ଡା.ବିଜୟ କୁମାର ସାହୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତନ ଆଣିଥିଲେ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଂଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ଡା. ବିଜୟ କୁମାର ସାହୁଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟର ଶିକ୍ଷା…
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ମିଳିବ ମଧୁବାବୁ ପେନସନ

ଭୁବନେଶ୍ୱର :  କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ବାପା ମା'ଙ୍କୁ ହରାଇଥିବା ପିଲାମାନଙ୍କୁ ୧୫ ଦିନ ଭିତରେ ଚିହ୍ନଟ କର । ସେମାନଙ୍କୁ ତୁରନ୍ତ ମଧୁବାବୁ ପେନସନ ଯୋଜନାରେ ସହାୟତା ଦିଅ, ସାମାଜିକ ସୁରକ୍ଷାରେ ସାମିଲ…
Read More...

ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍‌

ନୂଆଦିଲ୍ଲୀ : ଦେଶରେ ବଢ଼ୁଥିବା କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ ଘୋଷଣା କରାଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ…
Read More...

କରୋନା ସମୟରେ ପ୍ରଧାନମନ୍ତ୍ରୀଙ୍କ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତି ସ୍ୱାଗତଯୋଗ୍ୟ –…

ଭୁବନେଶ୍ୱର : କୋଭିଡ୍‌-୧୯ ସମୟରେ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତି ସ୍ୱାଗତଯୋଗ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲା ମାନଙ୍କର ସ୍ୱାସ୍ଥ୍ୟ, ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହି…
Read More...

ଅନୁଗୁଳରେ ୨୭୦ ବେଡ୍ ବିଶିଷ୍ଟ ବୃହତ କୋଭିଡ୍ ସେଂଟରର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର/ଅନୁଗୁଳ :  ଅନୁଗୁଳ ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତିଭୂମିର ଅଭାବ ରହିବ ନାହିଁ । ମହାମାରୀ କୋଭିଡ-୧୯ର ଆହ୍ୱାନକୁ ସାମ୍ନା କରିବା ତଥା ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ଓଡିଶାର…
Read More...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ…
Read More...