ଆଜି ରାଜ୍ୟରେ ଆଉ ୧୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ପୁଣି ୧୬ଜଣଙ୍କ ମୃତ୍ୟୁ ଘଟିଛି।  ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି…
Read More...

କଳ୍ପତରୁ ଓଝାଙ୍କୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋମବାର ଜଣେ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ସେ ହେଉଛନ୍ତି କଳ୍ପତରୁ ଓଝା । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ଦଳରୁ…
Read More...

ପ୍ରକାଶ ପାଇଲା +୩ ପ୍ରଥମ କଟ୍‌ ଅଫ୍ ମାର୍କ

ଭୁବନେଶ୍ୱର:ଆଜି ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ କଟ୍‌ ଅଫ୍ ମାର୍କ ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍‌ ଅଫ୍ ମାର୍କ ପ୍ରକାଶ କରାଯାଇଛି। ତେବେ ଅଧିକାଂଶ ବିଭାଗରେ ବିଜେବି କଲେଜ ଆଗରେ…
Read More...

ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ତାପଙ୍ଗ ହାତିଆ ମୁଣ୍ଡିଆ

ଭୁବନେଶ୍ୱର: ବେଶ୍ କିଛି ଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଖୋର୍ଦ୍ଧା ଜିଲ୍ଲା ତାପଙ୍ଗର ହାତିଆ ମୁଣ୍ଡିଆ ପଥରଖଣି ଅଂଚଳ ଏବେ ସର୍ବସାଧାରଣଙ୍କ ପାଇଁ ବନ୍ଦ ହୋଇଛି । ଏହି ଅଂଚଳକୁ ଜିଲ୍ଲା ପ୍ରଶାସନ ନିଷିଦ୍ଧାଂଚଳ…
Read More...

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର କହି କ୍ଷମା ମାଗିଲା ଆମାଜନ

ଭୁବନେଶ୍ୱର: ସାରା ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ । ହେଲେ ଅନ୍‌ଲାଇନ୍ ସପିଂ ସାଇଟ୍ ଆମାଜନ୍ ସମ୍ବଲପୁରୀ ଶାଢ଼ୀକୁ ଓଡ଼ିଶା ପରିବର୍ତ୍ତେ ପଶ୍ଚିମବଙ୍ଗର ଦର୍ଶାଇ ବିକ୍ରି କରୁଥିଲା । ଏହା…
Read More...

ରାଜ୍ୟରେ ୩୨୩୫ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୨୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧୫ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨୦ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
Read More...

ଆଜି ରାଜ୍ୟରେ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରୁ ଆଜି ୩ ହଜାର ୩୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନା ଭାଇରସ ମହାମାରୀରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୫୭୧ରେ ପହଂଚିଛି। ରାଜ୍ୟ ସରକାରଙ୍କ…
Read More...

ବ୍ୟୋମକେଶ ଯୁବ, ଦେବୀ ତ୍ରିପାଠୀ ଛାତ୍ର ବିଜେଡ଼ି ସଭାପତି

ଭୁବନେଶ୍ୱର : ବିଜୁ ଯୁବ ଜନତା ଓ ବିଜୁ ଛାତ୍ର ଜନତା ଦଳର ଏକ ବୃହତ କମିଟି ଘୋଷଣା କରିବା ପରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ଏହି ଦୁଇ ମୋର୍ଚ୍ଚାର ରାଜ୍ୟ ସଭାପତି ନିଯୁକ୍ତ କରିଛନ୍ତି । ଚାନ୍ଦବାଲି ବିଧାୟକ ବ୍ୟୋମକେଶ…
Read More...

ବିଧାୟିକା ପ୍ରମିଳା ମଲ୍ଲିକ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଶାସକ ଦଳ ମୁଖ୍ୟ ସଚେତକ ତଥା ଯାଜପୁର ଜିଲ୍ଲା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମଲ୍ଲିକ ଟୁଇଟ୍‌ ଜରିଆରେ ଏହି ସୂଚନା ଦେଇଛନ୍ତି।ମୋର କୋରୋନା ପରୀକ୍ଷା…
Read More...

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

ପାଟନା: ବିହାରର ପୂର୍ବତନ ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ରବିବାର ଦିନ ଜେଡିୟୁରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ବାସଭବନରେ ସେ ବିଧିବଦ୍ଧ ଭାବେ ପାର୍ଟିର ସଦସ୍ୟତା ଗ୍ରହଣ କରିଛନ୍ତି ।ଗଣମାଧ୍ୟମକୁ…
Read More...