ଗିଫ୍ଟ ଅଫ ଲାଇଫ ପକ୍ଷରୁ ଗାଡ଼ି ଚୋରଙ୍କ ପ୍ରତି ସାବଧାନ ନେଇ ସଚେତନତା  

ବରଗଡ଼  : ପରୋପକାର କାର୍ଯ୍ୟ କରିବାରେ କେବଳ ଅର୍ଥ ହିଁ ଏକମାତ୍ର ମାଧ୍ୟମ ନୁହେଁ ଏହାକୁ ପ୍ରମାଣିତ କରିଛନ୍ତି ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଗିଫ୍ଟ ଅଫ ଲାଇଫ। ସହରରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ଯୋଗୁଁ…
Read More...

ଶଶୂର ଘରେ ଉତ୍ପାତ କରିବାରୁ ମାତାଲ ଜ୍ୱାଇଁକୁ ମାଡ ସହିତ ଥାନାରେ ଦେଲେ ଅଞ୍ଚଳବାସୀ

ବାରିପଦା :  ବାହାଘର ର ୧୨ବର୍ଷ ପରେ ଜ୍ୱାଇଁ ବାବୁ ଙ୍କ ଉତ୍ପାତ। ମାତାଲ ହୋଇ ଶଶୂର ଘରକୁ ଆସି ସ୍ତ୍ରୀ କୁ ମାରଧର କରିବାରୁ ଅତିଷ୍ଠ ହୋଇ ସାଇପଡିଶା ଲୋକେ ଜ୍ୱାଇଁ ସାହେବ ଙ୍କୁ ଉତ୍ତମ ମଧ୍ୟମ ଓ ଏତଲା ସହିତ ଥାନାରେ ଜିମା…
Read More...

କୋଠା ସିଲ୍ ନିଷ୍ପତ୍ତି ପ୍ରଶାସନର: ବିଜେଡି

ଭୁବନେଶ୍ୱର: କୌଣସି କୋଠାକୁ ସିଲ୍‍ କରିବା ହେଉଛି ସମ୍ପୂର୍ଣ୍ଣ ପ୍ରଶାସନିକ ନିଷ୍ପତ୍ତି ଏବଂ ଏ ସଂକ୍ରାନ୍ତରେ ବିଜେଡି କୌଣସି ମତାମତ ଦେବାକୁ ଚାହେଁ ନାହିଁ । ବିଜେପି ନେତ୍ରୀ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ମିଳନୀର…
Read More...

ତାଳଦଣ୍ଡା କେନାଲ ରାସ୍ତାକୁ ଆହୁରି ଆଗକୁ ସଂପ୍ରସାରିତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚ ସ୍ବରୂପ ଆଜି ଶ୍ରୀରାମଚନ୍ଦ୍ରଭଂଜ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତା ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ବରୁ ନିର୍ମିତ…
Read More...

୨୪ ଘଣ୍ଟାରେ ଲଘୁଚାପ : ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଏକ ୱେଲ ମାର୍କଡ୍‍ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ପୂର୍ବ-କେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ…
Read More...

କ୍ଷମା ମାଗିଲେ ବିଧାୟକ ଉମା ସାମନ୍ତରାୟ

ପୁରୀ:  ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଘଟଣାରେ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କହିଛନ୍ତି ଯେ ଗତ ୪ ତାରିଖରେ କରୋନା ସଂକ୍ରମିତ ହୋଇ…
Read More...

ଆଜି ଭୁବନେଶ୍ୱରରୁ ୩୧୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୮୩ ଓ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌…
Read More...

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍ ସିଲ୍

ଭୁବନେଶ୍ୱର: କୋଭିଡ୍ ନିୟମର ଉଲ୍ଲଂଘନ କରି ସମର୍ଥକଙ୍କ ଗହଣରେ ଜନ୍ମଦିନ ପାର୍ଟିରେ ସାମିଲ ଭିଡିଓ ଭାଇରାଲ ପରେ ବଢିଛି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଡୁଆ । ଆଜି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅପରାଜିତାଙ୍କ…
Read More...

ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ଭିସୁଟ୍

ସମ୍ବଲପୁର: ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ୟାମ୍ପସ ପରିସରକୁ ସାନିଟାଇଜ୍ କରାଯିବ । ଏଥିପାଇଁ ବିଶ୍ୱବିଦ୍ୟାଳୟକୁ ଛୁଟି…
Read More...