କରୋନାରେ ଆଖି ବୁଜିଲେ ଆଉ ୮ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି…
Read More...

ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ୩୬୮୨ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରେକର୍ଡ ୩୬୮୨ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୪୪୧ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୨୪୧ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି ।…
Read More...

ସେପ୍ଟେମ୍ଵର ୧୦ରେ ବାୟୁସେନାରେ ସାମିଲ ହେବ ରାଫେଲ୍

ନୂଆଦିଲ୍ଲୀ: ସେପ୍ଟେମ୍ଵର ୧୦ରେ ବାୟୁସେନାରେ ସାମିଲ ହେବ ଲଢ଼ୁଆ ବିମାନ ରାଫେଲ୍। ହରୟାଣାର ଅମ୍ଵାଲା ଏୟାରବେସ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରାଫେଲ୍‌ଗୁଡ଼ିକୁ ଆନୁଷ୍ଠାନିକ ଭାବେ ବାଯୁସେନାରେ ସାମିଲ କରିବେ।…
Read More...

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ୩ ସହଯୋଗୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ଆଦିତ୍ୟଙ୍କ ତିନି ସହଯୋଗୀଙ୍କର ଲାଇ ଡିଟେକ୍ସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ଵର ଫରେନ୍‌ସିକ୍ ଲ୍ୟାବ୍‌ରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଥିବା…
Read More...

ସିବିଆଇ ଅଫିସରେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ସ୍କାନରରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ଜେରାର ସାମନା କରିବେ । ପ୍ରଶ୍ନବାଣ ପ୍ରସ୍ତୁତ କରିଛି ରଖିଛି ସିବିଆଇ । ମୁମ୍ବାଇ ଡିଆରଡିଓ ଗେଷ୍ଟ ହାଉସରେ…
Read More...

୧୫ଟି ଷ୍ଟାର୍ଟ ଅପ୍‌ ଏବଂ ଇନ୍‌କ୍ୟୁବେଟର୍ସ ପାଇଁ ୧.୨୩ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର: ରାଜ୍ୟର ୧୫ଟି ଷ୍ଟାର୍ଟ ଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କ ଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି । ଆଜି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…
Read More...

ଜଳସଂପଦ ମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟାସ୍ଥିତିର ସମୀକ୍ଷା

ଭୁବନେଶ୍ୱର:  ଆଜି ରାଜ୍ୟ ଜଳ ସଂପଦ, ସୂଚନା ଓ ଲେ।କ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ରାଜ୍ୟ ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମ୍ଭାବ୍ୟ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ।ବୈଠକରେ…
Read More...

ରାଜ୍ୟର ଏମ୍‌ଏସ୍‌ଏମ୍‌ଇ ଉତ୍କର୍ଷ: ଭାରତ ସରକାରଙ୍କ ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମରେ ସହାୟକ ହେବ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଉତ୍କର୍ଷ ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମର ରୂପାୟନରେ ସହାୟକ ହେବ ବୋଲି…
Read More...

ବିପନ୍ନଙ୍କ ପାଖେ ବବି : ଜଳମଗ୍ନ ଯାଜପୁରରେ ବନ୍ୟା କ୍ଷତିଗ୍ରସ୍ତଙ୍କୁ ସାହା ହେଲେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ

ଯାଜପୁର : କରୋନା ମହାମାରୀ ସାଙ୍ଗକୁ ବନ୍ୟା ଏବେ ବେଡି ଉପରେ କୋରଡା ମାଡ ପରି ହୋଇଛି । ବୈତରଣୀ ନଦୀରେ ବନ୍ୟା ଆସିବାରୁ ଯାଜପୁରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଅନେକ ଲୋକ ଘେରରେ ଅଛନ୍ତି । ଲୋକଙ୍କ ଏଭଳି ଦୁଃଖରେ କାଳ…
Read More...