ଝାରସୁଗୁଡା ଜିଲ୍ଲାରେ ୟୁରିଆ ସାରର ଘୋର ଅଭାବ; ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ପ୍ରାଥମିକ ପର୍ଯ୍ୟାୟରେ ଚଳିତ ବର୍ଷ ଭଲ ବର୍ଷା ହୋଇଥିବାରୁ ଆଶାନୁରୁପକ ଚାଷ ହେବ ବୋଲି ଚାଷୀ ଆକଳନ କରିଥିବା ବେଳେ ଜୁଲାଇ ମାସରେ କମ୍ ବର୍ଷା ଓ…
Read More...

ନୂଆ ଶିକ୍ଷା ନୀତି ନୂତନ ଭାରତର ମୂଳଦୁଆ ପକାଇବ: ମୋଦି

ନୂଆଦିଲ୍ଲୀ: ଦୀର୍ଘ ୩୪ ବର୍ଷ ପରେ ଜାତୀୟ ଶିକ୍ଷା ନୀତିରେ ସୁଧାର ଆସିଛି । ଏହି ଶିକ୍ଷା ନୀତିରେ ବ୍ୟାପକ ପରିବର୍ତ୍ତନ ଆସିଥିବା ବେଳେ ଏହା ଉପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ଅଭିଭାଷଣ ରଖିଛନ୍ତି । କେନ୍ଦ୍ର…
Read More...

କେରଳରେ ଭୂସ୍ଖଳନ; ୫ ମୃତ

ମୁନ୍ନାର: କିଛି ଦିନ ଧରି ଲାଗି ରହିଥିବା ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ପାଇଁ କେରଳର ଇଡୁକି ଜିଲ୍ଲାରେ ଭୂସ୍ଖଳନ ହୋଇଛି।  ଏହି ଭୂସ୍ଖଳନରେ  ବର୍ତ୍ତମାନ ସୁଦ୍ଧା ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।…
Read More...

୩ ଦିନ ନବରଙ୍ଗପୁର ଶଟଡାଉନ୍‌

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାକୁ ୩ ଦିନ ପାଇଁ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏଁ ଏହି କଟକଣା ବଳବତ୍ତର ରହିବ। ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳଙ୍କ ଏପରି…
Read More...

ସୁଶାନ୍ତ ସିଂ ମୃତ୍ୟୁ ମାମଲା : ଇଡି କାର୍ଯ୍ୟାଳୟରେ ପହଞ୍ଚିଲେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମୁମ୍ବାଇ ସ୍ଥିତ ଅଫିସ୍‌ରେ ହାଜର ହେଲେ ଦିବଂଗତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ। ଦିନ ସାଢ଼େ ୧୧ଟା ସୁଦ୍ଧା ତାଙ୍କୁ ହାଜର ହେବା…
Read More...

ଆଇପିଏସ୍ ଅଧିକାରୀ ବିନୟ ତିୱାରୀଙ୍କୁ କ୍ୱାରେଣ୍ଟାଇନରୁ ମୁକ୍ତ କଲା ବିଏମସି

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ୍ ଅଧିକାରୀ ବିନୟ ତିୱାରୀଙ୍କୁ କ୍ୱାରେଣ୍ଟାଇନରୁ ମୁକ୍ତ କରିଛି ବିଏମସି। ପାଟନା…
Read More...

ନବନିଯୁକ୍ତ ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର କମ୍ପ୍ଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ଭାବେ ନବନିଯୁକ୍ତ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ନୂଆ ଦାୟିତ୍ବ ପାଇଁ ସେ ଗିରୀଶ ଚନ୍ଦ୍ର…
Read More...

ଆଜି ରାଜ୍ୟରେ ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।Regret to…
Read More...

ଆଜି ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୮୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୧୮ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ…
Read More...