ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା : ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ…

ଭୁବନେଶ୍ୱର : ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
Read More...

ଇ-ଲେକ୍‌ଚର ମାଧ୍ୟମରେ ପାଠ ପଢ଼ିବେ ଅଣ୍ଡର ଗ୍ରାଜୁଏଟ୍

ଭୁବନେଶ୍ୱର :  କୋଭିଡ୍‌-୧୯ ସ୍ଥିତିରେ ଯେତେବେଳେ ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ବାଧାପ୍ରପ୍ତ ହୋଇଛି, ସେତେବେଳେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଇ-ଲେକ୍‌ଚର ଉପଯୋଗୀ ସାବ୍ୟସ୍ତ ହୋଇପାରିବ । ଇ-ଲେକ୍‌ଚର ମାଧ୍ୟମରେ…
Read More...

ହୀରାକୁଦ ଗେଟ୍ ୧୧ ତାରିଖରେ ଖୋଲିବ, ଛାଡ଼ିବ ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର: ଉପରମୁଣ୍ଡରେ ବର୍ଷା, ହୀରାକୁଦରେ ଜଳସ୍ତର ବଢୁଛି । ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି, ତେଣୁ ତାହାକୁ ଅପସାରିତ କରିବା ନେଇ ନିଷ୍ପତ୍ତି ନେଇଛି ଜଳଭଣ୍ଡାର ଅଧିକାରୀ । ଆସନ୍ତା ୧୧ ତାରିଖ ଦିନ ୧୧…
Read More...

ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୭ ବର୍ଷୀୟା ବୃଦ୍ଧା

ଭୁବନେଶ୍ୱର : ଉପଯୁକ୍ତ ଚିକିତ୍ସା, ସେବା ଓ ଯତ୍ନ ମିଳିଲେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନା ମହାମାରୀକୁ ଅନାୟସରେ ପରାସ୍ତ କରିପାରିବେ ତାହା ପୁଣି ଥରେ ପ୍ରମାଣିତ ହୋଇଛି ଜଣେ ୯୭ ବର୍ଷୀୟା ବୃଦ୍ଧାଙ୍କ କ୍ଷେତ୍ରରେ । ସମ୍…
Read More...

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସମ୍ମିଳନୀ

ଭୁବନେଶ୍ୱର :  ଆଜି ପୂର୍ବାହ୍ନରେ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଯୋଗଦେଇ…
Read More...

‘ନୂଆ ଶିକ୍ଷା ନୀତି’ରେ ନୂଆ ପିଢି ପାଇଁ ନୂତନ ମାର୍ଗ ପ୍ରସ୍ତୁତ ହେବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ନୂଆ ଦାୟିତ୍ୱ ଗ୍ରହଣ କରିବାର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ…
Read More...

ଜୁଲାଇ ୨୦ରୁ ଆରମ୍ଭ ହବେ ଚଳିତ ର୍ବଷର JEE ମନେ୍

ନୂଆଦିଲ୍ଲୀ: ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର ଋଊଊ ମେନ୍ । ଜୁଲାଇ ୨୦ରୁ ୨୫ ମଧ୍ୟରେ ସେସନ-୩ର ପରୀକ୍ଷା ହେବ । ସେହିପରି ଜୁଲାଇ ୨୭ରୁ ଅଗଷ୍ଟ ୨ମଧ୍ୟରେ ସେସନ-୪ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର…
Read More...

କଟକର ତାରକାସି ସାମଗ୍ରୀକୁ ମିଳିବ GI ଟ୍ୟାଗ୍ , ଆବଦନେ କଲେ ରାଜ୍ୟ ସରକାର

କଟକ : କଟକ ତାରକସି କାମକୁ ଜିଆଇ ଟ୍ୟାଗ ଦେବା ପାଇଁ ଆବେଦନ କରିଛନ୍ତି ରାଜ୍ୟ ସରକାର ।  କଟକ ରୁପା ତାରକସିକୁ ଜିଆଇ ଟ୍ୟାଗ ଦେବା ଲାଗି ବିଭିନ୍ନ ମହଲରେ ଦାବି ହେଉଥିବା ବେଳେ ରାଜ୍ୟ ସରକାର ଏନେଇ ପ୍ରକ୍ରିୟା ଆରମ୍ଭ…
Read More...

ରାଜ୍ୟରେ ବନ୍ଦ ହେବ ସରକାରୀ ଏବଂ ବେସରକାରୀ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ହେବ ସରକାରୀ ଏବଂ ବେସରକାରୀ କୋଭିଡ୍‌ କେୟାର ସେଣ୍ଟର । ତେବେ ସମ୍ଭାବ୍ୟ ତୄତୀୟ ଲହରକୁ ଦୄଷ୍ଟିରେ ରଖି ଡେଡିକେଟେଡ କୋଭିଡ୍‌ ହେଲଥ ସେଣ୍ଟର ଏବଂ ଡେଡିକେଟେଡ୍ କୋଭିଡ୍ କେୟାର ସେଣ୍ଟର ଖୋଲା ରହିବ…
Read More...

୫ ବଡ଼ ଶିଳ୍ପ ସଂମ୍ପ୍ରସାରଣ ପ୍ରକଳ୍ପକୁ ମଂଜୁରୀ, ଓଡ଼ିଶାରେ ଆଉ ୨୭ ହଜାର ନିଯୁକ୍ତି ସୁଯୋଗ

ଭୁବନେଶ୍ୱର : ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଲେ ରାଜ୍ୟସରକାର । ରାଜ୍ୟରେ ପ୍ରତିଷ୍ଠା ହେବେ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ପ୍ରତ୍ୟେକ୍ଷ…
Read More...