ସହର ପରିଚାଳନା ସୂଚକାଙ୍କ ରିପୋର୍ଟ କାର୍ଡରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ବର: ସହର ପରିଚାଳନା ସୂଚକାଙ୍କ ରିପୋର୍ଟ କାର୍ଡରେ ଏକ ନମ୍ବର ସ୍ଥାନରେଓଡିଶା । ସ୍ବେଚ୍ଛାସେବୀ ସଂଗଠନ ପ୍ରଜା ଫାଉଣ୍ଡେସନ ପକ୍ଷରୁ କରାଯାଇଥିବା ସର୍ଭେରେ ମହାରାଷ୍ଟ୍ରକୁ ପଛରେ ପକାଇ ଓଡ଼ିଶା ଆଗରେ ରହିଛି । ଦେଶର ବଛା…
Read More...

ସୁନ୍ଦରୀ ପାଇଁ ନବୀନଙ୍କୁ ଶିବରାଜଙ୍କ ଚିଠି

ଭୁବନେଶ୍ୱର : ସୁନ୍ଦରୀ ପାଇଁ ନବୀନଙ୍କୁ ଶିବରାଜଙ୍କ ଚିଠି । ବାଘୁଣୀ ସୁନ୍ଦରୀକୁ ଉତ୍ତମ ପରିବେଶ ମଧ୍ୟରେ ରଖିବାକୁ ଅନୁରୋଧ କରି ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
Read More...

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୨୩ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୫୨୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୯୭୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…
Read More...

କୃଷି ଓ କୃଷକକଲ୍ୟାଣ ପାଇଁ ମୋଦି ସଂକଳ୍ପବଦ୍ଧ : ସମୀର ମହାନ୍ତି

ଭୂବନେଶ୍ୱର : ଆତ୍ମନିର୍ଭର ଭାରତର ଆଧାର ଆତ୍ମନିର୍ଭର କୃଷକ ହୁଅନ୍ତୁ, ଏଥିପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ଆର୍ଥିକସଂପର୍ଣ୍ଣ ହେଲେ, କୃଷକ ଆତ୍ମନିର୍ଭରର ଜୀବନ ବଂଚିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସାରା ଦେଶ…
Read More...

କୃଷକମାନଙ୍କ ଦ୍ୱାରା ଡକା ଯାଇଥିବା ବନ୍ଦ ଆଜି ସଂପୂର୍ଣ୍ଣରୂପେ ସଫଳ ହୋଇଛି : ପ୍ରଦେଶ କଂଗ୍ରେସ କମିଟି

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କର ୩ଟି କୃଷି ଆଇନ ବିରୋଧରେ କୃଷକ ମାନଙ୍କ ଦ୍ୱାରା ଡକା ଯାଇଥିବା ଭାରତ ବନ୍ଦକୁ କଂଗ୍ରେସ ପୂର୍ଣ୍ଣ ପ୍ରାଣରେ ସମର୍ଥନ ଜଣାଇଛି । ଭାରତ ବର୍ଷର ୧ କୋଟିରୁ ଉର୍ଦ୍ଧ୍ୱ କୃଷକ ଶୀତ, କାକରରେ…
Read More...

୭୪ତମ ଜନ୍ମଦିନ ପାଳିବେନି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ଭୁବନେଶ୍ୱର :  ସାରା ଦେଶରେ କରୋନା ମହାମାରୀରେ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଥିବା ସହ ହଜାର ହଜାର କୃଷକ ଭାଇ ଭଉଣୀମାନେ କେନ୍ଦ୍ର ସରକାରଙ୍କ ତିନିଗୋଟି କଳା ଆଇନ୍‌କୁ ନେଇ ଧାରଣା, ପ୍ରତିବାଦରେ ଶୀତ କାକରରେ ଆନ୍ଦୋଳନରତ…
Read More...

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟର ପ୍ରମାଣ : ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗର…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତିର ଛାଇକୁ ବି ପସନ୍ଦ କରନ୍ତିନି । ଯେଉଁଠି ଦୁର୍ନୀତିର ଗନ୍ଧ ଆସିଛି ମୁଖ୍ୟମନ୍ତ୍ରୀ ସଙ୍ଗେ ସଙ୍ଗେ କଡାକାଯ୍ୟାନୁଷ୍ଠାନ ନେଇଛନ୍ତି । ଯିଏ ଯେତେ ବଡ ଅଧିକାରୀ କି ନେତା…
Read More...

ଭାରତ ବନ୍ଦ : ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ, ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସମସ୍ତ ସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିଛନ୍ତି ରାଜ୍ୟ ସରକାର। କୃଷି ଆଇନକୁ ବିରୋଧ କରି ୪୦ଟି କୃଷକ ସଂଗଠନ ଭାରତ ବନ୍ଦ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି…
Read More...

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଥିବାର ଖବର ମିଳିଛି। ଦୁର୍ନୀତି ଅଭିଯୋଗରେ ଝାରପଡ଼ା ଜେଲରେ ଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଭୁବନେଶ୍ୱର ଏଡିଜେ-୩…
Read More...