Politics ଭାରତର ସମ୍ବିଧାନ ୧୩୦ କୋଟି ଦେଶବାସୀଙ୍କୁ ଗୋଟିଏ ସୂତାରେ ବାନ୍ଧିପାରିଛି :ସମୀର ମହାନ୍ତି OPA Jan 26, 2021 0 ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟରେ ବହୁ ଆଡମ୍ବର ଭାବେ ଦେଶର ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତି ଜାତୀୟ ପତାକା ଉତୋଳନ କରିବା ସହ ରାଜ୍ୟବାସୀଙ୍କୁ… Read More...
Corporate ନାଲକୋ ମୁଖ୍ୟ କାର୍ଯ୍ୟାଳୟରେ ୭୨ ତମ ଗଣତନ୍ତ୍ର ଦିବସ ପାଳିତ OPA Jan 26, 2021 0 ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଅଧିନସ୍ଥ ନବରତ୍ନ କମ୍ପାନୀ ନାଲକୋରେ ୭୨ ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭୁବନେଶ୍ୱରସ୍ଥ ମୁଖ୍ୟ କାର୍ଯ୍ୟାଳୟଠାରେ ନାଲକୋର ଅଧ୍ୟକ୍ଷ ଶ୍ରୀ ଶ୍ରୀଧର ପାତ୍ର ଜାତୀୟ ପତାକା ଉତ୍ତୋଳନ… Read More...
Bignews ଦେଶବାସୀ ଏକ ପରିବାର ଭଳି ଏକଜୁଟ ହୋଇ କରୋନାରୂପୀ ଶତ୍ରୁର ସଫଳ ମୁକାବିଲା କରିଛନ୍ତି : ରାଷ୍ଟ୍ରପତି ରାମନାଥ କୋବିନ୍ଦ OPA Jan 25, 2021 0 ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୨ତମ ସାଧାରଣତନ୍ତ୍ର ଦିବସର ଅବ୍ୟବେହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ର ଉଦ୍ଦେଶ୍ୟରେ ନିଜର ସମ୍ବୋଧନରେ ରାଷ୍ଟ୍ରପତି କୋବିନ୍ଦ କହିଛନ୍ତି, ଆମର ଜାତୀୟ… Read More...
Politics ବିଜେଡି ସଂସଦୀୟ ଦଳ ବୈଠକ ଶେଷ : କେନ୍ଦ୍ରୀୟ ଅବହେଳା ଓ ରାଜ୍ୟର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ଗୁରୁତ୍ବ ଦେବ ବିଜେଡି OPA Jan 25, 2021 0 ଭୁବନେଶ୍ୱର: ପାର୍ଲାମେଣ୍ଟର ବଜେଟ୍ ଅଧିବେଶନରେ ଦଳର ରଣନୀତି ନେଇ ବିଜେଡିର ସଂସଦୀୟ ଦଳର ବୈଠକ ଶେଷ ହୋଇଛି । ଦଳର ଅଧ୍ୟକ୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେଉଁ କେଉଁ ପ୍ରସଙ୍ଗକୁ… Read More...
Bignews ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OPA Jan 25, 2021 0 ଭୁବନେଶ୍ୱର : ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି,… Read More...
National ସ୍ପଷ୍ଟ କଲା ରିଜର୍ଭ ବ୍ୟାଙ୍କ୍ : ପୁରୁଣା ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍ ଅଚଳ ହେବା ଖବର ଗୁଜବ OPA Jan 25, 2021 0 ନୂଆଦିଲ୍ଲୀ: ପୁରୁଣା ୫, ୧୦ ଓ ୧୦୦ ଟଙ୍କାର ନୋଟ୍କୁ ବଜାରରୁ ପ୍ରତ୍ୟାହାର କରିବାକୁ ଆର୍ବିଆଇ ଚିନ୍ତା କରୁଥିବା ଜଣାପଡ଼ିଛି ବୋଲି ନିକଟରେ ଗଣମାଧ୍ୟମରେ ଏକ ଖବର ପ୍ରକାଶ ପାଇଥିଲା। ମାତ୍ର ଏହି ଖବରକୁ ଭାରତୀୟ ରିଜର୍ଭ… Read More...
Odisha ଯୁକ୍ତ୨ ପ୍ରଶ୍ନପତ୍ର ଢାଞ୍ଚା ବଦଳିବ, ଏଥର ୫୦% ମଲଟିପୁଲ ଚଏସ OPA Jan 25, 2021 0 ଭୁବନେଶ୍ବର: ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ରରେ କେତେକ ପରିବର୍ତ୍ତନ କରାଯାଇଥିବା ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥର ଯୁକ୍ତ୨ ପ୍ରଶ୍ନପତ୍ରରେ ୫୦% ମଲଟିପୁଲ ଚଏସ ରହିବ,… Read More...
Bignews ଶିଶୁ ଓ ମହିଳା ସୁରକ୍ଷା ପାଇଁ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଶାଖାରେ ୬୨ଟି ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ OPA Jan 25, 2021 0 ଭୁବନେଶ୍ୱର: ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ପାଇଁ ଆଉ ପାଦେ ଆଗକୁ ବଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆରମ୍ଭରୁ ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି । ମହିଳା ଓ… Read More...
Health ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଲେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ OPA Jan 25, 2021 0 ଭୁବନେଶ୍ୱର : ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍)ର ଶିଶୁ ରୋଗ ବିଭାଗରେ ସିନିୟର କନ୍ସଲ୍ଟାଂଟ ଭାବେ ଯୋଗ ଦେଇଛନ୍ତି । ଭିଏସ୍ଏସ୍ ମେଡିକାଲ କଲେଜ ବୁର୍ଲାର… Read More...
Odisha ମହାନ୍ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ OPA Jan 24, 2021 0 ଭୁବନେଶ୍ୱର : ଓଡ଼ିଶାର ଶେଷ ସ୍ୱାଧୀନତା ବଜାୟ ରଖିବା ପାଇଁ ଉତ୍କଳ ଜନନୀର ଯେଉଁ କେତେଜଣ ବୀର ସୁଯୋଗ୍ୟ ସନ୍ତାନ ଇଂରେଜମାନଙ୍କ ସହ ସଂଗ୍ରାମ କରିଥିଲେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର… Read More...