Odisha ଭେଟେରାନ ଅଭିନେତା ଅଜିତ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ OPA Sep 13, 2020 0 ଭୁବନେଶ୍ୱର: ଭେଟେରାନ ଓଡିଆ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଅଜିତ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ଅଜିତ ଦାସଙ୍କୁ ଜଣେ ମହାନ ପ୍ରତିଭା ଭାବରେ ବର୍ଣ୍ଣନା କରି… Read More...
National ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟିଲେ କଙ୍ଗନା OPA Sep 13, 2020 0 ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ମହାରାଷ୍ଟ୍ରର ଶିବସେନା ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ଏହାରି ଭିତରେ ବିଏମ୍ସି ପକ୍ଷରୁ ମୁମ୍ବାଇରେ ଥିବା କଙ୍ଗନାଙ୍କ କାର୍ଯ୍ୟାଳୟର କିଛି ଅଂଶକୁ ବେଆଇନ… Read More...
Odisha ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ: ଧର୍ମେନ୍ଦ୍ର ପ୍ରଧାନ OPA Sep 13, 2020 0 ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି… Read More...
Entertainment ଆରପାରିରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସ OPA Sep 13, 2020 0 ଭୁବନେଶ୍ୱର: ଅଭିନେତା ଅଜିତ ଦାସଙ୍କ ଦେହାନ୍ତ । ସେ କୋଭିଡରେ ଆକ୍ରାନ୍ତ ହୋଇ କିଛି ଦିନ ହେବ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଆଜି ଅପରାହ୍ନରେ ତାଙ୍କର… Read More...
Odisha ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲରେ ସଫଳତାର ସହ ନିଟ୍ ପରୀକ୍ଷା ପରିଚାଳନା OPA Sep 13, 2020 0 ସାଲେପୁର : ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲ ଖଣ୍ଡସାହିରେ ନିଟ୍ (NEET) ପରୀକ୍ଷା ସେଣ୍ଟର । କଟକ ଜିଲ୍ଲା ନିଶ୍ଚିନ୍ତ କୋଇଲି ଖଣ୍ଡସାହି ଠାରେ ଥିବା ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲରେ ନିଟ୍ ସେଣ୍ଟର ହୋଇଛି । କଟକ… Read More...
Odisha ନବନିଯୁକ୍ତ ଓଡିଶାର କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାରଙ୍କୁ କରୋନା OPA Sep 13, 2020 0 ଭୁବନେଶ୍ୱର : ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି ।ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନୈତିକ ଲୋକେ ସମସ୍ତେ ଏବେ କରୋନା ଫାସରେ । ତେବେ ଆଜି ଏହାର କବଜାକୁ ଆସିଛନ୍ତି ନବନିଯୁକ୍ତ ଓଡିଶାର… Read More...
Odisha କୋଭିଡ ପଜିଟିଭ ଚିହ୍ନଟ ହେଲେ ବିଜେଡିର ଆଉ ଜଣେ ବିଧାୟକ OPA Sep 13, 2020 0 ଫୁଲବାଣୀ: କୋଭିଡ ପଜିଟିଭ ଚିହ୍ନଟ ହେଲେ ବାଲିଗୁଡା ବିଧାୟକ ଚକ୍ରମଣି କଅଁର । ଏହି ବିଧାୟକଙ୍କୁ ମିଶାଇ ରାଜ୍ୟରେ କୋଭିଡ ପଜିଟିଭ ବିଧାୟକଙ୍କ ସଂଖ୍ୟା ୨୬ ରେ ପହଞ୍ଚିଛି ।ଗଣମାଧ୍ୟମକୁ ସୂଚନା ଦେଇ ଚକ୍ରମଣି କହିଛନ୍ତି ଯେ,… Read More...
Bignews ଆଜି ରାଜ୍ୟରେ ୩୯୧୩ ନୂଆ କରୋନା ପଜିଟିଭ୍ ଚିହ୍ନଟ OPA Sep 13, 2020 0 ଭୁବନେଶ୍ୱର: ଆଜି ରାଜ୍ୟରେ ୩୯୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୨୩୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଚିହ୍ନଟ… Read More...
Bignews ରାଜ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ OPA Sep 13, 2020 0 ଭୁବନେଶ୍ୱର: ଆଜି ୧୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୬୨୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।Regret to inform the… Read More...
Crime ଶୋଇଥିବା ଅବସ୍ଥାରେ ମା’ ଓ ୭ ବର୍ଷର ଝିଅକୁ ହତ୍ୟା OPA Sep 13, 2020 0 କେନ୍ଦୁଝର: ଶୋଇଥିବା ଅବସ୍ଥାରେ ଜଣେ ମହିଳା ଓ ତାଙ୍କର ୭ ବର୍ଷର ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତେବେ ମହିଳାଙ୍କ ୫ ବର୍ଷର ପୁଅ ଆକ୍ରମଣକାରୀଙ୍କ ଆକ୍ରମଣରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। କେନ୍ଦୁଝର ଜିଲ୍ଲା… Read More...