କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ…

ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ…
Read More...

ଖୋର୍ଦ୍ଧା ଏସ୍‌ପିଙ୍କୁ କରୋନା

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି।ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ।…
Read More...

କୋଭିଡ ହସ୍ପିଟାଲ ଆଇସିୟୁରେ ଅଗ୍ନିକାଣ୍ଡ

ଅହମଦାବାଦ: ଗୁଜୁରାଟ ଅହମଦାବାଦର ନଭରଙ୍ଗପୁରାସ୍ଥିତ ଶ୍ରେୟ କୋଭିଡ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ମହିଳା ଥିବା ଜଣାଯାଇଛି। ହସ୍ପିଟାଲରେ ଥିବା ୪୦…
Read More...

ଆଜି ସ୍ୱର୍ଗତ ସୁଷମା ସ୍ୱରାଜଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ସୁଷମା ସ୍ୱରାଜଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସୁଷମା ସ୍ୱରାଜଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ…
Read More...

ଆଜି ରାଜ୍ୟରେ ଆଉ ୧୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ…
Read More...

ଆଜି ରାଜ୍ୟରେ ୧୬୯୯ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ଟପିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭୩ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ…
Read More...

ଆଜି କଟକରୁ ୧୪୩ କରୋନା ପଜିଟିଭ ଚିହ୍ନଟ

କଟକ: ବୁଧବାର କଟକରୁ ୧୪୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା କଟକ ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ୧୪୩ଜଣଙ୍କ ମଧ୍ୟରୁ କଟକ ମାଲଗୋଦାମ୍‌ କଣ୍ଟେନମେଣ୍ଟ ଜୋନ୍‌ରୁ ୬୨ଜଣ ପୁରୁଷ ଓ ୫୦ଜଣ ମହିଳାଙ୍କ…
Read More...

କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଓ କୋଭିଡ ଲଢେ଼ଇ ଲାଗି ଶପଥ ପାଠ

ଝାରସୁଗୁଡା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଆଜି ସଂଧ୍ୟାରେ ଝାରସୁଗୁଡା ଜିଲ୍ଲାରେ ଜନସାଧାରଣ କୋଭିଡ ଯୋଦ୍ଧାଙ୍କ ମ୍ରୁତ୍ୟୁକୁ ସ୍ମରଣ କରି ସେମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ |ଜିଲ୍ଲା…
Read More...