ଆଜି ରାଜ୍ୟରେ ସୁସ୍ଥ ହେଲେ ୧୪୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୬ଟି ଜିଲ୍ଲାରୁ ଆଜି ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ…
Read More...

ଆଜି କଟକରୁ ୧୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୧୮ ଜଣ କୋଭିଡ ଯୋଦ୍ଧାଙ୍କ ସମେତ ୧୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୧ ଜଣ ପୁଲିସ କର୍ମଚାରୀ ଅଛନ୍ତି। ଏସ୍‌ସିବି ଆଇସୋଲେସନରୁ ୨ ଜଣଙ୍କ ସମେତ ୧୩ ଜଣ ସରକାରୀ ସଂଗରୋଧ କେନ୍ଦ୍ରରୁ…
Read More...

ଆଜି ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରର ୨ଟି ସଙ୍ଗରୋଧରୁ ୮-୮ ଜଣ ମହିଳାଙ୍କ ସମେତ ଆଜି ୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ।…
Read More...

କର୍କଟ ପୀଡିତା ମେଧାବୀ ଛାତ୍ରୀଙ୍କୁ ସହାୟତା ଯୋଗାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: କର୍କଟ ପୀଡିତା ମେଧାବୀ ଛାତ୍ରୀ ମୋନାଲିସାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସହାୟତା ଯୋଗାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ…
Read More...

ଗିରଫ ହେଲେ ସ୍ଵତନ୍ତ୍ର ସଚିବ ଅଜୟ ଦାସ

ଭୁବନେଶ୍ଵର: ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ ଅଜୟ ଦାସ ଗିରଫ ହୋଇଛନ୍ତି । ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହାସହ ତାଙ୍କର ଅମାପ ସମ୍ପତ୍ତିର ଖୋଳତାଡ଼ ମଧ୍ୟ…
Read More...

ଅଙ୍ଗଦାନ କରିଥିବା ବ୍ୟକ୍ତି ମରି ମଧ୍ୟ ଅମର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩ଜଣଙ୍କୁ ମରଣୋତ୍ତର ଭାବେ ‘ସୁରଜ ସମ୍ମାନ’ରେ ସମ୍ମାନିତ କରିଛନ୍ତି ।୨୦୧୯ ଅକ୍ଟୋବରରେ ଗଞ୍ଜାମ ଭଂଜନଗରର ଜଣେ ଯୁବକ ‘ସୁରଜ’…
Read More...

ପୁଣିଥରେ ଏକାଠି ହେଲେ ଗେହଲଟ-ପାଇଲଟ

ନୂଆଦିଲ୍ଲୀ: ଦୀର୍ଘ ଏକ ମାସ ପରେ ଆଜି ସନ୍ଧ୍ୟାରେ ସଚିନ ପାଇଲଟ୍‌ ଓ ଅଶୋକ ଗେହଲଟ୍‌ ଭେଟାଭେଟି ହୋଇ ପରସ୍ପରକୁ ମୁରୁକି ହସା ଦେବା ସହ କରମର୍ଦ୍ଦନ କରିଛନ୍ତି। ଆସନ୍ତାକାଲି ରାଜସ୍ଥାନ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ…
Read More...

‘ବ୍ରହ୍ମପୁରରେ ୩୧%ଙ୍କ ଶରୀରରେ ସୃଷ୍ଟି ହୋଇଛି ଆଣ୍ଟିବଡି’

ଭୁବନେଶ୍ୱର: ସେରୋଲୋଜିକାଲ ସର୍ଭେ ପାଇଁ ବ୍ରହ୍ମପୁରରେ ୨୮୩୦ ଲୋକଙ୍କଠାରୁ ସାମ୍ପଲ ନିଆଯାଇଥିଲା। ୩୧ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି। ସହରାଞ୍ଚଳ ବସ୍ତିରେ ୪୦% ଲୋକଙ୍କଠାରେ ଆଣ୍ଟିବଡି ମିଳିଛି। ହିସାବକୁ…
Read More...

ସର୍ବସାଧାରଣ ଗଣେଶ ପୂଜାରେ କଟକଣା ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର:   କରୋନା ମହାମାରୀ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସର୍ବସାଧାରଣ ଗଣେଶ ପୂଜାରେ କଟକଣା ଲଗାଇଛି । କମିଶନରେଟ ପୋଲିସ ପକ୍ଷରୁ ଏନେଇ ଟୁଇଟରରେ ଉଲ୍ଲେଖ କରାଯାଇଛି । କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି,…
Read More...

ଆଦିତ୍ୟ ଦାସ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁକୁ ନେଇ ଏବେବି ଜାରି ରହିଛି ସସ୍‌ପେନ୍ସ । ତାଙ୍କୁ ହତ୍ୟା କରଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଉପରୁ ପରଦା ଉଠିନି । ତେବେ ଆଜି ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ…
Read More...