ଫେବ୍ରୁଆରି ୧୦ସୁଦ୍ଧା ଶତପ୍ରତିଶତ ଟିକାକରଣ ଲକ୍ଷ୍ୟ ହାସଲ କରିବାକୁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ବର: କେତେକ ଜିଲ୍ଲାରେ ଟିକାକରଣର ହାର ଖୁବ୍ କମ୍ ରହିଥିବାରୁ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ରାଜ୍ୟର ସବୁ ଜିଲ୍ଲାପାଳ ଏବଂ ପୌର କମିସନରମାନେ…
Read More...

ଦେଶରେ ଅଧିକ ମାନବସମ୍ବଳ ପାଇଁ ଦକ୍ଷତାକୁ ପ୍ରାଧାନ୍ୟ ଦେଉଛନ୍ତି ପ୍ରଧାନମନ୍ତ୍ରୀ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ବିଶ୍ୱବ୍ୟାପୀ ଦୃଶ୍ୟପଟ୍ଟକୁ ନଜରରେ ରଖି ମୋଦି ସରକାର ନୀତି ଏବଂ କ୍ରିୟାନ୍ୱୟନ ସ୍ତରରେ ସୁଯୋଗର ଲାଭ ଉଠାଇ ରିସ୍କିଲିଂ ଏବଂ ଅପ୍ ସ୍ଲିଲିଂ ଇକୋସିଷ୍ଟମକୁ ସୁଦୃଢ଼ କରି ଅଧିକରୁ ଅଧିକ ମାନବସମ୍ବଳ…
Read More...

ଅନୁଗୁଳରେ ଜେଏସ୍‌ପିଏଲ କରିବ ବିଶ୍ୱର ବୃହତ୍ ଇସ୍ପାତ କାରଖାନା

ଭୁବନେଶ୍ୱର   : ଓଡିଶାକୁ ୧୦୦ ନିୟୁତ ଟନ୍ ଇସ୍ପାତ ନିର୍ମାଣ ହବ୍ ଭାବରେ ପ୍ରତିଷ୍ଠା କାରିବା ପାଇଁ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ରେ ଅନୁପ୍ରାଣିତ ହୋଇ, ଅନୁଗୁଳ ଠାରେ ବିଶ୍ୱର ସର୍ବବୃହତ୍ତ ଇସ୍ପାତ…
Read More...

ଫେବ୍ରୁଆରି ମାସ ପାଇଁ କରୋନା ଗାଇଡଲାଇନ ଜାରି

ନୂଆଦିଲ୍ଲୀ: ଗୃହ ମନ୍ତ୍ରାଳୟ ବୁଧବାର ଫେବ୍ରୁଆରି ମାସ ପାଇଁ କରୋନା ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଫେବ୍ରୁଆରି ୧, ୨୦୨୧ଠାରୁ କାର?୍ୟ୍ୟକାରୀ ହେବ ଏବଂ ଫେବ୍ରୁଆରି ୨୮, ୨୦୨୧ପର?୍ୟ୍ୟନ୍ତ ବଳବତ୍ତର ରହିବ । ଗୃହ…
Read More...

ଓଡ଼ିଶା ଓ କଳାହାଣ୍ଡିକୁ ନୂଆ ପରିଚୟ ଦେଇଛି ‘ବଜାସାଲ’ ଲୋକନୃତ୍ୟ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀର ରାଜପଥରେ ଓଡ଼ିଶା କଳାହାଣ୍ଡି ଜିଲ୍ଲାର ଗୌରବମୟ ଲୋକନୃତ୍ୟ ‘ବଜାସାଲ’ ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇଥିବା ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ର କଳାକାରଙ୍କୁ…
Read More...

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ‘ଦର୍ପଣ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ଉନ୍ମୋଚନ ହେଲା ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ‘ପରୀକ୍ଷା ଦର୍ପଣ’ ପୁସ୍ତକ । ଏହି ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଟ୍ରିକ୍ ପରୀକ୍ଷା…
Read More...

୭ ଦିନରେ ୮୯୪ ଶିଶୁଙ୍କୁ ଉଦ୍ଧାର କଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ନିଖୋଜ ଶିଶୁ ଉଦ୍ଧାର ମିଶନ ଦ୍ୱାରା ୮୯୪ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ମାତ୍ର ୭ ଦିନରେ ଏହି ଶିଶୁଙ୍କୁ ଉଦ୍ଧାର କରାଯିବା ଓଡ଼ିଶା ପୋଲିସର ଏକ…
Read More...

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ପାଠକ ବାପ-ପୁଅଙ୍କୁ ଜାମିନ୍

ଭୁବନେଶ୍ବର : ଜାମିନ ମିଳିବା ପରେ ମଧ୍ୟ ଜେଲ୍‌ରେ ରହିବେ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକ। ଜାମିନ ପାଇବା ପରେ ବି ଜେଲରୁ ବାହାରିପାରିବେନି ପାଠକ ବାପ-ପୁଅ। ସେମାନଙ୍କ ବିରୋଧରେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏହା…
Read More...

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର: ୨୦୨୦ ମସିହା ନିମନ୍ତେ ମର୍ଯ୍ୟାଦାବନ୍ତ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି । ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ…
Read More...