ଏଇ ସପ୍ତାହରେ ସିଲାବସ୍ ଉପରେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର : ଏଇ ସପ୍ତାହରେ ସିଲାବସ୍ ଉପରେ ନିଷ୍ପତ୍ତି ନିଆଯିବ ଓ ଛାତ୍ରଛାତ୍ରୀଙ୍କ ଦ୍ୱନ୍ଦ୍ୱ ଦୂର ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।ସିଲାବସ୍ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ…
Read More...

ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇର ମୃତ୍ୟୁ

ଅନୁଗୁଳ:  ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ପାରିବାରିକ କଳହକୁ ନେଇ ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇର ମୃତ୍ୟୁ। ପାରିବାରିକ କଳହରୁ ହତ୍ୟା ସନ୍ଦେହ। ଅଭିଯୁକ୍ତ ସାନଭାଇକୁ ଥାନାରେ ଅଟକ ରଖି ତଦନ୍ତ କରୁଥିବା ସୂଚନା…
Read More...

କାଲିଠୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର :  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଯାହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ପାଣିପାଗ ବିଭାଗର କହିବା ଅନୁଯାୟୀ…
Read More...

ମାଲକାନଗିରି ଏସପିଙ୍କ ନିକଟରେ ହାର୍ଡକୋର ମାଓବାଦୀର ଆତ୍ମସମର୍ପଣ

ମାଲକାନଗିରି: ହିଂସା ଛାଡି ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଜଣେ ହାର୍ଡକୋର ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ହେଲେ ମହାଦେବ ମାଡକାମି । ସେ ଛତିଶଗଡ଼ ଦାର୍ଭା ଡିଭିଜନ ମାଓ ସଙ୍ଗଠନ…
Read More...

ଫିଲ୍ମ ଏବଂ ଟିଭି ଧାରାବାହିକ ପାଇଁ ଏସଓପି ଜାରି

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଦକର ରବିବାର ଗଣମାଧ୍ୟମ ଏବଂ ଚଳଚ୍ଚିତ୍ର ଶିଳ୍ପ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ (ଏସଓପି) ଘୋଷଣା କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସଓପି ଜାରି…
Read More...

କରୋନାରେ ଆଖି ବୁଜିଲେ ଆଉ ୧୦ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ନେଇଛି ଆଉ ୧୦ ଜୀବନ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ଏହା ସହିତ ୪୦୯ରେ ପହଞ୍ଚି ଯାଇଛି ରାଜ୍ୟର କରୋନା ଜନିତ ମୃତ୍ୟୁ ସଂଖ୍ୟା।Regret to inform…
Read More...

ମା’ ସମଲେଇଙ୍କୁ ଲାଗି ହେଲା ନବାନ୍ନ

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ‘ନୂଆଖାଇ’ ଅବସରରେ ଆଜି ନିର୍ଦ୍ଧାରିତ ଲଗ୍ନରେ ମା’ ସମଲେଇଙ୍କ ଠାରେ ନବାନ୍ନ ଲାଗି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୩୫ରୁ ୯ଟା ୫୦ ଭିତରେ ପାରମ୍ପରିକ…
Read More...

ଆଜି ରାଜ୍ୟରେ ୨୯୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୯୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ ରେ ପହଞ୍ଚି…
Read More...

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ଆକ୍ସନ ମୋଡ଼ରେ ସିବିଆଇ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟ ତଦନ୍ତରେ ଆକ୍ସନ ମୋଡ଼ରେ ସିବିଆଇ। ଆଜି ମୁମ୍ବାଇରେ ତଦନ୍ତର ତୃତୀୟ ଦିନ । ସିବିଆଇ ସୁଶାନ୍ତଙ୍କ ମୃତ୍ୟୁ ସହ ଜଡିତ ଆଉ କିଛି ଲୋକଙ୍କୁ ଆଜି ପଚରାଉଚରା କରିପାରେ। ଶନିବାର ଦିନ…
Read More...

ନୂଆଁଖାଇର ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:  ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଅଭିନନ୍ଦନ ଜଣାଇଛନ୍ତି ।ନୂଆଁଖାଇ ଜୁହାର୍ 🙏କୃଷିଭିତ୍ତିକ ଗଣପର୍ବ…
Read More...