କୋଭାକ୍ସିନର ୨ୟ ପର୍ଯ୍ୟାୟ ପରୀକ୍ଷଣ ସେପ୍ଟେମ୍ବରରୁ ଆରମ୍ଭ

ଗୁଆହାଟୀ : ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭାକ୍ସିନର ପ୍ରଥମ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣରେ ଉତ୍ସାହଜନକ ଫଳାଫଳ ମିଳିଛି । ଫଳରେ ଏହି ଟିକାକୁ ନେଇ ଆଶାର ସଂଚାର ହୋଇଛି । ଏବେ ଆସନ୍ତା ସେପ୍ଟେମ୍ବରରୁ…
Read More...

ଭେଣ୍ଟିଲେଟରରେ ପୂର୍ବତନ ଭାରତୀୟ କ୍ରିକେଟର ଚେତନ ଚୌହାନ

ନୂଆଦିଲ୍ଲୀ: ଭେଣ୍ଟିଲେଟରେ ପୂର୍ବତନ ଭାରତୀୟ କ୍ରିକେଟର ଚେତନ ଚୌହାନ। ପୂର୍ବତନ ଭାରତୀୟ କ୍ରିକେଟର ଚୌହାନଙ୍କ ସ୍ଥିତି ଖୁବ୍ ଗମ୍ଭୀର ରହିଛି । ତାଙ୍କୁ ଲାଇଫ ସର୍ପୋଟ ସିଷ୍ଟମରେ ରଖାଯାଇଛି । ଗତ ମାସକ ଭିତରେ ତାଙ୍କୁ କରୋନା…
Read More...

ଆଜି ଭୁବନେଶ୍ୱରରୁ ୨୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଚଂଳରେ କରୋନା ଭାଇରସ ସଂକ୍ରମଣ ଆଜି ଆଉ ଏକ ରେକର୍ଡ କରିଛି। ବିଏମ୍‌ସି ଅଂଚଳରୁ ଆଜି ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୮୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗର ସୃଷ୍ଟି ଲଘୁଚାପ ଲୋ ପ୍ରେସର'ରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର…
Read More...

ଶିକ୍ଷକମାନେ ଗାଁକୁ ଗାଁ ଯାଇ ପଢ଼ାଇବେ ପାଠ

ଭୁବନେଶ୍ୱର: କରୋନାର ଭୟାବହତା ଯୋଗୁଁ ଏବେ ରାଜ୍ୟରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ଏପରିକି ଆଗାମୀ ସେପ୍ଟେମ୍ବର ମାସ ସୁଦ୍ଧା ମଧ୍ୟ କରୋନା ନିୟନ୍ତ୍ରଣକୁ ଆସିବା ନେଇ ମଧ୍ୟ ସମ୍ଭାବନା ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ…
Read More...

ଆଜି ରାଜ୍ୟରେ ୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ସମ୍ବଲପୁର…
Read More...

ଆଜି ରାଜ୍ୟରେ ସର୍ବାଧିକ ୨୪୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:  ଆଜି ରାଜ୍ୟରେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୨୪୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୯୧ ଓ…
Read More...

‘ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ’

ଭୁବନେଶ୍ୱର:ରାଜ୍ୟସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପତାକା ଉତ୍ତୋଳନ ପରେ ରାଜ୍ୟବାସୀଙ୍କୁ କରିଛନ୍ତି ସମ୍ବୋଧନ ।…
Read More...

ନିଲମ୍ବିତ ହେଲେ ଜଳେଶ୍ୱର ଥାନା ଆଇଆଇସି

ଭୁବନେଶ୍ୱର: ବାଲେଶ୍ୱରରେ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ପୁଲିସ୍ ଡିଜି ଅଭୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ପୁଲିସ ଡିଜି ଅଭୟ…
Read More...