Bignews ୧୦ ଜୁନରେ ଓଡ଼ିଆ ପୁଅ ବା ଝିଅ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ: ମୋଦି OPA May 20, 2024 0 ୨ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀ ବଡ଼ଦାଣ୍ଡରେ କରିଛନ୍ତି ବିଶାଳ ରୋଡ ସୋ' । ଏହାପରେ ସେ ସିଧାସଳଖ ଅନୁଗୁଳରେ… Read More...
Bignews ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଦ୍ବିତୀୟ ପର୍ଯ୍ୟାୟରେ ବିଜେଡି ଆହୁରି ଭଲ ପ୍ରଦର୍ଶନ କରିବ: ପାଣ୍ଡିଆନ OPA May 20, 2024 0 ସୋମବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଛି। ସେପଟେ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଦ୍ବିତୀୟ ପର୍ଯ୍ୟାୟରେ ବିଜେଡି ଆହୁରି ଭଲ ପ୍ରଦର୍ଶନ କରିବ ବୋଲି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଦୃଢକ୍ତି ପ୍ରକାଶ… Read More...
Bignews ମହାପ୍ରଭୁଙ୍କୁ ଦର୍ଶନ ପରେ ପୁରୀରେ ମୋଦିଙ୍କ ବିଶାଳ ରୋଡ ଶୋ’ OPA May 20, 2024 0 ମୋଦି ନାରାରେ କମ୍ପିଲା ବଡ଼ଦାଣ୍ଡ। ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି… Read More...
Bignews ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ OPA May 20, 2024 0 ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ସକାଳ ୯ ଟା ସୁଦ୍ଧା ହାରାହାରି ମତଦାନ ରହିଛି ୬.୯୯ ପ୍ରତିଶତ । ବରଗଡ଼ ଭଟଲୀରେ ସର୍ବାଧିକ ୧୧.୪୮ ପ୍ରତିଶତ ଭୋଟିଂ ହୋଇଛି । ବରଗଡ ସଂସଦୀୟ କ୍ଷେତ୍ରରେ… Read More...
Bignews ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ଇରାନର ରାଷ୍ଟ୍ରପତିଙ୍କ ଦେହାନ୍ତ; ପ୍ରଧାନମନ୍ତ୍ରୀଙ୍କ ଶୋକ OPA May 20, 2024 0 ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ରବିବାର ଦିନ ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେ ଏଥିରେ ମୃତ୍ୟୁ ବରଣ କରିଥିଲେ।… Read More...
Bignews ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ OPA May 19, 2024 0 ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିର୍ବାଚନ ଋଣନୀତି ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେବେ। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ… Read More...
Bignews ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ OPA May 19, 2024 0 କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ… Read More...
Bignews ପରାଜୟ ଭୟରେ ନିମ୍ନରୁଚିର ମନ୍ତବ୍ୟ ଦେଉଛି ବିଜେପି: ବିଜେଡି OPA May 19, 2024 0 ଭୁବନେଶ୍ୱର(ବ୍ୟୁରୋ): ଚଳିତ ନିର୍ବାଚନରେ ଶୋଚନୀୟ ଭାବେ ହାରିବାକୁ ଯାଉଥିବା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ଅତି ନିମ୍ନରୁଚିର ମନ୍ତବ୍ୟ ମାନ ଦେଉଛନ୍ତି । ଖଲ୍ଲିକୋଟ ପ୍ରସଙ୍ଗରେ ବିଜେପି ନେତା ଶ୍ରୀ ପିତାମ୍ବର… Read More...
Bignews ରେଢାଖୋଲ ଏବଂ ଆଠମଲ୍ଲିକରେ ‘ବିଜୟ ସଂକଳ୍ପ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଚାର OPA May 19, 2024 0 ରେଢାଖୋଲ/ଆଠମଲ୍ଲିକ(ବ୍ୟୁରୋ): ପର ଘର ତିଅଣରେ ଅତିଥି ସତ୍କାର କରିବାରେ ମୁଖ୍ୟମନ୍ତ୍ରୀ ସିଦ୍ଧହସ୍ତ । ନରେନ୍ଦ୍ର ମୋଦୀଙ୍କ ସରକାର ଏସଏଚଜି ଭଉଣୀଙ୍କ ପାଇଁ ବ୍ୟାଙ୍କରୁ ଋଣ ଦେବାର ବ୍ୟବସ୍ଥା କଲେ । ଗରିବ କଲ୍ୟାଣ ଅନ୍ନ… Read More...