Bignews ଲୋକସଭା ବାଚସ୍ପତି ହେଲେ ଓମ ବିର୍ଲା OPA Jun 19, 2019 0 ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ହେଲେ ରାଜସ୍ଥାନ କୋଟାର ସାଂସଦ ଓମ ବିର୍ଲା | ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିର୍ଲା | ସପ୍ତଦଶ ଲୋକସଭାର ବାଚସ୍ପତି ଭାବେ ସେ ନିର୍ଦ୍ବନ୍ଦରେ!-->… Read More...
Odisha ବିପର୍ଯ୍ୟୟ ମୁକାବିଲା ପାଇଁ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ସାମୁହିକ ବିପର୍ଯ୍ୟୟ ପ୍ରସ୍ତୁତି ଅଭ୍ୟାସ OPA Jun 18, 2019 0 ବ୍ଲକ ଓ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ଅଭ୍ୟାସଭୁବନେଶ୍ୱର : ରାଜ୍ୟର ୩୦ ଗୋଟି ଜିଲ୍ଲାରେ ଜିଲ୍ଲାସ୍ତରୀୟ, ବ୍ଲକସ୍ତରୀୟ ଓ ଆଶ୍ରୟସ୍ଥଳୀ ସ୍ତରୀୟ ବାତ୍ୟା, ବନ୍ୟା ଓ ଅନ୍ୟାନ୍ୟ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ବିପର୍ଯ୍ୟୟ!-->!-->!-->… Read More...
More News ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଶକ୍ତି ଓ ରାଜସ୍ୱ ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ OPA Jun 18, 2019 0 ୩ଦିନରେ ଉଚ୍ଚସ୍ତରୀୟ ବୈଠକଭୁବନେଶ୍ୱର : ଆଜି ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଏକ ପ୍ରତିନିଧି ଦଳ ସଭାପତି ଶ୍ରୀ ସୁବାସ ସିଂହଙ୍କ ନେତୃତ୍ୱରେ ରାଜ୍ୟ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ର ଓ ରାଜସ୍ୱ ମନ୍ତ୍ରୀ!-->!-->!-->… Read More...
Odisha ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଖରା ଛୁଟି ବଢ଼ାଇଲେ ସରକାର OPA Jun 18, 2019 0 ଭୁବନେଶ୍ୱର: ଆସନ୍ତାକାଲିଠାରୁ ସବୁ ସରକାରୀ ସ୍କୁଲ ଖୋଲିବାର ଥିଲା। ମାତ୍ର ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଖରା ଛୁଟି ବଢ଼ାଇଛନ୍ତି ରାଜ୍ୟ ସରକାର। ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ୨୬ ତାରିଖରେ ସ୍କୁଲ ଖୋଲିବ। ଏନେଇ!-->… Read More...
Politics ଓମ୍ ବିର୍ଲା ହେବେ ଲୋକସଭାର ବାଚସ୍ପତି OPA Jun 18, 2019 0 ନୂଆଦିଲ୍ଲୀ: ବିଜେପି ସାଂସଦ ଓମ୍ ବିର୍ଲା ୧୭ତମ ଲୋକସଭାର ବାଚସ୍ପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଯାଇଛି। ଏନ୍ଡିଏ ପକ୍ଷରୁ ଶ୍ରୀ ବିର୍ଲା ପ୍ରାର୍ଥୀ ହୋଇଥିବା ବେଳେ ପ୍ରାୟ ସମସ୍ତ ବିରୋଧୀ ଦଳ ତାଙ୍କ ପ୍ରାର୍ଥିତ୍ୱକୁ!-->… Read More...
National ଅର୍ଥ ମନ୍ତ୍ରାଳୟର ୧୫ ଅଫିସରଙ୍କୁ ବିଦା କଲେ ମୋଦି OPA Jun 18, 2019 0 ନୂଆଦିଲ୍ଲୀ: ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସରେ ସରକାରୀ ବିଭଗରେ ସୁଚାରୁ ରୂପେ କାମ କରୁନଥିବା ଅଧିକାରୀଙ୍କୁ ପଦବୀରୁ ବାହାର କରିବା ଲଗାତର ଜାରୀ ରହିଛି । ଏହି ମଧ୍ୟରେ କେନ୍ଦ୍ର ସରକାର ସେଂଟ୍ରାଲ!-->… Read More...
National ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣ ଘଟଣା: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ OPA Jun 18, 2019 0 ନୂଆଦିଲ୍ଲୀ: ଦୀର୍ଘ ୧୪ ବର୍ଷ ପରେ ଅଯୋଧ୍ୟାର ପବିତ୍ର ରାମଜନ୍ମ ଭୂମିରେ ସଂଘଟିତ ଆତଙ୍କବାଦୀ ହମ୍ଲା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରୟାଗରାଜର ସ୍ୱତନ୍ତ୍ର ଅଦାଲତ ଏହି ଘଟଣାରେ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ!-->… Read More...
Odisha ବଢ଼ିଲା ଗ୍ରୀଷ୍ମ ଛୁଟି, ୧୯ରେ ନୁହେଁ ୨୬ରେ ଖୋଲିବ ସ୍କୁଲ OPA Jun 18, 2019 0 ଗଣଶିକ୍ଷା ବିଭାଗର ନିଷ୍ପତ୍ତିଭୁବନେଶ୍ବର : ବଢ଼ିଲା ଗ୍ରୀଷ୍ମ ଛୁଟି। ୧୯ରେ ନୁହେଁ ୨୬ରେ ଖୋଲିବ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଖରାଛୁଟିକୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ!-->!-->!-->… Read More...
Politics ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି OPA Jun 18, 2019 0 ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନର ଶେଷ ତାରିଖ ଜୁନ୍ ୨୫ ରହିଛି। ଆବଶ୍ୟକ ପଡ଼ିଲେ ଜୁଲାଇ ୫ରେ!-->… Read More...
Odisha ଏଆଇଆଇଏମ୍ଏସ୍ ଭୁବନେଶ୍ୱର ଓ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ OPA Jun 18, 2019 0 ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସେବା ପ୍ରଦାନ କରିବା ନିମନ୍ତେ ଆଜି ଏଆଇଆଇଏମ୍ଏସ୍ ଭୁବନେଶ୍ୱର ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ!-->… Read More...