ACF ସୌମ୍ୟରଞ୍ଜନଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ୯୫% ପୋଡି ଯାଇଥିବା ରିପୋର୍ଟରେ ଉଲ୍ଲେଖ

ଭୁବନେଶ୍ୱର : ACF ସୌମ୍ୟରଞ୍ଜନଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ପୋଷ୍ଟମର୍ଟମର ୬ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଛି । ସୌମ୍ୟଙ୍କ ୯୫% ପୋଡି ଯାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ପାକସ୍ଥଳି ଖାଲିଥିବା…
Read More...

ଓଡ଼ିଶା ମୋ ପରିବାର – ଜୀବନବିନ୍ଦୁ ରକ୍ତଦାନ ଶିବିରରୁ ୭୦୦ ୟୁନିଟ୍ ରକ୍ତ ସଂଗୃହୀତ

ଭୁବନେଶ୍ୱର  : ଓଡ଼ିଶା ମୋ ପରିବାର – ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି। ଗଂଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ…
Read More...

କୋଭିଡ୍‌ ନିୟମାବଳୀ ମଧ୍ୟରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ : ମୁଖ୍ୟ ଅତିଥି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶୀ୍ର ଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ…
Read More...

ଇସ୍ତଫା ଦେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପା

ବେଙ୍ଗାଲୁରୁ : ମୁଖ୍ୟମନ୍ତ୍ରୀ ପଦରୁ ୟେଦିୟୁରପ୍ପାଙ୍କ ଇସ୍ତଫା । ବିଜେପି ନେତା ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ନିଜେ ଘୋଷଣା କରିଛନ୍ତି । ଏହାସହ…
Read More...

ଦେଶର ପ୍ରଥମ ସହର ଭାବରେ ପୁରୀରେ Drink from Tap ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀକୁ ଟ୍ୟାପ୍‌ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ। ଟ୍ୟାପ୍‌ ଯୋଗେ ୨୪ ଘଣ୍ଟା ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର…
Read More...

ରାଜ୍ୟରେ ସଂକ୍ରମଣ କମିଛି , ତୃତୀୟ ଲହର ଆସିବାର କୌଣସି ଲକ୍ଷଣ ନାହିଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ କମିଛି , ତୃତୀୟ ଲହର ଆସିବାର କୌଣସି ଲକ୍ଷଣ ନାହିଁ। ତଥାପି ଆଗାମୀ ଦୁଇରୁ ତିନି ମାସ ସତର୍କ ରହିବାକୁ ପଡ଼ିବ। କୋଭିଡ ନିୟମ, ମାକ୍ସ ପିନ୍ଧିବା, ସାମାଜିକ ଦୂରତା, ଇଣ୍ଡୋର ଗ୍ୟାଦେରିଙ୍ଗକୁ…
Read More...

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା-ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି (ଏନଇପି-୨୦୨୦) ଅନ୍ତର୍ଗତ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନଆରଏଫ) ଗଠନ କରିବା…
Read More...

ବିଶ୍ୱ କ୍ୟାଡେଟ କୁସ୍ତି : ୭୩ କେଜି ବର୍ଗରେ ସ୍ୱର୍ଣ୍ଣ ଜିତିଲେ ସୁନା ଝିଅ ପ୍ରିୟା

ନୂଆଦିଲ୍ଲୀ : ବିଶ୍ୱ କ୍ୟାଡେଟ କୁସ୍ତିରେ ଭାରତକୁ ସ୍ବର୍ଣ୍ଣ ପଦକ ହାସଲ ହୋଇଛି । ୭୩ କେଜି ବର୍ଗରେ ସ୍ବର୍ଣ୍ଣ ଜିତିଛନ୍ତି ଭାରତର ପ୍ରିୟା ମଲ୍ଲିକ । ବୁଲଗେରିଆ ପ୍ରତିଯୋଗୀଙ୍କୁ ହରାଇ ସ୍ବର୍ଣ୍ଣ ଜିତିଲେ ପ୍ରିୟା । ଫଳରେ…
Read More...

ସାମ୍ବିଧାନିକ ଅନୁଷ୍ଠାନକୁ ବିଜେପିର ଅପମାନ ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର : ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ପଦ ମର୍ଯ୍ୟାଦା ଥିବା ଅନୁଷ୍ଠାନକୁ ଓଡିଶା ବିଜେପି ଅସମ୍ମାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ବିଜେପିର ଏଭଳି ମନ୍ତବ୍ୟ ଯୋଗୁଁ ଆଜି ଆଉଥରେ…
Read More...

ସୁର୍ଗତ କଳ୍ପତରୁ ଦାସଙ୍କ ୬ଷ୍ଠ ଶ୍ରାଦ୍ଧ ବାର୍ଷିକ ଅବସରରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଜନତା…

ଧର୍ମଶାଳା : ସୁର୍ଗତ କଳ୍ପତରୁ ଦାସଙ୍କ ୬ଷ୍ଠ ଶ୍ରାଦ୍ଧ ବାର୍ଷିକ ଅବସରରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ୟରେ ଧର୍ମଶାଳା ବିଜୁ ଜନତା ଦଳ ତରଫରୁ ରକ୍ତଦାନ ଶିବିର ହୋଇଯାଇଛି । ଆଜି ବିଶିଷ୍ଟ ଜନନାୟକ ତଥା…
Read More...