ଦେଶର ନୂଆ ସିଏଜି ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ଭୁବନେଶ୍ୱର: ଓଡ଼ିଶାରେ ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ ଦେଶର ନୂଆ କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ(ସିଏଜି)। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ସିଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ଅର୍ଥ ମନ୍ତ୍ରାଳୟ…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୧୫୦ ଜଣ

ଭୁବନେଶ୍ୱର: ରାଜ୍ୟର ୨୯ଟି ଜିଲ୍ଲାରୁ ଆଜି ୧୧୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାରୁ ରାଜ୍ୟ ସରକାର କରୋନା ଯୋଦ୍ଧାଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ…
Read More...

ପ୍ରବାସୀ ଶ୍ରମିକମାନଙ୍କୁ ସୁରକ୍ଷା ଓ ସହାୟତା ପାଇଁ ରାଜ୍ୟ ସରକାର କରିଥିବା ୫୦୦ ଶହ କୋଟି ଟଙ୍କାର କର୍ପସ ପାଣ୍ଠି…

ଭୁବନେଶ୍ୱର: କରୋନା ସଙ୍କଟ ସମୟରେ ପ୍ରବାସୀ ଶ୍ରମିକମାନେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି । ରାଜ୍ୟ ବାହାରେ ପାଖାପାଖି ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଓଡିଆ ଶ୍ରମିକ ବିଭିନ୍ନ କାର୍ଯ୍ୟରେ ନିୟୋଜିତ ରହିଥିଲେ । କରୋନା ମହାମାରୀ…
Read More...

ଭୁବନେଶ୍ୱର ଜିଲ୍ଲା ବିଜେପି ଦ୍ୱାରା ଶ୍ରୀକୁମାର ବିଶ୍ଵରଞ୍ଜନଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଭୁବନେଶ୍ୱର ର ନୀଳାଦ୍ରିବିହାର ଅଞ୍ଚଳର ବେଣୁଧର ଭୋଳ ଓ ମିନତି ଭୋଳ ଙ୍କର ପୁତ୍ର ଶ୍ରୀକୁମାର ବିଶ୍ଵରଞ୍ଜନ ସର୍ବଭାରତୀୟ ପ୍ରଶାସନିକ ପରୀକ୍ଷାରେ ୧୮୨ ର‌୍ୟାଙ୍କରେ ସଫଳତା ଅର୍ଜନ କରିଥିବାରୁ ଶୁଭେଚ୍ଛାର ସୁଅ…
Read More...

ଆଜି କଟକରୁ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ସ୍ଥାନୀୟ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନ୍‌ରୁ ୨୪ ଜଣଙ୍କ ସମେତ ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୬୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି।…
Read More...

ଭିଭୋ ଆଇପିଏଲ ଟାଇଟଲ ସ୍ପନଶରରୁ ହଟିଲା, ୨ ଦିନ ମଧ୍ୟରେ ଟେଣ୍ଡର ଡକାଯିବ : ବିସିସିଆଇ

ନୂଆଦିଲ୍ଲୀ: ଚୀନ ମୋବାଇଲ କମ୍ପାନୀ ଭିଭୋ ଆଗାମୀ ଆଇପିଏଲ ସଂସ୍କରଣର ଟାଇଟଲ ସ୍ପନସରଶିପରୁ ହଟିବା କଥା ବିସିସିଆଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛି । ପୂର୍ବରୁ ଏ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା । ତେବେ…
Read More...

ଭୀମସାରର ପୁଣି ୩ ଡାକ୍ତରଙ୍କୁ କରୋନା

ବୁର୍ଲା: କରୋନା କବଳରେ କୋଭିଡ ଯୋଦ୍ଧା । ବୁର୍ଲା ଭୀମସାରରେ ପୁଣି ୩ ଡାକ୍ତର କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ୩ ଜଣ ଡାକ୍ତର ମେଡିସିନ୍ ବିଭାଗରେ କାର୍ଯ୍ୟରତ ଥିବା ଜଣାପଡିଛି । ଭୀମସାର ଅଧକ୍ଷକ ଏହି ସୂଚନା ଦେଇଛନ୍ତି।…
Read More...

କରୋନା ମୁକାବିଲାକୁ ଅଧିକ ମଜବୁତ୍ କରିବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଜରୁରୀକାଳୀନ ପ୍ରଶମନ ଏବଂ ସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତି ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡ଼ିଶା ସମେତ ଦେଶର ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ…
Read More...

ମୟାନଗରୀରେ ପ୍ରବଳ ବର୍ଷା; ସ୍ଥିତି ଅସମ୍ଭାଳ

ମୁମ୍ବାଇ: ମୟାନଗରୀରେ ପ୍ରବଳ ବର୍ଷା । ବାଦଲା ଫଟା ବର୍ଷା ଯୋଗୁଁ ସ୍ଥିତି ଅସମ୍ଭାଳ । ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଜୁଆଡେ ଦେଖିବ ଖାଲି ପାଣି ଆଉ ପାଣି । ରାସ୍ତା ଘାଟ, ଟ୍ରେନ୍ ଟ୍ରାକ୍ ଚାରିଆଡେ ପାଣି…
Read More...