ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ମଡେଲ : ରାଜ୍ୟବାସୀଙ୍କ ସହଯୋଗକୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର : ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା । ଏପରିକି ଆମର ପଞ୍ଚମ ପାଳିର ସରକାର…
Read More...

ସ୍କୁଲ,କଲେଜ ପାଠ୍ୟକ୍ରମରେ ରହିବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ

ଭୁବନେଶ୍ବର : ରାଜ୍ୟରେ ନବୀନ ପଟ୍ଟନାୟକ ସରକାରଙ୍କ ୫ମ ପାଳିର ୨ ୟ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯ଼ାଇଛି । ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ…
Read More...

ବଢୁଛି ସୁସ୍ଥ ସଂଖ୍ୟା, କମୁଛି ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରେ ବଢୁଛି ସୁସ୍ଥ ସଂଖ୍ୟା, କମୁଛି ସଂକ୍ରମଣ । ଅନେକ ଦିନର ବ୍ୟବଧାନ ପରେ ଏବେ ତଳମୁହାଁ ହେଉଛି କରୋନା ମିଟର । ଗତ କିଛି ଦିନ ହେବ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବା ବେଳେ ଏବେ ତାହା…
Read More...

ବରିଷ୍ଠ ସାମ୍ୱାଦିକ ବସନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗ । ୮୧ ବର୍ଷ ବୟସରେ ତାଙ୍କର ପରେଲାକ ଘଟିଛି । କୋଭିଡରେ ଆକ୍ରାନ୍ତ ହୋଇ ହୋମ୍ଆ ଇେସୋଲେସନରେ ଥିଲେ । ୩ଦିନ ତଳେ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ।…
Read More...

ସାଉଦିଆରବରୁ ଭାରତକୁ ଆସିବ ୧୦୦ରୁ ଅଧିକ ଆଇଏସଓ କଂଟେନର- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ /ଭୁବନେଶ୍ୱର :  ଭାରତକୁ ସାଉଦିଆରବ ୬୦ ଟନ୍ ଲିକୁଇଡ୍ ମେଡ଼ିକାଲ ଅକ୍ସିଜେନ ସହ ୩ଟି ଆଇଏସଓ କଂଟେନର ପଠାଇଥିବା ବେଳେ ଆଗାମୀ ଦିନରେ ଅଧିକ ୧୦୦ଟି ଆଇଏସଓ କଂଟେନର ପଠାଇବାର ବ୍ୟବସ୍ଥା କରିଥିବାରୁ କେନ୍ଦ୍ରମନ୍ତ୍ରୀ…
Read More...

ବାତ୍ୟା ୟଶ୍ ପ୍ରଭାବିତ ଅଂଚଳରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତାଙ୍କ ରିଲିଫ ଓ ରିଷ୍ଟୋରେସନ କାର୍ଯ୍ୟ

ଭୁବନେଶ୍ୱର  : ବାତ୍ୟା ୟଶ୍ ଗତ କାଲି ଭଦ୍ରକ ଓ ବାଲେଶ୍ୱର ମଧ୍ୟବର୍ତୀ ଅଂଚଳରେ ଲ୍ୟାଣ୍ଡଫଲ କରି ଉତର-ପଶ୍ଚିମ ଦିଗ ଆଡେ ଗତି କରି ମୟୁରଭଂଜ ଦେଇ ଓଡିଶା ଅତିକ୍ରମ କରିଛି । ବାତ୍ୟା ଓ ବର୍ଷା କାରଣରୁ ବହୁ ଧନଜୀବନ ହାନି ହେବା…
Read More...

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା : ସମସ୍ତ ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ…

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରି ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ…
Read More...

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି…
Read More...

ବାତ୍ୟା କ୍ଷୟକ୍ଷତି ନେଇ ବଡଚଣା ବିଧାୟକ ବିଧାୟକ ଅମର ଶତପଥୀଙ୍କ ସମୀକ୍ଷା

ବଡଚଣା : ଚଣ୍ଡିଖୋଲ ଡାକ ବଙ୍ଗଳାରେ ବାତ୍ୟା ୟାସ୍ର କ୍ଷୟକ୍ଷତି ନେଇ ଆଜି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ଅମର ପ୍ରସାଦ ଶତପଥୀ । ବଡଚଣାର ବିଭିନ୍ନ ଅଞ୍ଚଳ ଗସ୍ତ କରିବା ପରେ ବାତ୍ୟା ୟାସ୍ ନେଇ ଯାଜପୁର ଜିଲ୍ଲାପାଳଙ୍କ…
Read More...

ୟାସ ବାତ୍ୟା ପ୍ରବାଭିତ ଜିଲ୍ଲା ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ।

ଭୁବନେଶ୍ୱର  :  ୟାସ୍ ବାତ୍ୟା ପ୍ରବାଭିତ ଜିଲ୍ଲା ମାନଙ୍କ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ମାନ୍ୟବର ମୂଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ…
Read More...