ଦୁଇ ଓଡ଼ିଆ ହକି ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓରେ ଭାରତୀୟ ହକି ଟିମ୍‌ର ଦମଦାର ବିଜୟ । ଟିମରେ ଥିବା ଓଡିଆ ଖେଳାଳିଙ୍କ ପାଇଁ ଗର୍ବିତ ରାଜ୍ୟ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨ ଓଡ଼ିଆ ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ଅମିତ…
Read More...

ଭାରତୀୟ ହକି ଟିମ୍ ସହ ଭିଡିଓ କନଫରେନ୍ସିଂରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

ଭୁବନେଶ୍ୱର: ୪୧ ବର୍ଷ ପରେ ଅଲିମ୍ପିକ୍ସରେ ହକି ବ୍ରୋଞ୍ଜ ବିଜୟରେ ସାରା ଦେଶ ଉତ୍ସବ ମୁଖର ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବ୍ରିଲିଆଣ୍ଟ ପ୍ରଦର୍ଶନକୁ ନେଇ ଟିମ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି।…
Read More...

ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଘୋଷଣା

ଭୁବନେଶ୍ୱର : ବିଶିଷ୍ଟ କଥାକାର ପାରମିତା ଶତପଥୀ ତାଙ୍କ ଉପନ୍ୟାସ "ଅଭିପ୍ରେତ କାଳ' ନିମନ୍ତେ ୪୨ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ଏହି ପୁସ୍ତକଟି ୨୦୧୬ ମସିହାରେ ପଶ୍ଚିମା ପ୍ରକାଶନ, ଭୂବନେଶ୍ୱର…
Read More...

ଅମୃତ ମହୋତ୍ସବ ଅବସରରେ“ମେରା ମାନ,ମେରା ରାଷ୍ଟ୍ରଗାନ”ଅଭିଯାନରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର :  ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଭାରତ ସରକାରଙ୍କ ଦ୍ୱାରା ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା “ମେରା ମାନ, ମେରା ରାଷ୍ଟ୍ରଗାନ” ଅଭିଯାନରେ ସାମିଲ ହୋଇଛନ୍ତି…
Read More...

ଅଲିମ୍ପିକ୍ସ ମହିଳା ହକି : ସେମିଫାଇନାଲ୍‌ରେ ଭାରତକୁ ୨-୧ରେ ହରାଇ ଫାଇନାଲରେ ଆର୍ଜେଣ୍ଟିନା

ଟୋକିଓ : ଟୋକିଓ ଅଲିମ୍ପିକ୍ସ ମହିଳା ହକି ସେମି ଫାଇନାଲରେ ଆର୍ଜେଣ୍ଟିନା ଭାରତକୁ ୨-୧ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି । ଲଢୁଆ ପ୍ରଦର୍ଶନ କରିବା ସତ୍ତ୍ବେ ଭାରତୀୟ ଦଳ ନିରାଶ ହୋଇଛି । ତେବେ ଭାରତ ପାଇଁ ବ୍ରୋଞ୍ଜ…
Read More...

ଏକାସାଙ୍ଗରେ ରାଜ୍ୟର ସମସ୍ତ ପୌରାଂଚଳରେ ନିର୍ବାଚନ କରାଯାଉ : କେ.ଭି ସିଂହଦେଓ

ଭୁବନେଶ୍ୱର :ସମ୍ବିଧାନର ଧାରା ୨୪୩ (ୟୁ) ଏବଂ ୨୪୩ (ଇ) ଅନୁଯାୟୀ ନିର୍ବାଚନ ଆୟୋଗ ସଠିକ୍ ସମୟରେ ନିର୍ବାଚନ କରିବା ବାଧ୍ୟତାମୂଳକ । କିନ୍ତୁ ଦୁର୍ଭାଗ୍ୟର କଥା ରାଜ୍ୟରେ ଗତ ୨୦୧୮ ସେପ୍ଟେମ୍ବର ମାସରୁ ପ୍ରାୟ ୩ ବର୍ଷ ପରେ…
Read More...

୧୬ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ବଡ଼ ଘୋଷଣା, ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ଏନେଇ ଆଜି ପ୍ରଶାସନିକ ସ୍ତରରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଜଣା ପଡ଼ିଛି । ପ୍ରଥମ ୫ ଦିନ ସେବାୟତଙ୍କ ପରିବାରକୁ ଦର୍ଶନ କରିବାକୁ…
Read More...

୯ତାରିଖରୁ ଖୋଲିବ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆସନ୍ତା ୯ତାରିଖରୁ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । କେବଳ ଶେଷ ବର୍ଷ ପାଇଁ ହେବ ଅଫ୍‌ଲାଇନ୍ କ୍ଲାସ । କଲେଜ ପରିସର ସଫା ସହ ବିଶୋଧନ କରିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି । ଦକ୍ଷତା ବିକାଶ ଓ…
Read More...

ଗ୍ରାମୀଣ ଗୃହ ନିର୍ମାଣ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଉତ୍ତର ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ: ବିଜେଡି

ଭୁବନେଶ୍ୱର : ଓଡିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ପ୍ରସଙ୍ଗରେ ଲୋକସଭାରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀ ନିରଞ୍ଜନ ଜ୍ୟୋତି ବିଜେପି ସାଂସଦ ସୁରେଶ ପୂଜାରୀଙ୍କ ପ୍ରଶ୍ନରେ ଯେଉଁ ଉତ୍ତର…
Read More...

ତୃତୀୟ ଲହର ସଂପର୍କରେ ସତର୍କତା : ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ -ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :  ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା…
Read More...