Bignews ସମ୍ଭାବ୍ୟ ବାତ୍ୟା ନେଇ ଏସଆରସିଙ୍କ ପ୍ରସ୍ତୁତି ବୈଠକ : ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଦେଲେ ପରାମର୍ଶ OPA May 19, 2021 0 ଭୁବନେଶ୍ୱର : ମେ’ରେ ପୁଣି ବାତ୍ୟା ଭୟ । ଓଡିଶା ଉପରେ ବାତ୍ୟାର ପ୍ରଭାବ ପଡିବ ବୋଲି ପାଣିପାଣ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ… Read More...
Odisha ସମ କୋଭିଡ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୯ ବର୍ଷୀୟ ବୃଦ୍ଧ OPA May 19, 2021 0 ଭୁବନେଶ୍ୱର : କରୋନା ବିରୁଦ୍ଧ ଯୁଦ୍ଧରେ ବିଜୟୀ ହେଉଛନ୍ତି ବୟୋଜ୍ୟେଷ୍ଠ | ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଉଛନ୍ତି ଜଣକ ପରେ ଜଣେ ବରିଷ୍ଠ ନାଗରିକ | ଏହି କ୍ରମରେ ବୁଧବାର ଜଣେ ୯୯ ବର୍ଷୀୟ ବୃଦ୍ଧ କରୋନା ରୁ ସୁସ୍ଥ ହୋଇ… Read More...
Corporate ଇସ୍ପାତ୍ ଉତ୍ପାଦନ ସହ ଦେଶର ଅକ୍ସିଜେନ୍ ଆବଶ୍ୟକତା ପୂରଣ କରୁଛନ୍ତି ଇସ୍ପାତ୍ ପ୍ଲାଂଟ୍ – ଧର୍ମେନ୍ଦ୍ର ପ୍ରଧାନ OPA May 19, 2021 0 ନୂଆଦିଲ୍ଲୀ/ଭୁବନେଶ୍ୱର : ଦେଶର ଇସ୍ପାତ୍ କାରଖାନ ଗୁଡିକ ଇସ୍ପାତ୍ ଉତ୍ପାଦନ ସହ ଦେଶର ଅକ୍ସିଜେନ୍ ଆବଶ୍ୟକତା ପୂରଣ କରୁଛନ୍ତି ବୋଲି ବୁଧବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ପଶ୍ଚିମବଙ୍ଗର ବର୍ନପୁର ଠାରେ ସେଲର… Read More...
Odisha ଟେଷ୍ଟିଂ ଅଭିଯାନରେ ସାମିଲ ହୋଇ ଏହାକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର… OPA May 19, 2021 0 ଭୁବନେଶ୍ୱର : କରୋନା ମହାମାରୀ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଟ୍ରେସିଂ,ଟେଷ୍ଟିଂ ଓ ଟ୍ରିଟମେଂଟ୍କୁ ଗୁରୁତ୍ୱ ଦେଇ ଆସୁଛନ୍ତି । ତେଣୁ ଦଳ, ମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ… Read More...
Odisha ବର୍ଷାଋତୁ ପୂର୍ବରୁ ଜଳ ନିଷ୍କାସନ ଓ ରୋଗ ପ୍ରତିରୋଧ ପାଇଁ ପଦକ୍ଷେପ ପଦକ୍ଷେପ ନେବାକୁ ଜିଲ୍ଲା ଓ ପୌର ପ୍ରଶାସନଗୁଡିକୁ… OPA May 19, 2021 0 ଭୁବନେଶ୍ୱର : ଆସନ୍ତା ବର୍ଷାଋତୁରେ ସହରାଞ୍ଚଳରେ ଯେଭଳି କୃତ୍ରିମ ବନ୍ୟା କିମ୍ବା ଜଳବନ୍ଦୀ ଅବସ୍ଥା ସୃଷ୍ଟି ନହେବ ସେଥିପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିସ୍ତୃତ କାର୍ଯ୍ୟ ଯୋଜନା ପ୍ରସ୍ତୁତ ହେବା ସହିତ… Read More...
Odisha ରାଜ୍ୟରେ ବଢୁଛି ସୁସ୍ଥ ସଂଖ୍ୟା, ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨ OPA May 18, 2021 0 ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୧୦ ହଜାର ୨୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧୮ ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ… Read More...
Bignews ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସ୍ଥିତି ସମୀକ୍ଷା : ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ପ୍ରଦାନ ଉପରେ… OPA May 18, 2021 0 ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ… Read More...
Odisha କୋଭିଡ୍ ଟିକା ଓ ଅନ୍ୟ ଉପକରଣ ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ… OPA May 18, 2021 0 ଭୁବନେଶ୍ୱର : କୋଭିଡ ମୁକାବିଲା ପାଇଁ ଓଡ଼ିଶାକୁ ଅଧିକ ସଂଖ୍ୟାରେ ଆଣ୍ଟିଜେନ୍ କିଟ୍ ଯୋଗାଇ ଦେବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର… Read More...
Odisha ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ OPA May 18, 2021 0 ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ… Read More...
Bignews ରାଜ୍ୟରେ ଜୁନ୍ ୧ ଯାଏଁ ବଢ଼ିଲା ଲକଡାଉନ୍ ଅବଧି OPA May 18, 2021 0 ଭୁବନେଶ୍ୱର : ରାଜ୍ୟରେ ବଢିଲା ଲକଡାଉନ୍ । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ବେଳେ ଲକଡାଉନର ଅବଧିକୁ ମଧ୍ୟ ଜୁନ ୧ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର… Read More...