ସମ୍ବଲପୁରର ପୂର୍ବତନ ବିଧାୟିକା ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସିକ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ରବିବାର ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଆଶୀର୍ବାଦ କାମନା କରିଛନ୍ତି…
Read More...

ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି

ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି ।…
Read More...

ପୁରୀ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ୪ ଶ୍ରମିକ ଆହତ

ପୁରୀ ରେଳ ଷ୍ଟେସନରେ ଭୁଶୁଡ଼ିଲା  ନିର୍ମାଣାଧୀନ କୋଠା । ଯାହାଫଳରେ ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକ ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ଶ୍ରମିକଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେବି ଘଟଣାସ୍ଥଳରେ…
Read More...

ମୋତେ ଯେତେ ଗାଳିମନ୍ଦ କଲେ ବି ମୁଁ ଜନତାଙ୍କ ସ୍ୱାର୍ଥ ପାଇଁ ବାରମ୍ବାର ସ୍ୱର ଉତ୍ତୋଳନ କରିବି – ଧର୍ମେନ୍ଦ୍ର…

ଅନୁଗୋଳ/ଢେଙ୍କାନାଳ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାର ଉପରେ ପ୍ରଶ୍ନ କଲେ ଗୁମାସ୍ତା ଗାଳି ମନ୍ଦ କରୁଛନ୍ତି । ମୋତେ ସେମାନେ ଯେତେ ଗାଳିମନ୍ଦ କଲେ ବି ମୁଁ ପାଲଲହଡା ଓ ଅନୁଗୋଳ ସମେତ ଓଡ଼ିଶାବାସୀଙ୍କ ସ୍ୱାର୍ଥ ଓ…
Read More...

ଲାଞ୍ଜିଗଡ ଓ ନର୍ଲାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ବିରୋଧୀଙ୍କ ଉପରେ ପ୍ରହାର

କଳାହାଣ୍ଡି(ବ୍ୟୁରୋ):ଖରା ଗରମ ଯେମିତି ବଢି ବଢି ଚାଲିଛି, ନିର୍ବାଚନ ପ୍ରଚାରର ଉତ୍ତାପ ମଧ୍ୟ ସେହିପରି ବଢି ବଢି ଚାଲିଛି । ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ…
Read More...

୮ମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ବିଜେଡି ଅଷ୍ଟମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଖୋର୍ଦ୍ଧାରୁ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି…
Read More...

୮ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

୮ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି। ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଖୋର୍ଦ୍ଧାରୁ ଟିକେଟ ମିଳିଛି। ସେହିପରି ବିଜେଡି ଛାଡିଥିବା ହିନ୍ଦୋଳ ବିଧାୟିକା…
Read More...

ଦିଦି ହେଲେ ଆହତ

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିର୍ବାଚନ ପ୍ରଚାର ବେଳେ ଲାଗିଛି ଆଘାତ। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ପାଇଁ ଦୁର୍ଗାପୁରରେ ଥିଲେ। ସେଠାରୁ ଆଉ ଏକ ନିର୍ବାଚନ ରାଲିକୁ…
Read More...

ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ: ପାଣ୍ଡିଆନ

ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି । ଯଦି ଡବଲ୍‌ ଇଞ୍ଜିନ…
Read More...

ବିଜେପିରେ ଯୋଗଦେଲେ ବିଧାୟକ ପର୍ଶୁରାମ ଧଡ଼ା

ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଘର ବାହୁଡା । ବିଜେପିରେ ଯୋଗଦେଲେ ବିଧାୟକ ପର୍ଶୁରାମ ଧଡ଼ା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକଙ୍କ ସହ ଆସି ପଦ୍ମ ଧରିଲେ ପର୍ଶୁରାମ ଧଡ଼ା ବିଜେଡ଼ିରୁ ଟିକେଟ…
Read More...