National ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଭଉଣୀ ମିତୁ ସିଂଙ୍କୁ ସମନ OPA Aug 30, 2020 0 ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ୩ ମାସ ବିତି ଯାଇଥିଲେ ସୁଦ୍ଧା ଏବେ ବି ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠିନି । ଏହି ମାମଲାରେ ସିବିଆଇ ତଦନ୍ତ ଜାରି ରଖିଛି । ବର୍ତ୍ତମାନ ସିବିଆଇ ସୁଶାନ୍ତ ସଂ… Read More...
Bignews ବିଜୁ ଜନତା ଦଳ ବିଧାୟକ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ OPA Aug 30, 2020 0 ଭୁବନେଶ୍ୱର :ସବୁ ପିଲା ଆମ ପରିବାର ର ।ଏ କଷ୍ଟ ସମୟରେ ଆପଣ ସେମାନଙ୍କ ସାଥିରେ ରୁହନ୍ତୁ, ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ କରନ୍ତୁ।ଆପଣମାନେ ଜାଣନ୍ତି, କରୋନା ସଂକ୍ରମଣରେ ଭାରତ ଆଜି ସାରା… Read More...
Entertainment ସିଲ୍ ହେଲା ଲତା ମଙ୍ଗେସକରଙ୍କ ବିଲଡିଂ OPA Aug 30, 2020 0 ମୁମ୍ବାଇ: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ବିଲଡିଂକୁ ସିଲ୍ କରିଛି ମୁମ୍ୱାଇ ମୁନିସିପାଲ୍ କର୍ପୋରେସନ୍ (ବିଏମସି) । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରତିଷେଧକମୂଳକ ବ୍ୟବସ୍ଥା ଭାବରେ ଲତାଙ୍କ ପ୍ରଭାକୁଞ୍ଜ ବାସଭବନକୁ… Read More...
Odisha ବିପଦ ସଙ୍କେତ ଉପରେ ମହାନଦୀ ଓ ଜଳକା OPA Aug 30, 2020 0 ଭୁବନେଶ୍ୱର: ବଢୁଛି ମହାନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବିପଦ ସଙ୍କେତ ଟପିଛି ମହାନଦୀ । ଜଳକା ନଦୀ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।ମହାନଦୀ କଟକ… Read More...
National ଚିଙ୍ଗାରି ଆପ ଧିରେ ଧିରେ ଲୋକପ୍ରିୟତା ହାସଲ କରୁଛି : ମୋଦୀ OPA Aug 30, 2020 0 ନୂଆଦିଲ୍ଲୀ: ଆଜି ଦିନ ୧୧ଟାରେ ମନକି ବାତ୍ ଜରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶବାସୀଙ୍କୁ ଓନମର ଶୁଭେଚ୍ଛା ଜଣାଇ ନିଜର ଅଭିଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର… Read More...
Bignews ଆଜି ରାଜ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ OPA Aug 30, 2020 0 ଭୁବନେଶ୍ୱର : ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ୧୨ ଜଣ କରୋନା ଆକ୍ରାନ୍ତ। ରାଜ୍ୟରେ ସର୍ବମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ହୋଇଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ଜଣ କରୋନାରେ ମୃତ୍ୟୁବରଣ କରିଥିବା… Read More...
Odisha ଯାଜପୁର ଜିଲ୍ଲାରେ ବନ୍ୟା ବିତ୍ପାତ OPA Aug 30, 2020 0 ଯାଜପୁର: ଯାଜପୁର ଜିଲ୍ଲାରେ ବନ୍ୟା ବିତ୍ପାତ । ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ଆଦି ପ୍ରମୁଖ ଭୟଙ୍କର ନଦୀରେ ବନ୍ୟା । ବୈତରଣୀ ପରେ ବ୍ରାହ୍ମଣୀ ଓ ତାର ଶାଖା ଖରସ୍ରୋତା ନଦୀରେ ୧୦ ରୁ ଅଧିକ ଘାଇ ସୃଷ୍ଟି ହୋଇଛି । ଫଳରେ… Read More...
Odisha ଆଜିଠୁ ସମ୍ ରେ ଦ୍ଵିତୀୟ ପର୍ଯ୍ୟାୟ ଭ୍ୟାକ୍ସିନ ପରୀକ୍ଷଣ OPA Aug 30, 2020 0 ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲରେ ପରୀକ୍ଷଣ ହେବାକୁ ଯାଉଛି କରୋନା ଟିକା 'କୋଭାକ୍ସିନ'ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ପ୍ରାୟ ୭୦ରୁ ୧୦୦ ଜଣ ସ୍ୱେଚ୍ଛାସେବୀଙ୍କ… Read More...
Bignews ରାଜ୍ୟରେ ଲକ୍ଷେ ଟପିଲା କୋରୋନା ମାମଲା, ଦିନକରେ ୩୦୧୪ ନୂଆ ପଜିଟିଭ OPA Aug 30, 2020 0 ଭୁବନେଶ୍ୱର : ଆଜି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ମାର୍ଚ୍ଚ ୧୫ ତାରିଖରେ ଓଡ଼ିଶାରେ ପ୍ରଥମ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଥିଲେ। ଇତିମଧ୍ୟରେ ୧୬୭ ଦିନ ଅତିବାହିତ ହେବା ସହ ଲକ୍ଷେ… Read More...
Bignews ଆଜି ରାଜ୍ୟରେ ସୁସ୍ଥ ହେଲେ ୨୮୮୮ ଜଣ କରୋନା ଆକ୍ରାନ୍ତ OPA Aug 29, 2020 0 ଭୁବନେଶ୍ୱର: କରୋନା ଭାଇରସ୍ରେ ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୭୦ ହଜାର ଅତିକ୍ରମ କରିଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୨୮୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ… Read More...