କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ ତିନି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା:…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି…
Read More...

ବର୍ଷା ଜଳରେ ବୁଡିଗଲେ ବାବା ଆଖଣ୍ଡଳମଣି

ଚାନ୍ଦବାଲି: ବର୍ଷା ଜଳରେ ବୁଡିଗଲେ ବାବା ଆଖଣ୍ଡଳମଣି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଆରଡିସ୍ଥିତ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହକୁ ଆଜି ବର୍ଷା ଜଳ ପ୍ରବେଶ କରିଛି। ଲଘୁଚାପ ବର୍ଷା ଯୋଗୁଁ ମଧ୍ୟରାତ୍ରୀରେ…
Read More...

ବନ୍ୟା ଆଶଙ୍କାରେ ଭଦ୍ରକରେ ପହଞ୍ଚିଲା NDRF ଓ ODRAF

ଭଦ୍ରକ: ଲଗାଣ ବର୍ଷା ପରେ ଉବୁଟୁବୁ ଭଦ୍ରକ ସହର। ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ଜଳ ପ୍ରବାହିତ ହେଉଥିବାରୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଭଦ୍ରକ ଆଖୁଆପଦାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଏବେ ୧୮.୨୭…
Read More...

ନିଟ-ଜେଇଇ ବନ୍ଦ ପାଇଁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ୭ ରାଜ୍ୟ

ନୂଆଦିଲ୍ଲୀ: କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ଭର୍ଚ୍ଚୁଆଲ ମିଟିଙ୍ଗ । ଏଥିରେ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…
Read More...

ନୋଏଡାର ଖେଳନା କମ୍ପାନୀରେ ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ: ଉତ୍ତରପ୍ରଦେଶର ନୋଏଡାରେ ଅଗ୍ନିକାଣ୍ଡ । ସେକ୍ଟର ୬୩ ରେ ଥିବା ଏକ ଖେଳନା ତିଆରି କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟ ଜାରି ରଖିଛନ୍ତି…
Read More...

ଭାରତ ସରକାରଙ୍କ ଉଦ୍ୟମ ଓଡ଼ିଶାରେ ପର୍ଯ୍ୟଟନକୁ ବ୍ୟାପକ ଓ ବିକଶିତ କରିବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ବିଭିନ୍ନ ପ୍ରକାରର ଜୈବ ବିବିଧତା ସହ ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳି ହେବାର କ୍ଷମତା ରଖିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ସଂରକ୍ଷଣ…
Read More...

ଏବେ ସୁଦ୍ଧା ପୋଲିସର ୫୨ କରୋନା ଯୋଦ୍ଧା ଦାନ କଲେଣି ପ୍ଲାଜମା

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ୨ ହଜାରରୁ ୩ହଜାର କୋଭିଡ ପଜିଟିଭ ଚିହ୍ନଟ ହେଉଛନ୍ତି । ତେବେ ସେହି ତୁଳନାରେ ସୁସ୍ଥ ହାର ମଧ୍ୟ ବଢ଼ୁଛି । ପ୍ଲାଜମା ଥେରାପି ଦ୍ୱାରା ଅନେକ ଲୋକ…
Read More...

୩୦ ପ୍ରତିଶତ କମିଲା ସିଲାବସ୍‌

ଭୁବନେଶ୍ୱର: କରୋନା ପାଇଁ ଚଳିତବର୍ଷ ୩୦ ପ୍ରତିଶତ ସିଲାବସ କମିଛି। କରୋନା ସଂକ୍ରମଣ ଯୋଗୁଁ ରାଜ୍ୟରେ ଶିକ୍ଷାଦାନ ପ୍ରଭାବିତ ହେବା ସହିତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ତେବେ କେବେ ସ୍କୁଲ ଖୋଲିବ ସେ ନେଇ…
Read More...

ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର: ଯାଜପୁର ଦେଇ ପ୍ରବାହିତ ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଏସଆରସି ବୈତରଣୀ ନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଇଛି  ।ଏସଆରସି ପ୍ରଦୀପ କୁମାର ଜେନା …
Read More...

ପୂର୍ବତନ ବିଧାୟକ ଅନୁପ ସାଏ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଏହାରି ମଧ୍ୟରେ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ରାୟଗଡ଼ ଜେଲ କର୍ତ୍ତୃପକ୍ଷ ଏନେଇ ଅନୁପଙ୍କ ବଡ଼ ଭାଇଙ୍କୁ ସୂଚନା…
Read More...