ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ନନ୍ଦନକାନନ । ତେବେ କରୋନା ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି କର୍ତ୍ତୃପକ୍ଷ । ଗାଇଡ ଲାଇନ ଗୁଡିକୁ କଡାକଡି ପାଳନ କରିବା ପାଇଁ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ…
Read More...

ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ତାଙ୍କ…
Read More...

ବିଜୁ ଯୁବ ଜନତା ଦଳର ଜିଲ୍ଲା ଏବଂ ଜୋନ୍ ସଭାପତି ମାନଙ୍କ ସହ ଜିଲ୍ଲା ଏବଂ ବ୍ଲକ୍‌ସ୍ତରୀୟ ନୂତନ କମିଟି ଗଠନ ନିମନ୍ତେ…

ଭୁବନେଶ୍ୱର:  ବିଜୁ ଜନତା ଦଳର ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ ଏବଂ କ୍ରୀୟାଶୀଳ କରିବା ପାଇଁ ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ସଭାପତିମାନଙ୍କ ସହ ଭର୍ଚୁଆଲ ପ୍ଲାଟ୍‌ଫର୍ମ ମାଧ୍ୟମରେ ସମୀକ୍ଷା…
Read More...

ପ୍ରଦୀପ ମହାରଥୀଙ୍କ ଅବସ୍ଥା ସଙ୍କଟାପନ୍ନ, ପରିବାର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ପରିବର୍ତ୍ତନ ଆସି ନାହିଁ। ସୋ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ…
Read More...

ଆଜି କରୋନାରୁ ସୁସ୍ଥ ହେଲେ ୪୦୬୬ ଆକ୍ରାନ୍ତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରୁ ୬୪୮ ଜଣଙ୍କ ସମେତ ରାଜ୍ୟରୁ ଆଜି କରୋନା ଭାଇରସ ମହାମାରୀରୁ ୪ହଜାର ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୮…
Read More...

ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ୱର : ଆଜି ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇ ବ୍ରହ୍ମପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ଯଶୁଆପୁର ଠାରେ ରୋଟାରାକ୍ଟ କ୍ଲବ ଅଫ୍ ଭୁବନେଶ୍ୱର ଉତ୍କଳ ଜୟଦେବ ଏବଂ  କମିଶନରେଟ ପୋଲିସ ର ମିଳିତ ଆନୁକୂଲ୍ୟରେ ରକ୍ତ ଦାନ…
Read More...

ଆଇସୋଲେସନ୍‌ରେ ଥିବା ଆକ୍ରାନ୍ତଙ୍କୁ ଫାଭିପିରାଭିର୍ ଦେବା ନେଇ ଏସଓପି ଜାରି

ନୂଆଦିଲ୍ଲୀ: ହୋମ୍ ଆଇସୋଲେସନରେ ଥିବା କରୋନା ଆକ୍ରାନ୍ତ କେମିତି ଖାଇବେ ଫାଭିପିରାଭିର୍ ? ଏ ସଂକ୍ରାନ୍ତରେ ଏସଓପି ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟର ସମସ୍ତ ଜିଲ୍ଲାପାଳ, ମ୍ୟୁନିସପାଲ…
Read More...

କଟକ ଏସ୍‌ସିବି ମେଡିକାଲ କଲେଜରେ ସ୍ୱେଚ୍ଛାକୃତ ଭାବେ ପ୍ଲାଜମା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/କଟକ: କରୋନାରୁ ସୁସ୍ଥ ହେବା ପରେ ଡ଼ାକ୍ତରଙ୍କ ପରାମର୍ଶ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱଚ୍ଛାକୃତ ଭାବେ କଟକ ଗସ୍ତ କରି ଏସସିବି ମେଡିକାଲ କଲେଜରେ ପ୍ଲାଜମା ଦାନ କରିଛନ୍ତି ।…
Read More...

ଆଜି ଭୁବନେଶ୍ୱରରୁ ଆଉ ୩୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୧୦ ଓ ଲୋକାଲ କେସ୍‌ ୨୧୯ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି।…
Read More...

ହତ୍ୟା ନୁହେଁ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି: ଏମ୍ସ

ନୂଆଦିଲ୍ଲୀ:ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କୁ ହତ୍ୟା କରାଯାଇ ଥିଲା ନା ସେ ଆତ୍ମହତ୍ୟା କରିଥିଲେ ଏବେ ଏ ପ୍ରଶ୍ନରେ ପୂର୍ଣ୍ଣଚ୍ଛେଦ ପକାଇଛି ଏମ୍ସ ରିପୋର୍ଟ। ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ…
Read More...