ଓଡିଶାର ବିକାଶ କ୍ଷେତ୍ରରେ ଅଟଳଜୀଙ୍କ ଅବଦାନ ଅତୁଳନୀୟ: ସମୀର ମହାନ୍ତି

ଭୁବନେଶ୍ୱର: ମହାନ୍ ରାଷ୍ଟ୍ରପୁରୁଷ, ଦୂରଦ୍ରଷ୍ଟା, ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥିରେ ରାଜ୍ୟ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକତାଙ୍କ ସମେତ ସାରା…
Read More...

ଦେଶ ପ୍ରତି ଥିବା ଅବଦାନ ବାଜପେୟୀଙ୍କୁ ଚିରସ୍ମରଣୀୟ ରଖିବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବେନଶ୍ୱର: ରାଷ୍ଟ୍ରବାଦୀ, ଦୂରଦୃଷ୍ଟିସମ୍ପନ୍ନ ତଥା ଭାରତର ଜଣେ ସବୁଠାରୁ ଲୋକପ୍ରିୟ ରାଜନେତା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ…
Read More...

ଓଡ଼ିଶା ଓ ପୂର୍ବ ଭାରତର ବିକାଶ ସ୍ୱପ୍ନକୁ ସାକାର କରୁଛି ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ ମିଶନ’: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନ ଓଡ଼ିଶା ଓ ପୂର୍ବ ଭାରତର ବିକାଶ ସ୍ୱପ୍ନକୁ ସାକାର କରୁଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶ୍ରୀ…
Read More...

ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: କୋଭିଡ-୧୯ କଟକଣାକୁ ଦୃଷ୍ଟିରେ ରଖି ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଓଡ଼ିଶା ବିଧାନସଭା ଅଧିବେଶନ ବସିବ। ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଏହି ସୂଚନା ଦେଇଛନ୍ତି।ଓଡ଼ିଶା…
Read More...

ଆଜି ବାଜପେୟୀଙ୍କ ୨ୟ ଶ୍ରାଦ୍ଧବାର୍ଷିକୀ ଅବସରରେ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୨ୟ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ରାଜନୀତିର ପିତାମହ ଭୀଷ୍ମଙ୍କୁ…
Read More...

ଆଜି ପୁଣି କରୋନାରେ ଗଲା ୧୦ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି…
Read More...

ଆଜି ରାଜ୍ୟରେ ସର୍ବାଧିକ ୨୯୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୨୯୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୧୫ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ୩୦ଟି ଜିଲ୍ଲାରୁ ଆଜି…
Read More...

ଆରପାରିରେ ଓଡ଼ିଆ ଚଳଚ୍ଚିତ୍ରର ସମ୍ପାଦକ ଦେବେନ ମିଶ୍ର

ଭୁବନେଶ୍ୱର: ଆରପାରିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ର। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…
Read More...

ବାଲେଶ୍ଵରରେ ବିଷାକ୍ତ ଖାଦ୍ୟ ଖାଇ ୩୫ ଅସୁସ୍ଥ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ନୀଳଗିରି ତହସିଲ ଅନ୍ତର୍ଗତ ତୋଟପଡା ଠାରେ ବିଷାକ୍ତ ଖାଦ୍ୟ ଖାଇ ୩୫ ଜଣ ଅସୁସ୍ଥ।ସୂଚନାନୁସାରେ, ଶନିବାର ରାତିରେ ଆୟୋଜିତ ଏକ ଭୋଜିରେ ଖାଦ୍ୟ ଖାଇବା ପରେ ଅସୁସ୍ଥ ହୋଇପଡିଥିଲେ। ଅସୁସ୍ଥ…
Read More...

ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ କରୋନା

ଜୟପୁର: ଭାଇରସ କବଳରେ ଭିଆଇପି । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତି କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟ୍ୱିଟ୍ କରି ଏହି…
Read More...