ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନରେ ଓଡ଼ିଶାର ସର୍ବାଙ୍ଗୀନ କଲ୍ୟାଣ ପାଇଁ କାମ କରିବାକୁ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର : - ଆମେ କେବଳ ବିଧାୟକ କିମ୍ବା ସାଂସଦ ହେବା ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନରେ ଓଡ଼ିଶାର ସର୍ବାଙ୍ଗୀନ କଲ୍ୟାଣ ପାଇଁ କାର୍ଯ୍ୟକର୍ତାମାନେ ଏହାକୁ ଏକ ରାଜନୈତିକ ଲକ୍ଷ୍ୟ ଭାବରେ…
Read More...

ବିଜେଡିକୁ ପ୍ରତ୍ୟାବର୍ତ୍ତନ କଲେ ଚାନ୍ଦବାଲି ବ୍ଲକର ହେବିଓ୍ବେଟ୍ ନେତା ପ୍ରତାପ ଧଳ

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବିଜେଡି ଦଳ ପକ୍ଷରୁ ସ୍ଥାନୀୟ ବିଜୁ ସ୍ମୃତି ଭବନରେ ଏକ ମେଗା ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ଚାନ୍ଦବାଲି ବ୍ଲକର ହେବିଓ୍ବେଟ୍ ନେତା ପ୍ରତାପ ଧଳ ପୁଣି ନିଜ…
Read More...

ଚଣ୍ଡିଖୋଲରେ ଉତ୍ୟକ୍ତ ଲୋକେ ଜାଳିଦେଲେ ପୋଲିସ ଭ୍ୟାନ

ଯାଜପୁର: ଉତ୍ୟକ୍ତ ଲୋକେ ଜାଳିଦେଲେ ପୋଲିସ ଭ୍ୟାନ । ଚଣ୍ଡିଖୋଲର ବାଲିଚନ୍ଦ୍ରପୁର ଥାନା ଭରତପୁର ଅଂଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । କିଛି ଦିନ ତଳେ ଭରତପୁର ଅଂଚଳରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ହୋଇଥିଲା । ଯାହାକୁ…
Read More...

ରାଜ୍ୟ କ୍ୟାବିନେଟର ମୋହର : ସ୍ବତନ୍ତ୍ର ବିଭାଗ ହେବ ମିଶନ ଶକ୍ତି

ଭୁବନେଶ୍ବର : ମିଶନ୍ ଶକ୍ତି ରାଜ୍ୟ ସରକାରଙ୍କର ଏକ ନୂଆ ବିଭାଗ ହେବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।…
Read More...

ବିଜେପି ରାଜ୍ୟ ପଦାଧିକାରୀ ବୈଠକ : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଲୋଚନା

ଭୁବନେଶ୍ୱର : ଆସନ୍ତା କାଲି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆଜି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ…
Read More...

‘ଥ୍ରୁ ଦି ଆଇଜ୍ ଅଫ୍ ଆନ୍ ଆର୍ଟିଷ୍ଟ’ ଶ୍ରେଷ୍ଠ କ୍ଷୁଦ୍ର ଚଳଚ୍ଚିତ୍ର : ଚୌଧୁରୀ ଜୟପ୍ରକାଶ ଦାସ ଓ ପ୍ରତିଭା ପଣ୍ଡା…

ଭୁବନେଶ୍ୱର : ପ୍ରଥମ ଥର ପାଇଁ ରାଜ୍ୟର ଅଗ୍ରଣୀ ଗଣମାଧ୍ୟମ ସଂସ୍ଥା ସୁମା ରିଅଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଶୁକ୍ରବାର ଏହି ସଂସ୍ଥା ପରିଚାଳିତ ଟିଭି…
Read More...

କିଷାନ ଯୋଜନାର ଲାଭ ପାଇବା ନେଇ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରତିଶ୍ରୁତି – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ମାର୍ଚ୍ଚ ୦୬ – ଓଡ଼ିଶାର ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଶନିବାର ଲେଖିଥିବା ଚିଠିର…
Read More...

ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର ହେବା ପାଇଁ ବ୍ୟକ୍ତି ନିର୍ଭୟ ହେବା ଦରକାର – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ସମାଜରେ ନିର୍ଭୟ ହେବା ଦରକାର । ବିଶେଷଭାବରେ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର ହେବା ପାଇଁ ବ୍ୟକ୍ତି ଜଣକ ନିର୍ଭୟ ହେବା ଦରକାର । ନିର୍ଭୟ ବାଣୀରେ ନୁହେଁ ବରଂ ମନରେ ହେବା ଦରକାର । ଏହି…
Read More...

ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୁଲ୍ୟରେ ବିଶାଳ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୁଲ୍ୟରେ ଏକ ବିଶାଳ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଯୁବକମାନଙ୍କର ପ୍ରେରଣାର ଉତ୍ସ ବିଜୁ…
Read More...