ଝାରସୁଗୁଡାରୁ ପ୍ରମୁଖ ସହରକୁ ବିମାନ ସେବା ହେବା ଫଳରେ ପଶ୍ଚିମ ଓଡିଶାବାସୀ ଅଧିକ ଉପକୃତ ହେବେ :ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ସ୍ପାଇସଜେଟ୍ ପକ୍ଷରୁ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ତିନି ପ୍ରମୁଖ ସହର ପାଟଣା, ଗୌହାଟି ଏବଂ ଅମୃତସରକୁ ବିମାନ ସେବା ଆରମ୍ଭ ହେବା ଫଳରେ ପଶ୍ଚିମ ଓଡ଼ ିଶାର ଲୋକମାନେ ଅଧିକ…
Read More...

ଅନୁଗୁଳ ଜିଲ୍ଲା ଓ ଆଖପାଖ ଅଂଚଳର କୋଭିଡ୍ ରୋଗୀମାନେ ବିଶେଷ ଭାବେ ଉପକୃତ ହେବେ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍‌-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଥିବାରୁ ପ୍ରଧାନମନ୍ତ୍ରୀ…
Read More...

‘ଓଡ଼ିଶା ମୋ ପରିବାର’ ତରଫରୁ କରୋନା ମୃତକଙ୍କ ପରିବାରକୁ ସହାୟତା

ଭୁବନେଶ୍ୱର : ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ଓଡିଶା ମୋ ପରିବାର ତରଫରୁ କରୋନା ମୃତକ ପରିବାରକୁ ସହାୟତାର ହାତ ବଢିଛି। ଜିଲ୍ଲାରେ ଶବ ସତ୍କାର ପାଇଁ ବ୍ରହ୍ମପୁର ନୀଳକଣ୍ଠେଶ୍ଵର ମଶାଣି ଠାରେ ଖୋଲିଲା ହେଲ୍ପ…
Read More...

ଏକଜିଟ ପୋଲ : ପଶ୍ଚିମବଙ୍ଗରେ ପୁଣି ଦିଦି ; କେରଳରେ ବାମ ମେଣ୍ଟ କ୍ଷମତାକୁ ଫେରିବ

ଭୁବନେଶ୍ବର :  ପଶ୍ଚିମବଙ୍ଗରେ ଶେଷ ପର୍ୟ୍ୟାୟ ଭୋଟ ଗ୍ରହଣ ସହ ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ବୁଥବାହୁଡ଼ା ମତ ବା ଏକଜିଟ୍ ପୋଲ ଫଳାଫଳ ପ୍ରକାଶ ପାଇଛି ।  ପଶ୍ଚିମବଙ୍ଗରେ…
Read More...

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି : କେନ୍ଦ୍ରୀୟ ବାହିନୀ ନିୟୋଜନ ବାବଦ ଖର୍ଚ୍ଚ ଛାଡ କରିବାକୁ ଦାବି

ଭୁବନେଶ୍ୱର: କେନ୍ଦ୍ରୀୟ ବାହିନୀ ନିୟୋଜନ ବାବଦ ଖର୍ଚ୍ଚ ଛାଡ଼ ଦାବି କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। CAPF ଯବାନ ମୁତୟନ ବାବଦକୁ ଓଡ଼ିଶା ଠାରୁ ୪୫୬୧.୨୧…
Read More...

ପ୍ରଖ୍ୟାତ ସାହିତ୍ୟିକ ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ

ଭୁବନେଶ୍ବର : ବିଶିଷ୍ଟ ସାହିତ୍ୟିକ, ଔପନାସିକ, ସମ୍ଭକାର ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ । ଓଡିଆ ସାହିତ୍ୟର ମଉଡମଣୀ କୁହାଯାଉଥିବା ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ୮୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ…
Read More...

ସମ୍ବାଦ ପରିବେଷଣକୁ ନେଇ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓର ଅଭିନବ ପ୍ରୟାସ

ଭୁବନେଶ୍ୱର : ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି । ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା । କିନ୍ତୁ ବର୍ତମାନ ଇଂଟରନେଟ ଯୁଗରେ ସୂଚନା…
Read More...

ଏଲ୍‌ନ୍‌ଜି ଟ୍ୟାଙ୍କରକୁ ମେଡିକାଲ ଅକ୍ସିଜେନ୍‌ ଟ୍ୟାଙ୍କରରେ ପରିଣତ କଲା ଇଣ୍ଡିଆନ୍ ଅଏଲ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର :  କୋଭିଡ୍ -୧୯ ମହାମାରୀ ସମୟରେ ଦେଶରେ ମଡିକାଲ ଅକ୍ସିଜେନର ଅଭାବକୁ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ୍‌ ମନ୍ତ୍ରୀ…
Read More...

କରୋନା ମୁକାବିଲା ପାଇଁ ୧୨ OASଙ୍କୁ ପଶ୍ଚିମ ଓଡ଼ିଶା ଦାୟିତ୍ୱ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣକୁ ରୋକ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ମାନ ନେଇଛନ୍ତି। ତେବେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ହେଉଥିବାରୁ ୧୨ OASଙ୍କୁ ପଠାଗଲା ପଶ୍ଚିମ ଓଡ଼ିଶା। ପଶ୍ଚିମ…
Read More...

ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତି ଜୀବନ ରକ୍ଷା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର…
Read More...