ଦକ୍ଷତା ବିକାଶ ଅନୁଷ୍ଠାନର ସ୍ଥାୟୀ କ୍ୟାମ୍ପସ୍‍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ

ଭୁବନେଶ୍ୱର : ଦକ୍ଷତା ବିକାଶ ଅନୁଷ୍ଠାନ (ଏସ୍‍ଡିଆଇ) ଭୁବନେଶ୍ୱରର ସ୍ଥାୟୀ କ୍ୟାମ୍ପସ୍‍ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା, ଦକ୍ଷତା…
Read More...

ଛାତ୍ରଛାତ୍ରୀମାନେ କୁଶଳୀ ମାଧ୍ୟମରେ ସ୍ୱାବଲମ୍ବୀ ସହ ଆତ୍ମନିର୍ଭର ହୋଇପାରିବେ -ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ଦେଶରେ ଶିକ୍ଷାର ଗୁଣାତ୍ମକ ମାନ କିଭଳି ରହିବ ଏବଂ ଓଡ଼ିଶାର ପିଲାମାନେ କିଭଳି ସାମଗ୍ରିକ ଭାବେ ଏହାର ଲାଭ ପାଇପାରିବେ ସେ ନେଇ ବ୍ୟାପକ ଯୋଜନା ପ୍ରସ୍ତୁତ ହେଉଥିବା ବେଳେ ଛାତ୍ରଛାତ୍ରୀମାନେ କୁଶଳୀ ମାଧ୍ୟମରେ…
Read More...

୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ମାଲକାନଗିରି ଗସ୍ତ : ବିଜେଡିର ଜୋରଦାର ପ୍ରସ୍ତୁତି

ମାଲକାନଗିରି: ମାଲକାନଗିରିରୁ  ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାସ୍ମାର୍ଟ କାର୍ଡ ବଣ୍ଟନ ଆରମ୍ଭ କରିବେ। ମାଲକାନଗିରି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ବିଜୁ…
Read More...

ପୁଣି କମିଲା ସୁନା-ରୂପା ଦାମ

ନୂଆଦିଲ୍ଲୀ  : ଦୁଇ ଦିନ ବଢ଼ିବା ପରେ ୧୮ ଅଗଷ୍ଟ (ବୁଧବାର)ରେ ସୁନା ଦାମ କମିଛି। ଭାରତୀୟ ସରଫା ବଜାରରେ ସୁନା ଦର ଖସିଛି। ୧୦ ଗ୍ରାମ ସୁନାର ମୂଲ୍ୟ ୪୬ ହଜାର ଟଙ୍କାରେ ବନ୍ଦ ହୋଇଛି । ରୂପା ଦାମ ମଧ୍ୟ କମିଥିବା ଜଣାପଡ଼ିଛି ।…
Read More...

‘ଜାତୀୟ ଶିକ୍ଷା ନୀତି’ରେ ପରିବେଶ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଛି – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୮ - ସାଂପ୍ରତିକ ସମୟରେ ନୂଆପିଢ଼ିଙ୍କ ପାଇଁ ଶିକ୍ଷା ପର୍ଯ୍ୟାବରଣ ଆଧାରିତ ହେବା ଦରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ‘ଜାତୀୟ ଶିକ୍ଷା ନୀତି’ରେ ପରିବେଶ…
Read More...

ୟୁ ଟ୍ୟୁବରେ ପାଠ ପଢ଼ିବେ ଏକାଦଶ ଏବଂ ଦ୍ୱାଦଶ ଛାତ୍ର ଛାତ୍ରୀ

ଭୁବନେଶ୍ୱର: ଏଣିକି ୟୁ ଟ୍ୟୁବରେ ପାଠ ପଢିବେ ଏକାଦଶ ଏବଂ ଦ୍ୱାଦଶ ଛାତ୍ର ଛାତ୍ରୀ । ଏହାକୁ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ୟୁ…
Read More...

ଓଡିଶା ସରକାରଙ୍କର ଲୋକାଭିମୁଖୀ ଯୋଜନାକୁ ବିରୋଧ କରିବା ଓଡିଶା ବିଜେପିର ଅଭ୍ୟାସ: ବିଜେଡି

ଭୁବନେଶ୍ୱର : ଲୋକଙ୍କ ସୁବିଧା ପାଇଁ ଓଡିଶା ସରକାରଙ୍କ ଦ୍ୱାରା ଯେତେବେଳେ କୌଣସି ଯୋଜନା କିମ୍ବା କାର୍ଯ୍ୟକ୍ରମ ଆରମ୍ଭ ହୁଏ ସେତେବେଳେ ଓଡିଶା ବିଜେପି ଲେଖାଶ୍ରୀ ସାମନ୍ତସିଂହାରଙ୍କ ଭଳି ବ୍ୟକ୍ତିଙ୍କ ଜରିଆରେ ନିମ୍ନ ରୁଚିର…
Read More...

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ

ରାଉରକେଲା :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ବାସ୍ଥ୍ୟ…
Read More...

ସୋଆ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ

ଭୁବନେଶ୍ୱର : ସାରା ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟ ଏହି ଉତ୍ସବ ସହ ଯୋଡି ହୋଇଛି । ଅଗଷ୍ଟ ୯ରୁ ୧୪ ତାରିଖ ମଧ୍ୟରେ ସ୍ୱାଧୀନତା ସଂଗ୍ରାମ ସମ୍ପର୍କିତ ଏକ ୱେବିନାରର…
Read More...

ଆଦିବାସୀ ବହୁଳ ଜିଲ୍ଲାମାନଙ୍କରେ କୋଭିଡ୍‌କୁ ପରାସ୍ତ କରିବା ପାଇଁ କୋଭିଡ୍ ସୁରକ୍ଷିତ ଆଚରଣ ଓ ଟୀକାକରଣ ଏକମାତ୍ର ଉପାୟ

ସୁନ୍ଦରଗଡ: ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ, ପ୍ରେସ୍ ସୂଚନା ବ୍ୟୁରୋ (ପିଆଇବି) ବିଭାଗର ସହେଯୋଗରେ ୟୁନିସେଫ୍ ଓଡିଶା ଦ୍ୱାରା ଗଜପତି/ କନ୍ଧମାଳ/ ସୁନ୍ଦରଗଡ ଜିଲ୍ଲାରେ କୋଭିଡ୍ ଏବଂ ଟୀକାକରଣ ଉପରେ ଏକ ଭର୍ଚୁଆଲ୍…
Read More...