସ୍ୟାଟ ଉଚ୍ଛେଦ ପାଇଁ ରାଜ୍ୟ ସରକାର କରିଥିବା ଆବେଦନକୁ କେନ୍ଦ୍ର ସରକାର ମୋହର ମାରିବା ପରେ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି…
Read More...

କନ୍ଧମାଳ, କଳାହାଣ୍ଡି ଓ ରାୟଗଡାରେ ଜଳମଗ୍ନ

କନ୍ଧମାଳ:ଲଗାଣ ବର୍ଷା ପ୍ରଭାବରେ କଳାହାଣ୍ଡି ଜିଲ୍ଲାରେ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି । ଜିଲ୍ଲାର ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଅନେକ ଗ୍ରାମ ଜଳମଗ୍ନ ଅବସ୍ଥାରେ ରହିଛି ।  କନ୍ଧମାଳ ଜିଲ୍ଲାରେ ମଧ୍ୟ କେତେକ ରାସ୍ତା ଧୋଇ…
Read More...

ମୃତ୍ୟୁର ଘଣ୍ଟାଏ ପୂର୍ବରୁ ସାଲଭେଙ୍କୁ ୧ ଟଙ୍କା ନେଇଯିବାକୁ କହିଥିଲେ ସୁଷମା

ନୂଆଦିଲ୍ଲୀ: ମଙ୍ଗଳବାର ରାତିରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ପରେ ସୁଷମାଙ୍କୁ ସାରାଦେଶ ଝୁରୁଛି। ତେବେ ମୃତ୍ୟୁ ପୂର୍ବରୁ ସୁଷମାଙ୍କ କିଛି କଥାକୁ ନେଇ ସାରା ଦେଶରେ ଚର୍ଚ୍ଚା…
Read More...

ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା !

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରି ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆଜି ସକାଳ ୫.୩୦…
Read More...

ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଶାହା, ରାହୁଲ, ସୋନିଆ, ମନମୋହନ

ନୂଆଦିଲ୍ଲୀ: ଭାରତୀୟ ଜନତା ଦଳର ବରିଷ୍ଠ ନେତ୍ରୀ ଓ ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ଆଜି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ତାଙ୍କ ବାସଭବନରେ ରାଷ୍ଟ୍ରପତି…
Read More...