ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ କରୋନା ଟିକା : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା ମିଳିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ମାଗଣା ଟିକା ମିଳିବା ନେଇ ସେ ଘୋଷଣା କରିଛନ୍ତି ।…
Read More...

କମିସନରେଟ୍‌ ପୁଲିସର ୪ ଦିନିଆ ରିମାଣ୍ଡରେ ଗଲେ ଆକାଶ ପାଠକ

ଭୁବନେଶ୍ୱର: ଟାଟା ମୋଟର୍ସର ଠକେଇ ସିଣ୍ଡିକେଟର ଅଧିକ ଖୋଳତାଡ ପାଇଁ ୬୫ ଲକ୍ଷ ଟଙ୍କା ଠକେଇ ମାମଲାରେ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି କମିସନରେଟ୍‌ ପୁଲିସ। ପୁଲିସ…
Read More...

ଭାବି ଶଶୁର ଜ୍ୱାଇଁ ଠକେଇ ମାମଲା : ଝାରପଡ଼ା ଜେଲ ଗଲେ ପ୍ରଦୀପ ପାଣିଗ୍ରାହୀଙ୍କ ଘନିଷ୍ଠ ସହଯୋଗୀ ସର୍ବେଶ୍ୱର ରାଓ

ଭୁବନେଶ୍ୱର: ଜେଲ୍‌ ଗଲେ ଭାବି ଶଶୁର ଜ୍ୱାଇଁ ଠକେଇ ମାମଲା ମିଡିଲ୍‌ ମ୍ୟାନ୍‌ ଭି. ସର୍ବେଶ୍ୱର ରାଓ । ଟାଟା ମୋଟର୍ସ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘନିଷ୍ଠ ସହଯୋଗୀ…
Read More...

ପ୍ରଥମ ପର୍ଯ୍ୟାୟ କୋଭିଡ ଟୀକାକରଣ ପାଇଁ ରାଜ୍ୟ ସରକାରଙ୍କ ଡାଟାବେସ୍ ପ୍ରସ୍ତୁତ : ପ୍ରଥମ ପର୍ଯ୍ୟାୟରେ ଟିକା ନେବେ ୩…

ଭୁବନେଶ୍ୱର : କୋଭିଡ ଟୀକାକରଣ ପାଇଁ କେନ୍ଦ୍ର ସରକାର ଗାଇଡଲାଇନ ଜାରି କରିଥିବା ବେଳେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟୀକା ଦେବାପାଇଁ ରାଜ୍ୟ…
Read More...

ରୋଜଗାର ଅଭାବରୁ ଯେଭଳି ଗୋଟିଏ ବି ପରିବାର କଷ୍ଟ ନ ପାଏ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରୋଜଗାର ଅଭାବରୁ ଯେପରି ଗୋଟିଏ ବି ପରିବାର କଷ୍ଟ ନ ପାଏ, ସେଥିପ୍ରତି ଧ୍ୟାନ ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିତାଧିକାରୀମାନଙ୍କୁ ମଜୁରୀ ଦେବାରେ…
Read More...

୧୦ ଜଣ ଲେଖକ ପାଇବେ ୪ର୍ଥ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର

ଭୁବନେଶ୍ବର: ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ପୂର୍ବ ବର୍ଷମାନଙ୍କ ଭଳି ଚଳିତ ବର୍ଷର ଯୁବ ଲେଖକ ପୁରସ୍କାର ଘୋଷିତ ହୋଇଛି। ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ଲେଖାଲେଖି କରୁଥିବା ୧୦ ଜଣ ଯୁବ ଲେଖକ ନିଜର…
Read More...

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୮୯.୪୨ କୋଟି ଟଙ୍କାର କୋଭିଡ୍ ପ୍ୟାକେଜ୍

ଭୁବନେଶ୍ୱର: କରୋନା କାଳରେ ଉଜୁଡ଼ି ପଡ଼ିଥିବା ଅର୍ଥନୀତିକୁ ସଜାଡ଼ିବା ଲାଗି ରାଜ୍ୟ ସରକାରଙ୍କ ଆଉ ଏକ ପଦକ୍ଷେପ । ରାଜ୍ୟରେ କରୋନା ମହାମାରୀ ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମଏସଏମଇ (ରାଜ୍ୟର…
Read More...

ଓଡିଶା ହାଇକୋର୍ଟର ଆଗାମୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ମୂରଲୀଧର

କଟକ:  ଜଷ୍ଟିସ ମୂରଲୀଧର ହେବେ ଓଡିଶା ହାଇକୋର୍ଟର ଆଗାମୀ ମୁଖ୍ୟ ବିଚାରପତି  । ବର୍ତ୍ତମାନର ମୁଖ୍ୟବିଚାରପତି  ମହମଦ ରାଫିକଙ୍କ ସ୍ଥାନରେ ରହିବେ ଜଷ୍ଟିସ ଏସ. ମୂରଲୀଧର । ଏନେଇ ସୁପ୍ରିମକୋର୍ଟ କଲେଜିୟମ ପ୍ରସ୍ତାବରେ ଜଷ୍ଟିସ…
Read More...

ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ପରି ରାଜ୍ୟର ୪ଟି ମନ୍ଦିର ପାଇଁ ସମାନ ଅଧ୍ୟାଦେଶ ଆଣିବା ପାଇଁ…

ନୂଆଦିଲ୍ଲୀ/ଭୁବନେଶ୍ୱର :  ରାଜ୍ୟ ସରକାର ଶ୍ରୀଜଗନ୍ନାଥ ଆଇନ,୧୯୫୫ ଅନୁଯାୟୀ ପ୍ରଭୁ ଲିଙ୍ଗରାଜ ମନ୍ଦିର ପାଇଁ ଏକ ଅଧ୍ୟାଦେଶ ଆଣିଛନ୍ତି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ମା’ ସମଲେଶ୍ୱରୀ ମନ୍ଦିର, ଯାଜପୁରର ମା’ ବିରଜା…
Read More...

ଏଥର ନୂଆବର୍ଷରେ ଭୁବନେଶ୍ୱରରେ ହେବନି ଜିରୋ ନାଇଟ ସେଲିବ୍ରେସନ୍

ଭୁବନେଶ୍ୱରରେ : ଏଥର ରାଜଧାନୀ ଭୁବନେଶ୍ୱରରେ ହେବନି ଜିରୋ ନାଇଟ ସେଲିବ୍ରେସନ୍ । ନୂଆବର୍ଷ ପାଇଁ ୩୧ ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିରୋ…
Read More...