ରାଜ୍ୟର ଜଳ ସଂକଟକୁ ଦୂର କରିବା ପାଇଁ କାର୍ଯ୍ୟରତ ମୋଦି ସରକାର: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ବର୍ଷ ବର୍ଷ ଧରି ଜଳର ଅଭାବ ଏବଂ ପିଇବା ପାଇଁ ବିଶୁଦ୍ଧ ପାଣି ଓ ଜଳସେଚନ ଓଡ଼ିଶା ପାଇଁ ବଡ ଆହ୍ୱାନ ସଦୃଶ ହୋଇଛି । ମୋଦି ସରକାର ଏହି ଆହ୍ୱାନକୁ ଦୂର କରିବା ସହ ରାଜ୍ୟର ସବୁ ଗାଁର ପ୍ରତ୍ୟେକ…
Read More...

ରାଜ୍ୟରେ ପୁଣି କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ  ମୃତ୍ୟୁ ସଂଖ୍ୟା ବି ବଢ଼ୁଛି। ୨୪ ଘଣ୍ଟା ମଧ୍ୟରେ ୧୦ ଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
Read More...

ଆଜି ରାଜ୍ୟରେ ୨୫୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର:  ଆଜି ରାଜ୍ୟରେ ୨୫୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧୫ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି। ୨୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ…
Read More...

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର: ଯୁକ୍ତ ଦୁଇ ବାଣିଜ୍ୟ ଫଳ ପ୍ରକାଶିତ । ଚଳିତ ବର୍ଷ ପାସ ହାର ୭୪.୯୫ ପ୍ରତିଶତ ରହିଛି । ତେବେ ପୂର୍ବ ବର୍ଷ ଅପେକ୍ଷା ପାସ୍‌ ହାର ୪.୬୯ ପ୍ରତିଶତ ବୃଦ୍ଧି ପାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
Read More...

ମିଳିଲା ଅନୁମତି: ସୁଶାନ୍ତ ସିଂ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୨ମାସ ବିତି ସାରିଛି। ହେଲେ ଏବେ ସୁଦ୍ଧା ସୁଶାନ୍ତଙ୍କ ମୃତ୍ୟୁ ପଛରେ କିଏ ଅଛି ତାହା ଜଣା ପଡ଼ିନାହିଁ। ଯାହା ଫଳରେ ସୁଶାନ୍ତଙ୍କ ଆତ୍ମହତ୍ୟାର କାରଣ ଜଣା…
Read More...

ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ମାସ ୩୦ ତାରିଖ ପୂର୍ବରୁ ବସିବ। ଏ ନେଇ ଆଜି ଟୁଇଟ ଯୋଗେ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।ତେବେ କରୋନା ମହାମାରୀ ସମୟରେ ବୈଠକ…
Read More...

ଆଗ୍ରାରେ ଯାତ୍ରୀଙ୍କ ସହିତ ବସ ହାଇଜାକ

ଆଗ୍ରା: ଆଗ୍ରାରେ ଯାତ୍ରୀଙ୍କ ସହିତ ବସ ହାଇଜାକ । ପୋଲିସ ହାତ ଖାଲି । ୧୦ ଘଣ୍ଟା ପରେ ବି ମିଳିନି ସୁରାକ । ଫାଇନାନ୍ସ କର୍ମଚାରୀ କହି ବସରେ ଚଢିଥିଲେ ଅପରାଧୀ । କାରରେ ବସକୁ ଓଭରଟେକ କରି ବସ୍‌କୁ ନିଜ କବଜାକୁ ଅପରାଧୀମାନେ…
Read More...

ଆଜି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତଦୁଇ ବାଣିଜ୍ୟ ପରୀକ୍ଷା ଫଳ । ପୂର୍ବାହ୍ନ ୧୧ ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ପ୍ରଥମେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…
Read More...

ପୋର୍ଟାଲ୍ କୁ ସରଳ ଓ ଦ୍ୱିଭାଷୀ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ‘୫-ଟି’ ସିଦ୍ଧାନ୍ତ କାର୍ଯ୍ୟାନ୍ୱୟନ ଦିଗରେ ଅନ୍ୟ ଏକ ପଦକ୍ଷେପ ଭାବେ ବିଜୁଳି ସଂଯୋଗ ଓ ବିଦ୍ୟୁତ ସେବା ଯୋଗାଣ ସମ୍ବନ୍ଧିତ ସମସ୍ତ କାର୍ଯ୍ୟ ଖୁବ୍ ଶିଘ୍ର ଅନ୍‌ଲାଇନ୍‌ ବ୍ୟବସ୍ଥା ମାଧ୍ୟମରେ କରାଯିବ । ଏଥି ପାଇଁ…
Read More...