Bignews ଆଜି ରାଜ୍ୟରେ ସର୍ବାଧିକ ସୁସ୍ଥ ହେଲେ ୧୮୧୦ ଜଣ OPA Aug 7, 2020 0 ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହଯୋଗ ଏବଂ କୋଭିଡ ଯୋଦ୍ଧାଙ୍କର ନିରନ୍ତର ଉଦ୍ୟମ ଫଳରେ ଆଜି ରାଜ୍ୟବାସୀଙ୍କୁ ମିଳିଛି କରୋନା ସଂପର୍କିତ ସବୁଠାରୁ ବଡ଼ ଖୁସି ଖବର। ରାଜ୍ୟର ୨୭ଟି ଜିଲ୍ଲାରୁ ଆଜି ୧୮୧୦ ଜଣ କରୋନା ଆକ୍ରାନ୍ତ… Read More...
National କେରଳ ଭୂସ୍ଖଳନରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଘୋଷଣା OPA Aug 7, 2020 0 ଥିରୁଅନନ୍ତପୁରମ: କେରଳର ଇଡୁକି ଭୂସ୍ଖଳନ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମ୍ବେଦନ ପ୍ରକଟ କରିଛନ୍ତି । ଏହାସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ… Read More...
National ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ନେଲେ ମନୋଜ ସିହ୍ନା OPA Aug 7, 2020 0 ଶ୍ରୀନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ମନୋଜ ସିହ୍ନା ଆଜି ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦରେ ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ରହିଥିଲେ। ହେଲେ ବୁଧବାର… Read More...
National ରିୟାଙ୍କ କଲ ରେକର୍ଡରେ ମୁମ୍ବାଇ ପୋଲିସ ଅଫିସରଙ୍କ ନାମ OPA Aug 7, 2020 0 ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପ୍ରକ୍ରିୟା ଜୋର୍ ଧରିଛି। ଏପଟେ ମୁମ୍ବାଇସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ରିୟାଙ୍କୁ ଜେରା ଚାଲିଥିବା ବେଳେ ଅନ୍ୟପଟେ ରିୟାଙ୍କ କଲ୍… Read More...
Odisha ଆଜି ଭୁବନେଶ୍ୱରରୁ ୧୦୧ କରୋନା ପଜିଟିଭ OPA Aug 7, 2020 0 ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୫୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ… Read More...
National କେରଳରେ ଭୂସ୍ଖଳନ ଘଟଣା; ମୃତ୍ୟୁସଂଖ୍ୟା ୧୫କୁ ବଢ଼ିଲା OPA Aug 7, 2020 0 ଇଡୁକି: କିଛି ଦିନ ଧରି ଲାଗି ରହିଥିବା ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ପାଇଁ କେରଳର ଇଡୁକି ଜିଲ୍ଲାରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନରେ ପୂର୍ବରୁ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିବା ବେଳେ ଏବେ ଏହି… Read More...
Odisha ଆଜି କଟକରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ OPA Aug 7, 2020 0 କଟକ: ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନ୍ରୁ ୩୮ ଜଣଙ୍କ ସମେତ ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। କଣ୍ଟେନମେଣ୍ଟ… Read More...
Odisha ଆସନ୍ତାକାଲିଠାରୁ ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ! OPA Aug 7, 2020 0 ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ଦଶରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପୂର୍ବାନୁମାନ କରିଛି। ରାଜ୍ୟର… Read More...
Odisha ରାଜ୍ୟ ପୁଲିସରେ ୯୦୫ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ OPA Aug 7, 2020 0 ଭୁବନେଶ୍ୱର: ରାଜ୍ୟ ପୁଲିସରେ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀକୁ ମଞ୍ଜୁରି ଦେଇଥିବା ଜଣାଯାଇଛି। ଏଥିରେ ଓଡ଼ିଶାର ୨୨୦ ଥାନାରେ ୯୦୫ ନୂଆ… Read More...
Odisha ହୋଟେଲ୍ ଶିଳ୍ପ କ୍ଷେତ୍ରରେ ପ୍ରଭୁତ ଗବେଷଣାର ସୁଯୋଗ ରହିଛ: ବିଶେଷଜ୍ଞ OPA Aug 7, 2020 0 ଭୁବନେଶ୍ୱର : ହୋଟେଲ ଶିଳ୍ପ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବୃହତ ଗବେଷଣାର ପ୍ରଭୁତ ସୁଯୋଗ ରହିଥିବା ବେଳେ ତାହା ସମ୍ଭବ ହୋଇନାହିଁ । ମାତ୍ର କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟ କ୍ଷେତ୍ରରେ ଯୋଜନା ଏବଂ କ୍ଷତି… Read More...