ରତ୍ନଭଣ୍ଡାର ଚାବି ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ  ହାଇକୋର୍ଟରେ ମାମଲା ରୁଜୁ  

କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ  ହାଇକୋର୍ଟରେ ଜନସ୍ବାର୍ଥ  ମାମଲା ରୁଜୁ ହୋଇଛି । ଆଇନଜୀବୀ ଦିଲ୍ଲୀପ ମହାପାତ୍ରଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ରତ୍ନଭଣ୍ଡାର…
Read More...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା : ଜଷ୍ଟିସ ରଘୁବୀର ଦାସ  ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ବର :  ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ତଦନ୍ତ କମିଶନ ନିଯୁକ୍ତ କଲେ ରାଜ୍ୟ ସରକାର । ଜଷ୍ଟିସ ରଘୁବୀର ଦାସଙ୍କୁ ତଦନ୍ତ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।  ଏନେଇ ମୁଖ୍ୟମନ୍ତ୍ରୀଙ୍କ…
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରୁ ଓ ରାତି ପ୍ରାୟ ୯ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । । ଦ୍ୱିତୀୟ ଭେ।ଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ…
Read More...

ଦ୍ୱିତୀୟ ଦିନରେ ନୂଆପଡା ବନ୍ଦ ପାଳନ

ଜାତୀୟ ରାଜପଥ ୩୫୩ ନିର୍ମାଣ ଦାବିରେ ନୂଆପଡା ବନ୍ଦ ପାଳନ କରଯାଇଛି । ନାଗରିକ ମଞ୍ଚ ଏହି ବନ୍ଦ ଡାକରା ଦେଇଛି । କୁରୁମପୁରୀଠାରେ ବିଜେଡି ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି । ନୂଆପଡାରେ ବନ୍ଦ ଯେ।ଗୁଁ ଲୋକେ ପ୍ରଭାବିତ…
Read More...

ମା’କୁ ସମ୍ମାନର ନାରା ଶାସକ ବିଜେଡିର ପୋଷ୍ଟର ଭିତରେ ସୀମିତ : ବିଜେପି

ଭୁବନେଶ୍ୱର : ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇ ପାରୁନାହାଁନ୍ତି । କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚାରଣ ଏବଂ ଆଚରଣରେ ଅନେକ ପ୍ରଭେଦ ଦେଖିବାକୁ ମିଳିଛି । ନିର୍ବାଚନ ପୂର୍ବରୁ ମା’କୁ ସମ୍ମାନର ନାରା…
Read More...

ବିଜେଡିରେ ମିଶିଲେ ଭୁବନେଶ୍ୱର ମହାନଗର ନିଗମର କଂଗ୍ରେସ ଓ ବିଜେପି କର୍ମୀ

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ଆଜି ଭୁବନେଶ୍ୱର ମହାନଗର ନିଗମ ଅଧୀନ ୧୯ନଂ ୱାର୍ଡର କଂଗ୍ରେସ କର୍ପୋରେଟର୍‍…
Read More...

କଟକ ଜିଲ୍ଲା କଂଗ୍ରେସ ସଭାପତି ପଦରୁ ବିଧାୟକ ପ୍ରକାଶ ବେହେରାଙ୍କ ଇସ୍ତଫା

ଭୁବନେଶ୍ୱର: କଟକ ଜିଲ୍ଲା କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେେଲେ ସାଲେପୁର ବିଧାୟକ ପ୍ରକାଶ ବେହେରା । ସେ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ନିଜ ନିର୍ବାଚନ ମଣ୍ଡଳୀରେ…
Read More...