ନିର୍ବାଚନରେ ଆଉ ଫେରିବନି ବାଲାଟ ପେପର ବ୍ୟବସ୍ଥା

ନିର୍ବାଚନରେ ବାଲାଟ ପେପର ବ୍ୟବସ୍ଥା ଫେରାଇ ଆଣିବାକୁ ହୋଇଥିବା ଆବେଦନ ଖାରଜ। ଆଜି ସର୍ବୋଚ୍ଚ ଅଦାଲତ ଏ ଉପରେ ଶୁଣାଣି କରି ଆବେଦନକୁ ଖାରଜ କରିବା ସହ EVM ଜରିଆରେ ହିଁ ଭୋଟିଂ ହେବ ବୋଲି କହିଛନ୍ତି।ଭୋଟର ଭେରିଫାଏବଲ୍…
Read More...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଜ୍ଞପ୍ତି ପ୍ରକାଶ

ଆସନ୍ତା ମେ' ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ…
Read More...

ଆରମ୍ଭ ହେଲା ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ

ଆରମ୍ଭ ହେଲା ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ । ଶିଶୁଭବନ ଛକରୁ ବାଣୀବିହାର ପର୍ଯ୍ୟନ୍ତ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ସମେତ ଏକ ସ୍ବତନ୍ତ୍ର ଟିମ୍‌ ସର୍ଭେ ଆରମ୍ଭ କରିଛି । ଏହି ଟିମରେ ବିଏମ୍‌ସି, ବିଡିଏ, ଭୁବନେଶ୍ବର…
Read More...

ଦ୍ଵିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଜାରି, ରାହୁଲ ଗାନ୍ଧୀ, ହେମାମାଳିନୀ ଓ ଶଶୀ ଥରୁରଙ୍କ ଭାଗ୍ୟ ପରୀକ୍ଷା

ଆଜି ଦ୍ବିତୀୟ ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା ଦେବେ ବହୁ ହେଭି ୱେଟ। କେରଳର ୱାୟନାଡ ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଭାଗ୍ୟ ପରୀକ୍ଷା ଦେଉଛନ୍ତି। ଦ୍ୱିତୀୟ ଥର ପାଇଁ କେରଳର ୱାୟନାଡରୁ ପ୍ରାର୍ଥୀ ହୋଇଛନ୍ତି ରାହୁଲ । ଏହି…
Read More...

ଆହୁରି ଏକ ସପ୍ତାହ ଜାରି ରହିବ ପ୍ରଚଣ୍ଡ ଖରା ତାତି

ଭୁବନେଶ୍ୱର(ବ୍ୟୁରୋ): ଓଡ଼ିଶାରେ ଆହୁରି ଏକ ସପ୍ତାହ କିମ୍ବା ୧୦ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ପାକିସ୍ତାନ ଏବଂ ଆଫଗାନିସ୍ତାନର ଜଳବାୟୁ ପ୍ରଭାବରେ ଏଭଳି ପରିସ୍ଥିତି ସୃ୍‌ଷ୍ଟି ହୋଇଥିବା ଗୁରୁବାର ଶିକ୍ଷା ଓ…
Read More...

ଏପ୍ରିଲ୍ ୨୮ରେ ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ମାଗଣା ମଧୁମେହ ଚିକିତ୍ସା ଶିବିର 

ବ୍ରହ୍ମପୁର(ବ୍ୟୁରୋ): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ…
Read More...

ସମ୍ ଅଲ୍ଟିମେଟକୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା

*ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା*ଭୁବନେଶ୍ୱର(ବ୍ୟୁରୋ) : ଉତମ ସ୍ୱାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ସଫଳତାର ଆଉ ଏକ ପାହାଚରେ…
Read More...

ପଟାଙ୍ଗୀ, ଲକ୍ଷ୍ମୀପୁରରେ ପାଣ୍ଡିଆନ ଆରମ୍ଭ କଲେ ଜୋରଦାର ପ୍ରଚାର

କୋରାପୁଟ(ବ୍ୟୁରୋ): ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁର ରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ…
Read More...

ଲୋକଙ୍କ ଉତ୍ସାହ ଦେଖି ବିରୋଧୀଙ୍କ ନିଦ ହଜିଛି: ପାଣ୍ଡିଆନ

କୋରାପୁଟ(ବ୍ୟୁରୋ):ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ବିଷମକଟକ ଓ ଗୁଣୁପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ…
Read More...