ରାଜ୍ୟ କ୍ୟାବିନେଟ ବୈଠକ; ୩ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ…
Read More...

ସାଂସଦମାନଙ୍କୁ ସମ୍ବଲପୁରୀ ମାସ୍କ ବାଣ୍ଟିଲେ ସାଂସଦ ସୁରେଶ ପୂଜାରୀ

ଭୁବନେଶ୍ୱର: ସଂସଦର ମୌସୁମୀ ଅଧିବେଶନରେ ସାଂସଦମାନଙ୍କୁ ସମ୍ବଲପୁରୀ ମାସ୍କ ବାଣ୍ଟିଲେ ବରଗଡ଼ ସାଂସଦ ସୁରେଶ ପୂଜାରୀ। ପାରମ୍ପରିକ ହସ୍ତତନ୍ତରେ ନିର୍ମିତ କିଛି ମାସ୍କକୁ ସାଂସଦ ସୁରେଶ ପୂଜାରୀ ତାଙ୍କ ସାଥି ସାଂସଦମାନଙ୍କୁ…
Read More...

ଆଜି ବସିବ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ବିଶ୍ବସ୍ତ…
Read More...

ବଲିଉଡ ଡ୍ରଗ୍ସ ବିବାଦରେ କେନ୍ଦ୍ରକୁ ସମାଲୋଚନା କଲେ ଜୟା ବଚ୍ଚନ

ମୁମ୍ବାଇ: ବଲିଉଡର ଡ୍ରଗ୍ସ ବିବାଦ ଏବେ ସଂସଦରେ ପଂହଚିଯାଇଛି । ମଙ୍ଗଳବାର ରାଜ୍ୟସଭାରେ ସମାଜବାଦୀ ପାର୍ଟିର ସାଂସଦ ଏହି ଘଟଣାରେ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି । ବିଜେପି ସାଂସଦ ରବି କିଶନଙ୍କ ନାମ ନ ନେଇ ସେ…
Read More...

ରାଜ୍ୟରେ ଆଜି ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୬୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ସଙ୍ଗରୋଧରୁ ୨୧୫୧ ଓ ସ୍ଥାନୀୟ…
Read More...

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି…
Read More...

ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ୱର: ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି ।ପ୍ରଦୀପ ମହାରଥୀ ନିଜେ ସୋସିଆଲ ମିଡିଆରେ କରୋନା ସଂକ୍ରମିତ ହୋଇଥିବା…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୩୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ଏପର୍ଯ୍ୟନ୍ତ ପ୍ରାୟ ୧ ଲକ୍ଷ ୨୨ ହଜାର ୦୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ।Another 3382 Covid patients…
Read More...

ରାଜ୍ୟରେ ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର:  କୋଭିଡ୍ କେୟାର ସେଣ୍ଟରକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ଏନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳ ଓ ପୌର କମିଶନରମାନଙ୍କୁ ଚିଠି ଲେଖିଛନ୍ତି ସ୍ଵାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର…
Read More...

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଆଜିଠୁ ସେବା ସପ୍ତାହ ଆରମ୍ଭ

ଭୁବନେଶ୍ୱର:ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ନିରାମୟ ଓ ଦୀର୍ଘଜୀବନ କାମନା କରି ବିଜେପି କାର୍ଯ୍ୟକର୍ତାମାନେ ଆଜିଠୁ ସମଗ୍ର ଦେଶରେ ସେବା ସପ୍ତାହ ପାଳନ…
Read More...