Bignews କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ… OPA May 11, 2021 0 ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି… Read More...
Odisha ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OPA May 11, 2021 0 ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏମ୍ସ ଡାକ୍ତରୀ ଦଳଙ୍କ ସହ ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଆଲୋଚନା କରିଛନ୍ତି ।… Read More...
Odisha ୧୬ ଜିଲ୍ଲାରେ RTPCR testing ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ OPA May 11, 2021 0 ଭୁବନେଶ୍ୱର : କୋଭିଡ୍ ଟେଷ୍ଟିଂ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬ଟି ଜିଲ୍ଲାରେ RT-PCR ଟେଷ୍ଟି ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ଲଢ଼େଇରେ… Read More...
Crime ବନ୍ଧୁକ ଦେଖାଇଲେ, ୬ ଲକ୍ଷ ଲୁଟିନେଲେ OPA May 10, 2021 0 ଖୋର୍ଦ୍ଧା : ବନ୍ଧୁକ ମୁନରେ ୬ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ । ବିଦ୍ୟୁତ ବିଭାଗ ଅଧିକାରୀଙ୍କ ପେଟରେ ବନ୍ଧୁକ ଲଗାଇ ୬ଲକ୍ଷ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା… Read More...
National ଇସ୍ପାତ୍ ପ୍ଲାଂଟ୍ ଦ୍ୱାରା ଲିକୁଇଡ୍ ମେଡ଼ିକାଲ ଅକ୍ସିଜେନର ଯୋଗାଣ ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର… OPA May 10, 2021 0 ନୂଆଦିଲ୍ଲୀ/ଭୁବନେଶ୍ୱର : କୋଭିଡ-୧୯ର ସଂକଟ ସମୟରେ ଦେଶରେ ଇସ୍ପାତ୍ କାରଖାନା ଦ୍ୱାରା ଉତ୍ପାଦିତ ଲିକୁଇଡ୍ ମେଡ଼ିକାଲ ଅକ୍ସିଜେନ(ଏଲଏମଓ)ର ଯୋଗାଣ ଓ ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ନିଆଯାଉଥିବା ପଦକ୍ଷେପ… Read More...
Odisha ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୯୭୦୬ ଆକ୍ରାନ୍ତ OPA May 10, 2021 0 ଭୁବନେଶ୍ୱର: ରାଜ୍ୟରେ ଆଜି ୯୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ… Read More...
Bignews କ୍ୟାବିନେଟରେ ନିଷ୍ପତ୍ତି : କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର କରିବେ ରାଜ୍ୟ ସରକାର OPA May 10, 2021 0 ଭୁବନେଶ୍ୱର : କରୋନା ଟିକା ପାଇଁ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରିବେ । ଗ୍ଲୋବାଲ ଟେଣ୍ଡର କରାଯିବା ନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ… Read More...
National ହିମନ୍ତ ବିଶ୍ୱଶର୍ମା ହେବେ ଆସାମର ନୂଆ ମୁଖ୍ୟମନ୍ତ୍ରୀ OPA May 9, 2021 0 ଗୌହାଟି : ହିମନ୍ତ ବିଶ୍ୱଶର୍ମା ହେବେ ଆସାମର ଆଗାମୀ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ରବିବାର ଦିନ ହିମନ୍ତ ବିଶ୍ୱଶର୍ମାଙ୍କ ନାମ ଉପରେ ମୋହର ଲାଗିଛି । ଶନିବାରଠାରୁ ଏଥିପାଇଁ ବିଜେପିରେ ମାନସ ମନ୍ଥନ ଚାଲିଥିଲା… Read More...
Odisha ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷଙ୍କ ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍… OPA May 9, 2021 0 ରାଉରକେଲା : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀଯୁକ୍ତ ଅସିତ୍ କୁମାର ତ୍ରିପାଠୀ ଆଜି ରାଉରକେଲା ଗସ୍ତ… Read More...
National ଓଡିଶାକୁ କେନ୍ଦ୍ରର ୩୩୩.୮ କୋଟି ଅନୁଦାନ ରାଜ୍ୟର ଗ୍ରାମାଂଚଳରେ କରୋନା ମୁକାବିଲା ସୁଦୃଢ ହେବ-ଧର୍ମେନ୍ଦ୍ର ପ୍ରଧାନ OPA May 9, 2021 0 ଭୁବନେଶ୍ୱର : କୋଭିଡ଼୍ -୧୯ ମହାମାରୀର ମୁକାବିଲା ତଥା ଗ୍ରାମାଂଚଳରେ ସ୍ୱାସ୍ଥ୍ୟ ଭିତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ଓଡ଼ିଶାକୁ ୩୩୩.୮ କୋଟି ଟଙ୍କା ସମେତ ୨୫ଟି ରାଜ୍ୟର ପଂଚାୟତକୁ ୮ ହଜାର ୯୨୩.୮ କୋଟି ଟଙ୍କାର ଅନୁଦାନ… Read More...