ଗୁଜୁରାଟ ବିଶୋଧନାଗାରର ସଂପ୍ରସାରଣ ପାଇଁ ୨୪ ହଜାର କୋଟି ପୁଞ୍ଜିନିବେଶ କରିବ ଇଣ୍ଡିଆନ ଅଏଲ – ଧର୍ମେନ୍ଦ୍ର…

ଗୁଜୁରାଟ/ଭୁବନେଶ୍ୱର :  ଗୁଜୁରାଟ ଠାରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଉପସ୍ଥିତିରେ ଇଣ୍ଡିଆନ ଅଏଲ ଏବଂ ଗୁଜୁରାଟ ସରକାରଙ୍କ ମଧ୍ୟରେ ଏକ ବୁଝାମଣା ପତ୍ର…
Read More...

ଡକ୍ଟର ସନ୍ତୃପ୍ତ ମିଶ୍ର  ହେଲେ ଏକାମ୍ର ଯୋଜନା ପ୍ରକଳ୍ପ ପରାମର୍ଶଦାତା କମିଟିର ଅଧ୍ୟକ୍ଷ 

ଭୁବନେଶ୍ୱର: ଲିଙ୍ଗରାଜ ପୀଠ ଏକାମ୍ର୍ କ୍ଷେତ୍ରର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର୍ ଯୋଜନା ପ୍ରକଳ୍ପ ଘୋଷଣା କରିଥିବାବେଳେ ଆଜି ପରାମର୍ଶଦାତା କମିଟି ଘୋଷଣା କରାଯାଇଛି । ଡକ୍ଟର ସନ୍ତୃପ୍ତ ମିଶ୍ର  ହେଲେ…
Read More...

ସଂକଟ ସମୟ ଦେଇ ଗତି କରୁଥିବା ଦେଶବାସୀଙ୍କୁ ବହୁ ଆଶ୍ୱସ୍ଥି ପ୍ରଦାନ କରିଛି ଆଜିର ନିଷ୍ପତି : ସମୀର ମହାନ୍ତି

ଭୂବନେଶ୍ୱର  : ଶତାବ୍ଦୀର ସବୁଠୁ ବଡ ମହାମାରୀ କରୋନା ଲଢେଇରେ ଟୀକା ହେଉଛି ସୁରକ୍ଷା କବଚ । ଆଜି ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଦେଶବାସୀଙ୍କୁ ମାଗଣା କୋଭିଡ୍ ଯୋଗାଇ ଦେବାର ଘୋଷଣା କରିଛନ୍ତି ।…
Read More...

ନବୀନଙ୍କ ପ୍ରସ୍ତାବକୁ ମୋଦିଙ୍କ ମୋହର : ଟିକାକରଣ ଦାୟୀତ୍ୱ ନେବ କେନ୍ଦ୍ର

ଭୁବନେଶ୍ୱର : କୋଭିଡ ଟିକା କରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ସବୁଠୁ ବଡ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋହର ମାରିଛନ୍ତି । ଏଣିକି ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କେନ୍ଦ୍ର ସରକାର ମାଗଣା…
Read More...

ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି : କୃଷି ମନ୍ତ୍ରୀ

ଭୁବନେଶ୍ୱର :  ରାଜ୍ୟ ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରହିଥିବାବେଳେ ରାଜ୍ୟର ଉଦ୍ୟନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି ବୋଲି କୃଷି ଓ କୃଷକ…
Read More...

ସୋଆକୁ ଜାତୀୟ ସ୍ତରୀୟ ସ୍ୱଚ୍ଛତା ପୁରସ୍କାର

ଭୁବନେଶ୍ୱର  :  ସ୍ୱଚ୍ଛତା ଆକ୍ସନ୍ ପ୍ଲାନ୍ କାର୍ଯ୍ୟକ୍ରମରେ ଉତମ ପାରଦର୍ଶିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଖୋର୍ଦ୍ଧା ଜିଲ୍ଲା ନିମନ୍ତେ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍‌” ପୁରସ୍କାର ପାଇଁ ଚୟନ…
Read More...

କୋଭିଡ୍ ଲଢେଇରେ ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ନିଷ୍ପତି ଦୂରଦର୍ଶୀ ନେତୃତ୍ୱର ପରିଚୟ – ଧର୍ମେନ୍ଦ୍ର…

ନୂଆଦିଲ୍ଲୀ/ଭୁବନେଶ୍ୱର :  ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନିଆଯାଇଥିବା ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ ଗଲ୍ୟାଣ ଯୋଜନାର ସଂପ୍ରସାରଣ ଭଳି…
Read More...

୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ଭାରତୀୟ ନାଗରିକମାନଙ୍କୁ ମାଗଣାରେ ଟିକା ଯୋଗାଇ ଦେବେ କେନ୍ଦ୍ର

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି। ମହାମାରୀରେ ପ୍ରାଣ ହରାଇଥିବା ଲୋକମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ଏହି ମହାମାରୀକୁ…
Read More...

କେନ୍ଦ୍ରୀୟ ଟିମର ବାତ୍ୟା ୟାସ କ୍ଷୟକ୍ଷତି ଆକଳନ

ଭୁବନେଶ୍ୱର: ଆଜିଠାରୁ ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି କେନ୍ଦ୍ରୀୟ ଟିମ୍ । ଗୋଟିଏ ଟିମ ବାଲେଶ୍ବର ଜିଲ୍ଲା ଏବଂ ଆଉ ଗୋଟିଏ ଟିମ ଭଦ୍ରକ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ । ଆସନ୍ତାକାଲି…
Read More...

ଢେଙ୍କାନାଳ ଜିଲ୍ଲାରେ ଟାଟା ଷ୍ଟିଲର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର/ଢ଼େଙ୍କାନାଳ :  ଅନୁଗୁଳ ଏବଂ ଢ଼େଙ୍କାନାଳ ଜିଲ୍ଲାରେ ସାମୂହିକ ପ୍ରୟାସରେ ସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ କରାଯାଉଛି ବୋଲି ସୋମବାର ଭିଡିଓ କନଫରେନ୍ସିଂ ଜରିଆରେ ଢ଼େଙ୍କାନାଳ ଜିଲ୍ଲା ଖଡ଼ଗପ୍ରସାଦ ଠାରେ ଟାଟା ଷ୍ଟିଲ…
Read More...