ଲିଙ୍ଗରାଜ ମନ୍ଦିର ସାମ୍ନାରେ ସେବାୟତଙ୍କ ସହ ସିଧାକଥା ହୋଇ ସେମାନଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆଜି ସନ୍ଧାରେ ଆସିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବଳ କାମ ବୁଲି ଦେଖି ନାହାନ୍ତି କାମର ଅଗ୍ରଗତି ସମୀକ୍ଷା କରିବା ସହ ଲିଙ୍ଗରାଜ ମହାପ୍ରଭୁଙ୍କ ସେବାୟତ ମାନଙ୍କ ସହ…
Read More...

ଫାଇଲ୍ ହୋଇନି ପାଠକଙ୍କ ଆକାଉଣ୍ଟରେ ୧୪ କୋଟି ଜମାର ଆୟକର ରିଟର୍ଣ୍ଣ : ତଦନ୍ତ କରିବ ED ଓ IT !

ଭୁବନେଶ୍ୱର: ଆକାଉଣ୍ଟରେ କୋଟି କୋଟି ଟଙ୍କାର ସନ୍ଦିଗ୍ଧ କାରବାର । ପ୍ରତିପତି ଦେଖାଇ ବେନିୟମ୍ କାରବାର କରୁଥିଲେ ଗିରଫ ପାଠକ ବାପ-ପୁଅ । ଖୋଳତାଡ଼ ପରେ ଭିଜିଲାନ୍ସ ହାତରେ ଲାଗିଛି ପ୍ରମାଣ । ନିଲମ୍ବିତ IFS ଅଫିସର ଅଭୟକାନ୍ତ…
Read More...

ପୁରୀ ଶ୍ରୀମନ୍ଦିର  ଭଳି ଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ଆସିବ ସ୍ୱତନ୍ତ୍ର ଆଇନ୍ ‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :  ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ…
Read More...

ତିନି ଦିନିଆ ରିମାଣ୍ଡରେ ପାଠକ ବାପ- ପୁଅ

ଭୁବନେଶ୍ୱର: ତିନି ଦିନିଆ ରିମାଣ୍ଡରେ ପାଠକ ବାପ- ପୁଅ । ଅଭୟକାନ୍ତ ଏବଂ ଆକାଶ ଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ଏସ୍‌ଆଇଟି । ଏନେଇ ଅନୁମତି ପ୍ରଦାନ କରିଛନ୍ତି ସ୍ପେସାଲ୍‌ ଭିଜିଲାନ୍ସ କୋର୍ଟ । ଆୟ ବର୍ହିଭୂତ ସମ୍ପତ୍ତି…
Read More...

ବ୍ଲୁ ଫ୍ଲାଗ୍ ମାନ୍ୟତା ଓ ଗ୍ଲାମ୍ପିଂ ଦ୍ୱାରା ଓଡ଼ିଶା ପର୍ଯ୍ୟଟନର ମାନ ବୃଦ୍ଧି ହେବ

ଭୁବନେଶ୍ୱର  : ଓଡ଼ିଶା ଉପକୂଳରେ ପୁରୀ ବ୍ୟତିତ ଆଉ ୫ଟି ସମୁଦ୍ରକୂଳକୁ ବ୍ଲୁ ଫ୍ଲାଗ୍ ମାନ୍ୟତା ତଥା ଗ୍ଲାମ୍ପିଂ ଯୋଜନା ଦ୍ୱାରା ଓଡ଼ିଶାର ପର୍ଯ୍ୟଟନ ଶିଳ୍ପର ମାନ ବୃଦ୍ଧି ପାଇବ ବୋଲି ରାଜ୍ୟ ସରକାରଙ୍କର ଜଣେ ବରିଷ୍ଠ ଅଧିକାରୀ…
Read More...

ଅଟଳ ଇନକ୍ୟୁବେଶନ ସେଂଟର-ନାଳନ୍ଦା ପକ୍ଷରୁ ନ୍ୟାଶନାଲ୍ ସୋଲାର ଏନର୍ଜି କନକ୍ଲେଭ୍‌-୨୦୨୦ ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଅଟଳ ଇନକ୍ୟୁବେଶନ୍ ସେଂଟର-ନାଳନ୍ଦା ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେଶନ, ଓଡ଼ିଶାର ପ୍ରଥମ ଅଟଳ ଇନକ୍ୟୁବେଶନ୍ ସେଂଟର । ଏହା ଭାରତ ସରକାରଙ୍କ ନୀତି ଆୟୋଗର ଅଟଳ ଇନୋଭେଶନ ମିଶନ ଦ୍ୱାରା…
Read More...

ପରୀକୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ବିଜେପିର ସଂଗ୍ରାମ ଜାରି ରହିବ : ସମୀର ମହାନ୍ତି

ଭୂବନେଶ୍ୱର : ଆଇନ ଆଗରେ ବଡ ସାନର ବିଭେଦ ନାହିଁ । ପରୀ ଗରିବ ଅଟୋ ଡ୍ରାଇଭରର ଝିଅ । ପରୀର ଅପହରଣ ଓ ହତ୍ୟା କ’ଣ ଏକ ଛୋଟ ଘଟଣା ? ପରୀକୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ସରକାରଙ୍କୁ ଚାପରେ ରଖିବା ପାଇଁ ବିଧାନସଭାରେ ଲମ୍ବା ସମୟ…
Read More...

୨୦୨୨ ସୁଦ୍ଧା ଦେଶର ଅଶୋଧିତ ତୈଳ ଆମଦାନୀ ୧୦% ହ୍ରାସ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ୨୦୨୨ ସୁଦ୍ଧା ଦେଶର ଅଶୋଧିତ ତୈଳ ଆମଦାନୀ ୧୦ ପ୍ରତିଶତ ହ୍ରାସ କରିବା ପାଇଁ ଭାରତ ସରକାର ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି ବୋଲି ବୁଧବାର ସ୍ୱରାଜ୍ୟ ପକ୍ଷରୁ ଆୟୋଜିତ “ଆତ୍ମନିର୍ଭର ଭାରତରେ ତୈଳ ଓ…
Read More...

ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା

ଭୁବନେଶ୍ବର  :  ପୁଲିସ ବିଭାଗର ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର ଜାରି ହୋଇଛି। ଏଣିକି ପୁଲିସ, ଆମ୍ବୁଲାନ୍ସ, ଦମକଳ ତଥା ମହିଳା ହେଲ୍ପ ଲାଇନ୍ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭିନ୍ନ ନମ୍ବର ଡାଏଲ…
Read More...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୬୬୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୩୧୨୭୩୪ଜଣ କରୋନା ଆକ୍ରାନ୍ତ…
Read More...