ପ୍ରମୁଖ ପର୍ଯ୍ୟଟନ ସ୍ଥଳି ଗୁଡ଼ିକରେ ଯାନବାହାନକୁ ଶତପ୍ରତିଶତ ସ୍ୱଚ୍ଛ ଇନ୍ଧନରେ ପରିଣତ କରାଯାଉ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ର ସରକାରଙ୍କ ଦ୍ୱାରା ଚିହ୍ନଟ କରାଯାଇଥିବା ଆଦର୍ଶ ପର୍ଯ୍ୟଟନ ସ୍ଥଳି ଗୁଡ଼ିକରେ ପର୍ଯ୍ୟଟକଙ୍କ ଯାତାୟତ ପାଇଁ ବ୍ୟବହୃତ ଯାନବାହାନକୁ ଶତପ୍ରତିଶତ ସ୍ୱଚ୍ଛ ଇନ୍ଧନରେ ପରିଣତ କରିବା ପାଇଁ…
Read More...

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ୩ଟି କୃଷି ବିଲ୍ ଉପରେ ସ୍ୱାକ୍ଷର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସଂସଦର ଉଭୟ ଗୃହରେ ପାରିତ ପରେ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ଅନୁମୋଦନ ପରେ କୃଷି ବିଲ୍ ଆଇନରେ ପରିଣତ ହୋଇଛି।ଆଇନରେ ପରିଣତ…
Read More...

କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ଦିବସରେ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିଲା 'ମୋ ବସ୍‌'। ବିଶ୍ୱ ଐତିହ୍ୟ ପର୍ଯ୍ୟଟନସ୍ଥଳୀକୁ 'ମୋ ବସ୍‌' ସେବା ଆରମ୍ଭ ହେବା ପରେ ପର୍ଯ୍ୟଟକମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ଆଶା କରାଯାଉଛି।…
Read More...

ବିଧାନସଭାରେ କରୋନା ଟେଷ୍ଟ: ୧୩୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟିଂ ରିପୋର୍ଟ। ଗତକାଲି କୋଭିଡ୍‌ ଟେଷ୍ଟ କରାଯାଇଥିବା ୭୫୭ଙ୍କ ଭିତରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ ଅସିଛି। ଏଥିରେ ଦୁଇ ଜଣ ବିଧାୟକ ଅଛନ୍ତି। ଏହାଛଡ଼ା…
Read More...

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୩୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬୨ ଜଣ ସରକାରୀ ସଂଗରୋଧ ଓ ୨୫୫ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ…
Read More...

ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧିତ ଅଧ୍ୟାଦେଶ ୨୦୨୦ ବିଶ୍ୱବିଦ୍ୟାଳୟର ସ୍ୱାତନ୍ତ୍ରତାକୁ କ୍ଷୁଣ୍ଣ କରିବ ନାହିଁ: ଉଚ୍ଚ…

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗରେ ଅନେକ ପୂର୍ବପ୍ରଚଳିତ ଆଇନ ସାଂପ୍ରତିକ ସ୍ଥିତିରେ ତାହାର ପ୍ରାସଙ୍ଗିକତା ହରାଇଥିବାରୁ ସେଥିରେ ସଂଶୋଧନର ଆବଶ୍ୟକତା ଅନୁଭବ କରାଯାଇଥିଲା । ଏପରି ସ୍ଥିତିରେ ଓଡିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ…
Read More...

ଦେଶର କୃଷକ ଶକ୍ତିଶାଳୀ ହେଲେ, ଆତ୍ମନିର୍ଭର ହେବ ଭାରତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି 'ମନ କି ବାତ' କାର୍ୟ୍ୟକ୍ରମ ଜରିଆରେ ଜନତାଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କୃଷକମାନଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି । ଦେଶକୁ ଆତ୍ମନିର୍ଭର କରିବାରେ କୃଷକଙ୍କ…
Read More...

କରୋନାରେ ପୁଣି ୧୪ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ପୁଣି ୧୪ଜଣଙ୍କ ମୃତ୍ୟୁ ଘଟିଛି।  ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି…
Read More...

ରାଜ୍ୟରେ ୩୯୨୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୯୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୦୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୧୩ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
Read More...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, ୬ ଗୁରୁତର

ଖୋର୍ଦ୍ଧା: ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।ସୂଚନାଯୋଗ୍ୟ ଯେ,…
Read More...