କରୋନା କବଳରେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି…
Read More...

ଆସାମରେ ଓଏନଜିସି ପାଇପ୍‌ଲାଇନ୍‌ରେ ଭୟାବହ ଅଗ୍ନିକାଣ୍ଡ

ଗୌହାଟୀ: ଆସାମ ତିନସୁକିଆ ସ୍ଥିତ ଓଏନଜିସି ପାଇପ୍‌ଲାଇନ୍‌ରେ ଭୟାବହ ଅଗ୍ନିକାଣ୍ଡ । ସୂଚନା ଅନୁସାରେ, ତିନସୁକିଆ ବାଘଜାନ୍ ଅଞ୍ଚଳରେ ଥିବା ଓଏନଜିସି ପାଇପ୍‌ଲାଇନ୍‌ରେ ସୋମବାର ଦିନ ହଠାତ୍ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା…
Read More...

ସେପ୍ଟେମ୍ୱର ୯ରୁ ୧୫ ଯାଏଁ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଆସିଲା ଓଜେଇଇ ପରୀକ୍ଷା ତାରିଖ । ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରଥମ ଥର ପାଇଁ କଂପୁଟର ଆଧାରରେ ହେବ ପରୀକ୍ଷା । ଓଜେଇଇ ପରୀକ୍ଷା ପାଇଁ ୧୬ ଜିଲ୍ଲାର ପଲିଟେକନିକ ଓ…
Read More...

ସ୍ୱାଧୀନତା ଦିବସ ପାଇଁ ଗାଇଡ଼ଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର : କରୋନା କଟକଣା ଯୋଗୁଁ ଏଥର ସ୍ୱାଧୀନତା ଦିବସ ସମାରୋହକୁ ନିରାଡମ୍ବରଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥର ସ୍ୱାଧୀନତା ଦିବସ ସମାରୋହରେ ପରେଡ ହେବ ନାହିଁ ଓ କିମ୍ବା ସାଧାରଣ ଜନତାଙ୍କୁ…
Read More...

ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି। ଏହାଛଡ଼ା କରୋନା ବ୍ୟତୀତ ଅନ୍ୟ ରୋଗରେ…
Read More...

ଆଜି ରାଜ୍ୟରେ ୧୩୪୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର :  ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧୩୪୧ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୫୨୩ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୮୧୮ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି ।…
Read More...

ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ପବିତ୍ର  ଜନ୍ମାଷ୍ଟମୀ। ଏହି ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ଚଳିତ ବର୍ଷ ଏହା ଅଗଷ୍ଟ ୧୧ରେ ପାଳନ ହେଉଥିବା ବେଳେ ୧୨ ତାରିଖ ଦିନ ଏକ…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୨୩୬ ଜଣ

ଭୁବନେଶ୍ୱର: ରାଜ୍ୟର ୨୩ଟି ଜିଲ୍ଲାରୁ ଆଜି୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା…
Read More...

୩୦ଜଣ ମହିଳା ନେତ୍ରୀଙ୍କୁ ଜିଲ୍ଲା ମହିଳା କମିଟିର ପ୍ରଭାରୀ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)  ୩୦ଜଣ ମହିଳା ନେତ୍ରୀଙ୍କୁ ଜିଲ୍ଲା ମହିଳା କମିଟିର ପ୍ରଭାରୀ ବା ଇନଚାର୍ଜ ଭାବେ ନିଯୁକ୍ତ କରିଛି।  ଜିଲ୍ଲା ଦାୟିତ୍ୱରେ ଥିବା ଏହି ନେତ୍ରୀମାନେ ମୁଖ୍ୟତଃ  ସାଂଗଠନିକ କାର୍ଯ୍ୟ ତଦାରଖ…
Read More...

୭ ଜଣ ପ୍ରସିଦ୍ଧ ଶିଳ୍ପୀଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟ ଇତ୍ୟାଦି କ୍ଷେତ୍ରରେ ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଇଛି । ‘ଧର୍ମପଦ’…
Read More...