Bignews ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ OPA Apr 30, 2024 0 ବିରାଟ ଶୋଭାଯାତ୍ରାରେ ସମ୍ବଲପୁର ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବା… Read More...
Bignews ପୋଲିସ-ମାଓବାଦୀ ଗୁଳିବିନିମୟ, ୪ ମାଓବାଦୀ ନିହତ OPA Apr 30, 2024 0 ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ ଫଳରେ ୪ ମାଓବାଦୀ ନିହତ ହୋଇଛନ୍ତି । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା… Read More...
Bignews ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ୭୫ଲକ୍ଷ ଟଙ୍କା OPA Apr 30, 2024 0 ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି। ଗୋଟିଏ ଦିନରେ ରାଜଧାନୀରୁ ୭୫ଲକ୍ଷ ଟଙ୍କା ଜବତ କରିଛି ପୁଲିସ। ଭୁବନେଶ୍ୱର ବିମାନ ବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ… Read More...
Bignews କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନକଲି ଭିଡିଓ ମାମଲା; ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ନୋଟିସ୍ OPA Apr 29, 2024 0 କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନକଲି ଭିଡିଓ ସେୟାର କରିବାକୁ ନେଇ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି । ବର୍ତ୍ତମାନ ଦିଲ୍ଲୀ ପୋଲିସ ଏହି ପ୍ରସଙ୍ଗରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ମଧ୍ୟ ଏକ… Read More...
Bignews ବିଜେପି ସାଂସଦ ଭି ଶ୍ରୀନିବାସ ପ୍ରସାଦଙ୍କ ପରଲୋକ OPA Apr 29, 2024 0 ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ପରଲୋକ। ଗତକାଲି ରାତିରେ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬… Read More...
Bignews ମହୁମାଛି ଆକ୍ରମଣରେ ୩୦ ଛାତ୍ରଛାତ୍ରୀ ଆହତ OPA Apr 29, 2024 0 ମହୁମାଛି ଆକ୍ରମଣରେ ୩୦ ଛାତ୍ରଛାତ୍ରୀ ଆହତ, ୨ ଗୁରୁତର । ଢେଙ୍କାନାଳ କଙ୍କଡାହାଡ ବ୍ଲକରେ ଥିବା ସଂସ୍କାର ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମର କ୍ୟାମ୍ପ ପାଇଁ ପିଲାମାନେ ରାମିଆଳ ନଦୀର ସାପୁଆ ଡ୍ୟାମରେ… Read More...
Bignews ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି OPA Apr 29, 2024 0 ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ… Read More...
Bignews ଏ ନିର୍ବାଚନ କେବଳ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ନୁହେଁ, ବରଂ ମୋଦୀଙ୍କ ନେତୃତ୍ୱରେ ଓଡିଶାକୁ ଆଗକୁ ବଢାଇବା ପାଇଁ… OPA Apr 28, 2024 0 ଓଡିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବ୍ରହ୍ମପୁର ଆମ୍ବପୁଆରେ ବିଜୟ ସଙ୍କଳ୍ପ ସମାବେଶ କରିଛନ୍ତି ଜେପି ନଡ୍ଡା । ଭାରତ ମାତା କି ଜୟ ଧ୍ୱନିରୁ ସେ ନିଜର ଅଭିଭାଷଣ ଆରମ୍ଭ କରିବା ସହିତ ଭଗବାନ ଜଗନ୍ନାଥଙ୍କୁ… Read More...
Bignews ଛାତ୍ରାବସ୍ଥାରୁ ସମ୍ବଲପୁରୀ ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରତି ମୋର ଆକର୍ଷଣ ଅଛି – ଧର୍ମେନ୍ଦ୍ର ପ୍ରଧାନ OPA Apr 28, 2024 0 ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ଲୋକକଳା, ଲୋକପରମ୍ପରା, ଖାଦ୍ୟପେୟ ପ୍ରତି ମୋର ଛାତ୍ରାବସ୍ଥାରୁ ଆବେଗ ଓ ଆକର୍ଷଣ ଅଛି । ସମ୍ବଲପୁରୀ ସାହିତ୍ୟର ମୁଁ ଜଣେ ପାଠକ, ଅନୁଗତ ଓ ବିଶ୍ୱାସୀ ବୋଲି… Read More...
Bignews ବିଜେପିର ସାମାଜିକ ନ୍ୟାୟ ଆନ୍ଦୋଳନ ବ୍ୟାପକ ହେବ – ଧର୍ମେନ୍ଦ୍ର ପ୍ରଧାନ OPA Apr 28, 2024 0 ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରରେ ରବିବାର ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେଡିର ସମ୍ବଲପୁର ଜିଲ୍ଲା ଏସଟି-ଏସସି ସେଲ୍ ସଭାପତି ମୋତିଲାଲ ତନ୍ତୀ ଓ ତାଙ୍କ ଧର୍ମପତ୍ନୀ ତଥା… Read More...