କରୋନା ଯୋଦ୍ଧାଙ୍କ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ସ୍କୁଲ ଦରମା ଛାଡ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ…

ଭୁବନେଶ୍ୱର: ମହାମାରୀ କରୋନା ବେଳେ କୋଭିଡ ଯୋଦ୍ଧାଙ୍କ ପିଲାଙ୍କୁ ସ୍କୁଲ ଫି' ସମ୍ପୂର୍ଣ୍ଣ ଛାଡ କରାଯାଉଛି । ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।…
Read More...

ନିର୍ବନ୍ଧ କଲେ ଡାନ୍ସର ପୁନିତ

ମୁମ୍ବାଇ: ଫେମସ କୋରିଓଗ୍ରାଫର ପୁନିତ ପାଠକଙ୍କ ଫ୍ୟାନ୍ସ ପାଇଁ ସାମ୍ନାକୁ ଆସିଛି ଗୁଡନ୍ୟୁଜ । ଯାହାଶୁଣି ଖୁସି ହୋଇଯିବେ ସମସ୍ତେ । କାରଣ ପୁନିତ ନିର୍ବନ୍ଧ କରିସାରିଛନ୍ତି । ଆଉ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ…
Read More...

ଭେଣ୍ଟିଲେଟରରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ସ୍ୱାସ୍ଥ୍ୟବସ୍ଥା ଖରାପ ରହିଛି । ସେ କୋମାରେ ରହିଥିବା ବେଳେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ଏନେଇ ଦିଲ୍ଲୀ କ୍ୟାଣ୍ଟେନମେଣ୍ଟର ଆର୍ମି ହସପିଟାଲ ପକ୍ଷରୁ ସୂଚନା…
Read More...

ସୁଶାନ୍ତଙ୍କ ମୃତ୍ୟୁ ମାମଲା: ରିୟା ନାଁରେ ଏଭଳି ଅଭିଯୋଗ ଆଣିଲେ ବାପା କେ‌କେ ସିଂହ

ପାଟନା:ସୁଶାନ୍ତ ସିଂ ରାଜପୁତଙ୍କ ବାପା କେ.କେ ସିଂ ଗୁରୁବାର ଅଭିଯୋଗ ଆଣି କହିଛନ୍ତି ଯେ ସୁଶାନ୍ତଙ୍କ ପୂର୍ବତନ ପ୍ରେମିକା ରିୟା ଚକ୍ରବର୍ତ୍ତୀ ଦୀର୍ଘ ଦିନରୁ ସୁଶାନ୍ତଙ୍କୁ ବିଷ ଦେଇ ଆସୁଥିଲେ ଏବଂ ସେ ହିଁ ତ‌ାଙ୍କର…
Read More...

ବାପା ମା’ ହେବେ ବିରାଟ-ଅନୁଷ୍କା, ଜାନୁୟାରୀରେ ଆସିବେ ନୂଆ ସଦସ୍ୟ

ମୁମ୍ବାଇ: ଚର୍ଚ୍ଚାରେ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ କ୍ରିକେଟର ବିରାଟ କୋହିଲ । ଖୁବଶୀଘ୍ର ଫ୍ୟାନ୍ସଙ୍କୁ ଦେବାକୁ ଯାଉଛନ୍ତି ସରପ୍ରାଇଜ । କାରଣ ଏହି କପଲଙ୍କ ଘରକୁ କୁନି ଅତିଥି ଆସିବେ । ଆଜ୍ଞା ହଁ, ଅନୁଷ୍କା…
Read More...

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି ।…
Read More...

ଆଜି ରାଜ୍ୟରେ ସର୍ବାଧିକ ୩୩୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୩୩୮୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୨୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ…
Read More...

NEET ଓ JEE ପରୀକ୍ଷା ସ୍ଥଗିତ ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: NEET ଓ JEE ମେନ ପରୀକ୍ଷା ସ୍ଥଗିତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନର ମହାମାରୀ ପରିସ୍ଥିତିରେ ପରୀକ୍ଷା କରିବା ଠିକ ନୁହେଁ । ରାଜ୍ୟ…
Read More...

ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ ହୋଇଛି। ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ଏହି ଟେଷ୍ଟ ଆରମ୍ଭ ହୋଇଛି।ଆଦିତ୍ୟଙ୍କ…
Read More...

ଖୁବ୍‌ ଶୀଘ୍ର ସଂପୂର୍ଣ୍ଣ ହେବ ବିଭିନ୍ନ ଶିଳ୍ପ ପାର୍କ ନିର୍ମାଣ କାର୍ଯ୍ୟ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର :  ରାଜ୍ୟର ନିର୍ମାଣାଧୀନ ଶିଳ୍ପ ପାର୍କଗୁଡ଼ିକ ଖୁବ୍‌ ଶୀଘ୍ର ସଂପୂର୍ଣ୍ଣ ହେବ ବୋଲି ଶିଳ୍ପ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଛନ୍ତି । ଆଜି ଶିଳ୍ପ ବିଭାଗରେ ୫‘ଟି’ ଓ ‘ମୋ ସରକାର’ର…
Read More...